ଓଡିଶାରୁ ଫେରିବା ଆରମ୍ଭ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ
ଓଡ଼ିଶାରୁ ଫେରିବା ଆରମ୍ଭ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ସୋନପୁର ଓ ନୂଆପଡ଼ା ଆଦି ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରୁ ଆଜି ମୌସୁମୀ ପ୍ରତ୍ୟାବର୍ତ୍ତନ କରିଛି । ଏଥିସହ ଅନୁଗୁଳ ଓ ବୌଦ୍ଧର ଅଧିକାଂଶ ସ୍ଥାନରୁ!-->…
