ଜାଣନ୍ତୁ ଆଜି ରାଜ୍ୟର କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୭ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୮ ଜଣ ଶିଶୁ ଓ କିଶୋର କରୋନା!-->…