Odia News Portal
Browsing Tag

odisha

ଦଳ ବଦଳ କରୁଥିବା ନେତାଙ୍କ ପାଇଁ ଆଗକୁ ଅଗ୍ନିପରୀକ୍ଷା, ପ୍ରଥମେ ପଞ୍ଚାୟତ ନିର୍ବାଚନ

ଭୁବନେଶ୍ୱର : ରାଜ୍ୟରେ ଏବେ ଦଳ ବଦଳ ପ୍ରକ୍ରିୟା ଜୋରଦାର ଭାବେ ଚାଲିଛି । ତେବେ ଦଳ ବଦଳ କରୁଥିବା ନେତାଙ୍କ ପାଇଁ ଆଗାମୀ ପଞ୍ଚାୟତ ନିର୍ବାଚନ ଅଗ୍ନି ପରୀକ୍ଷା ସଦୃଶ । ଯଦି ଏଥିରେ ସଫଳତାର ସହ ଉତ୍ତୀର୍ଣ୍ଣ ହେଲେ ତେବେ ତିଷ୍ଠିବେ ନହେଲେ ଦଳରେ କୋଣଠେସା ହୋଇଯିବେ ବୋଲି ସେମାନଙ୍କ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଦିନକ ମଧ୍ୟରେ ୪୬୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହିତ ଦିନକରେ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ସଂଗରୋଧରୁ ୨୭୨ ଓ ସ୍ଥାନୀୟ ସଂକ୍ରମିତ ୧୯୫ ଜଣ ରହିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ

କଂଗ୍ରେସ ଛାଡ଼ିଲେ ପ୍ରଦୀପ ମାଝୀ, ଜାଣନ୍ତୁ କାହିଁକି ଇସ୍ତଫା ଦେଲେ

ଭୁବନେଶ୍ୱର: ଦୀର୍ଘଦିନ ହେବ ଯେଉଁ ଚର୍ଚ୍ଚା ହେଉଥିଲା ଆଜି ଶେଷରେ ତାହା ସତ ହୋଇଛି । କଂଗ୍ରେସର ଟାଣୁଆ ନେତା ପ୍ରଦୀପ ମାଝୀ ଶେଷରେ ଦଳ ଛାଡ଼ିଛନ୍ତି । ପୂର୍ବତନ ସାଂସଦ ପ୍ରଦୀପ ମାଝୀ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି । ସେ ଦଳରୁ ଇସ୍ତଫା ଦେବେ ବୋଲି ବେଶ୍

ଆଜିଠୁ କ୍ଲାସରୁମରେ ବସି ପାଠ ପଢ଼ିବେ ଏକାଦଶ ଶ୍ରେଣୀ ଛାତ୍ର ଛାତ୍ରୀ

ଭୁବନେଶ୍ୱର: କୋଭିଡର ଭୟାବହତାକୁ ଦୃଷ୍ଟିରେ ରଖି ଅନଲାଇନରେ ଚାଲିଥିଲା ପାଠପଢ଼ା । କିନ୍ତୁ ଧିରେ ଧିରେ କଟକଣା କୋହଳ ହେବା ପରେ ଆଜିଠୁ କ୍ଲାସରୁମରେ ବସି ପାଠ ପଢ଼ିବେ ଛାତ୍ରଛାତ୍ରୀ । ଚଳଚଞ୍ଚଳ ହୋଇଛି କ୍ୟାମ୍ପସ, ଉତ୍ସାହିତ ଅଛନ୍ତି ଛାତ୍ରଛାତ୍ରୀ। ଅନଲାଇନ୍ ନୁହେଁ ଶ୍ରେଣୀ ଗୃହରେ ହେବ

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୨ ଜଣ ଶିଶୁ ଓ କିଶୋର କରୋନା

ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଭବାନୀପାଟଣାସ୍ଥିତ ଘର ଉପରକୁ ଅଣ୍ଡାମାଡ଼

କଳାହାଣ୍ଡି: ଥମୁନି ବିବାଦ । ମମିତା ମିଷ୍ଟିରେ ମନ୍ତ୍ରୀଙ୍କ ସମ୍ପୃକ୍ତି ନେଇ ବିରୋଧୀମାନେ ଟାର୍ଗେଟ କରୁଛନ୍ତି । ମଙ୍ଗଳବାର ମନ୍ତ୍ରୀଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ କଂଗ୍ରେସ କର୍ମୀମାନେ ଅଣ୍ଡାମାଡ଼ କରିଥିବାବେଳେ ଆଜି ଭବାନୀପାଟଣାସ୍ଥିତ ବାସଭବନରେ ବିଜେପି ମହିଳା ମୋର୍ଚ୍ଚା

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ବର: ଗତକାଲି ତୁଳନାରେ ଆଜି ରାଜ୍ୟରେ ସାମାନ୍ୟ ବଢିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ରାଜ୍ୟରୁ ଚିହ୍ନଟ ହୋଇଛନ୍ତି ୫୫୯ ନୂଆ ଆକ୍ରାନ୍ତ । ଏମାନଙ୍କ ଭିତରେ କ୍ୱାରେଣ୍ଟିନରୁ ୩୨୧ ଓ ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି ୨୩୮ । ୧୮ ବର୍ଷ ଭିତରେ ଆଉ ୭୧ ଜଣ ପଜିଟିଭ୍

ରାଜ୍ୟରେ ଆଉ ୪ ଜୀବନ ନେଲା ମହାମାରୀ

ଭୁବନେଶ୍ୱର : ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି । ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି ।ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ

୨୬ରେ ଆଉ ଏକ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ଆସନ୍ତା ୨୬ରେ ଉତ୍ତର ଓଡ଼ିଶା, ପଶ୍ଚିମବଙ୍ଗ ଏବଂ ବାଂଲାଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ବିଭିନ୍ନ ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ୨୮ ତାରିଖରେ ଉତ୍ତର

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ