ରାଜ୍ୟରେ ୨ ଲକ୍ଷ ୨୬ ହଜାର ୫୫୯ ସରକାରୀ ପଦବୀ ଖାଲି ପଡ଼ିଛି: ଅର୍ଥମନ୍ତ୍ରୀ
ରାଜ୍ୟରେ ଏବେ ୨ ଲକ୍ଷ ୨୬ ହଜାର ୫୫୯ଟି ସରକାରୀ ପଦବୀ ଖାଲି ପଡ଼ିଛି ବୋଲି ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ସୂଚନା ଦେଇଛନ୍ତି। ଆଜି ଗୃହରେ ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେଙ୍କ ଏକ ପ୍ରଶ୍ନର ଉତ୍ତରରେ ଅର୍ଥମନ୍ତ୍ରୀ ଏହା କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି, ରାଜ୍ୟ!-->…
