Odia News Portal
Browsing Tag

odisha

ଆସନ୍ତା ତିନି ଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଉପକୂଳ ଓଡ଼ିଶାରେ ଅଧିକାଂଶ ଜିଲ୍ଲାରେ ଘଡଘଡି ସହ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି। ସେହିପରି ଆଭ୍ୟନ୍ତରୀଣ ଓଡିଶାର କିଛି ସ୍ଥାନରେ ସାମାନ୍ୟ ବର୍ଷା ହେବାର ପୂର୍ବାନୁମାନ କରାଯାଇଛି। ପାଣିପାଗ ବିଭାଗ ପକ୍ଷରୁ ୩ଦିନ

ଦଶହରା ଛୁଟି ଅଷ୍ଟମ ଶ୍ରେଣୀ ପାଠ ପଢ଼ା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୧ରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ଖୋଲିବା ନେଇ ସୂଚନା ଦେଇଛନ୍ତି ରାଜ୍ୟ ଓ ଗଣଶିକ୍ଷା ବିଭାଗ। ପିଲାମାନେ ଅଫଲାଇନ୍ ମୋଡ୍ରେ ପାଠ ପଢ଼ିପାରିବେ। ତେବେ କ୍ଲାସରୁମକୁ କେମିତି ପରିଚାଳନା କରାଯିବ ଓ ଗାଇଡଲାଇନ୍ ଅନୁସାରେ କେମିତି ପାଠପଢ଼ା ହେବ ସେ ନେଇ ଶନିବାର

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ତଳମୁହାଁ ହେଉଛି। ରାଜ୍ୟରେ ଶୁକ୍ରବାର ୪୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୬ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ। ଆକ୍ରାନ୍ତଙ୍କ ମଧ୍ୟରୁ ୨୭୧ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ

ଆଜି ରାଜ୍ୟରେ ୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ୪୬୭ ଜଣ କରୋନା ପଜିଟିଭ୍ ହୋଇଥିବା ବେଳେ ୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୭୯କୁ ବୃଦ୍ଧି

ମନ୍ତ୍ରୀ ଓ ନେତାଙ୍କ ନାଁରେ ଆହୂତି, ଟାଟା ପାୱାର ବିରୁଦ୍ଧରେ ଅତିଷ୍ଠ ଲୋକଙ୍କ ହୋମ ଯଜ୍ଞ

ଭୁବନେଶ୍ୱର : ଟାଟା ପାୱାର କର୍ତ୍ତୃପକ୍ଷଙ୍କ ମନମାନି ଯୋଗୁଁ ଏବେ ସାଧାରଣ ଲୋକଙ୍କ ନିଶାଣରେ ମନ୍ତ୍ରୀ ଓ ନେତା । ଅସନ୍ତୁଷ୍ଟ ଲୋକେ ପ୍ରତିବାଦ ସ୍ୱରୂପ ଟାଟା ପାୱାର ବିରୁଦ୍ଧରେ ଯଜ୍ଞ ଆୟୋଜନ କରିବା ସହିତ ସେଥିରେ ମନ୍ତ୍ରୀ ଓ ଅଧିକାରୀଙ୍କ ନାମ ନେଇ ଆହୂତି ଦେଉଛନ୍ତି । ସରକାରଙ୍କ ବିରୁଦ୍ଧରେ

ରାଜ୍ୟରୁ ପୁଣି ୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗୁରୁବାର କରୋନା ଆଉ ୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮,୨୭୪କୁ ବୃଦ୍ଧି ପାଇଛି। ୬ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୩ଜଣ ରହିଥିବା ବେଳେ ଭଦ୍ରକ, କଟକ, ଯାଜପୁର ଜିଲାରୁ ଜଣେ ଲେଖାଏ ରହିଛନ୍ତି ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁ ସବୁ ଜିଲ୍ଲାରେ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ

ରାଜ୍ୟରେ ୫୨୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୬୫ ଜଣ ଶିଶୁ କିଶୋର ଅଛନ୍ତି । ସଙ୍ଗରୋଧରୁ ୩୦୪ ଓ ସ୍ଥାନୀୟ ଅଂଚଳରୁ ୨୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୯ ଓ କଟକରୁ ୬୦ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶା କଂଗ୍ରେସ ଭବନରେ ବ୍ୟାପକ ଭଙ୍ଗାରୁଜା

ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ଭବନ ବ୍ୟାପକ ଭଙ୍ଗାରୁଜା ହୋଇଥିବା ସୂଚନା ମିଳିଛି। ଯୁବ କଂଗ୍ରେସ ଅଫିସ ତାଲା ଭାଙ୍ଗି କିଛି ଯୁବକ ଭଙ୍ଗାରୁଜା କରିଥିବା ଜଣାପଡ଼ିଛି। ଅଫିସ୍ ଭିତରେ ଥିବା ଚେୟାର, ଟେବୁଲ, ଆସବାବପତ୍ର ଭାଙ୍ଗି ଦିଆଯାଇଛି। । ଭଙ୍ଗାରୁଜା ପରେ ଘଟଣାସ୍ଥଳରୁ ଯୁବକମାନେ ଚମ୍ପଟ

କେବେ କମିବ କଂଗ୍ରେସ କଳି?

ଭୁବନେଶ୍ୱର: ରାଜ୍ୟରେ ଦୁର୍ବଳ ସ୍ଥିତିରେ ରହିଛି କଂଗ୍ରେସ । ବିଜେପି ଏବଂ ବିଜେଡ଼ି ଲଢ଼େଇରେ ପଛରେ ପଡିଛି କଂଗ୍ରେସ । ଉପନର୍ବିାଚନ ହେଉ ବା ନିର୍ବାଚନ ସବୁବେଳେ ମାଟି କାମୁଡ଼ି ପଡୁଛି କଂଗ୍ରେସ । ତେବେ ଦଳ ବିରୋଧୀଙ୍କ ସହ କମ ଲଢ଼ୁଛି ଆଉ ନିଜ ଦଳୀୟ କର୍ମୀଙ୍କ ସହ ଅଧିକ ଲଢ଼ୁଥିବା ଦେଖିବାକୁ