Odia News Portal
Browsing Tag

odisha

ଆଗାମୀ ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷିବ, ଜାଣନ୍ତୁ କେଉଁ ସବୁ ଜିଲ୍ଲାରେ

ଭୁବନେଶ୍ୱର: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି । ଆଗାମୀ ୨୪ ଘଣ୍ଟାରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ହେବ ସମ୍ଭାବନା ରହିଛି । ଏହାର ପ୍ରଭାବରେ ୧୬ ଓ ୧୭ ତାରିଖ ଦୁଇ ଦିନ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ

ରାଜ୍ୟରେ ୫୨୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୫୨୧ ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୬୫ ଜଣ ଶିଶୁ କିଶୋର ଅଛନ୍ତି । ସଙ୍ଗରୋଧରୁ ୩୦୪ ଓ ସ୍ଥାନୀୟ ଅଂଚଳରୁ ୨୧୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୯ ଓ କଟକରୁ ୬୦ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶା କଂଗ୍ରେସ ଭବନରେ ବ୍ୟାପକ ଭଙ୍ଗାରୁଜା

ଭୁବନେଶ୍ୱର: ରାଜ୍ୟ କଂଗ୍ରେସ ଭବନ ବ୍ୟାପକ ଭଙ୍ଗାରୁଜା ହୋଇଥିବା ସୂଚନା ମିଳିଛି। ଯୁବ କଂଗ୍ରେସ ଅଫିସ ତାଲା ଭାଙ୍ଗି କିଛି ଯୁବକ ଭଙ୍ଗାରୁଜା କରିଥିବା ଜଣାପଡ଼ିଛି। ଅଫିସ୍ ଭିତରେ ଥିବା ଚେୟାର, ଟେବୁଲ, ଆସବାବପତ୍ର ଭାଙ୍ଗି ଦିଆଯାଇଛି। । ଭଙ୍ଗାରୁଜା ପରେ ଘଟଣାସ୍ଥଳରୁ ଯୁବକମାନେ ଚମ୍ପଟ

କେବେ କମିବ କଂଗ୍ରେସ କଳି?

ଭୁବନେଶ୍ୱର: ରାଜ୍ୟରେ ଦୁର୍ବଳ ସ୍ଥିତିରେ ରହିଛି କଂଗ୍ରେସ । ବିଜେପି ଏବଂ ବିଜେଡ଼ି ଲଢ଼େଇରେ ପଛରେ ପଡିଛି କଂଗ୍ରେସ । ଉପନର୍ବିାଚନ ହେଉ ବା ନିର୍ବାଚନ ସବୁବେଳେ ମାଟି କାମୁଡ଼ି ପଡୁଛି କଂଗ୍ରେସ । ତେବେ ଦଳ ବିରୋଧୀଙ୍କ ସହ କମ ଲଢ଼ୁଛି ଆଉ ନିଜ ଦଳୀୟ କର୍ମୀଙ୍କ ସହ ଅଧିକ ଲଢ଼ୁଥିବା ଦେଖିବାକୁ

ଜାଣନ୍ତୁ ଆଜି ରାଜ୍ୟର କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୧୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୭ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୮ ଜଣ ଶିଶୁ ଓ କିଶୋର କରୋନା

ଆଜି ରାଜ୍ୟରେ ୭ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ସଂପ୍ରତି କରୋନାର ସ୍ଥିତି ସ୍ଥିର ରହିଛି । ଫଳରେ ମୃତ୍ୟୁସଂଖ୍ୟା, ଆକ୍ଟିଭ କେସ, ଆଇସିୟୁ ସଂଖ୍ୟା, ହସ୍ପିଟାଲାଇଜେସନ ସଂଖ୍ୟା କମୁଛି । ଯାହାକି ରାଜ୍ୟ ପାଇଁ ଆଶ୍ୱସ୍ତିକର ବିଷୟ ବୋଲି ଡାକ୍ତରମାନେ ମତ ଦେଇଛନ୍ତି । ରାଜ୍ୟରେ ବର୍ତ୍ତମାନ ଦୈନିକ ସଂକ୍ରମଣ ଏକ ହଜାର ତଳକୁ

ହାଇକୋର୍ଟରେ ଦ୍ୱାରସ୍ଥ ହେଲେ ବିଧାୟକ ପ୍ରଶାନ୍ତ ଦଗଦ୍ଦେବ

ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବାର ଖବର ମିଳିଛି । ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ଼ ମାମଲାରେ ନିମ୍ନ ଅଦାଲତରେ ତାଙ୍କର ଜାମିନ ଖାରଜ ହୋଇଥିବାରୁ ସେ ଓଡ଼ିଶା ଉଚ୍ଚ ନ୍ୟାୟାଳୟ ଯାଇଥିବା ଜଣାଯାଇଛି । ଚିଲିକା ବିଧାୟକ ପ୍ରଶାନ୍ତ

ଖଜୁରୀର ଉପକାରିତା

ଶରୀର ପାଇଁ ଖଜୁରି ବେଶ୍ ଲାଭଦାୟକ । ଏଥିରେ ଫାଇବର, କ୍ୟାଲସିୟମ, ପୋଟାସିୟମ୍, ମ୍ୟାଗ୍ନେସିୟମ ବ୍ୟତୀତ ଅନ୍ୟାନ୍ୟ ଉପକାରୀ ତତ୍ତ୍ୱ ପ୍ରଚୁର ପରିମାଣରେ ଭରି ରହିଛି । ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା । ଯେଉଁମାନଙ୍କ ରକ୍ତରେ ହିମୋଗ୍ଲୋବିନ ମାତ୍ରା କମଥାଏ ସେମାନେ ଖଜୁରି କୋଳି ଖାଇବା

କୋଭିଡ୍ ଗାଇଡଲାଇନ୍ ମାନିବାକୁ ଅପିଲ କଲେ ଡିଏମଇଟି

ପାର୍ବଣ ସମୟରେ କରୋନା ନିୟମକୁ ସଠିକ ଭାବେ ପାଳନ କରିବାକୁ ସ୍ୱାସ୍ଥ୍ୟ ବିଭାଗର ସତର୍କତା । ଆମେ କେତେ ଦୂର ନିଜକୁ ସୁରକ୍ଷା ଦେଇ ପାର୍ବଣ ପାଳନ କରିବା ତାହା ଆମ ଉପରେ ନିର୍ଭର କରେ ବୋଲି କହିଛନ୍ତି ଡ଼ିଏମଇଟି । ଗତକାଲି ହାଟ ଓ ବଜାରଗୁଡ଼ିକରୁ ଯାହା ଚିତ୍ର ଆସିଛି, ତାହା ଅନୁଶୀଳନ କରିବାର

ପୋଲିସ-ମାଓବାଦୀ ଗୁଳିବିନିମୟ, ଯବାନଙ୍କ ଗୁଳିରେ ମହିଳା ମାଓବାଦୀ ନିହତ

ମାଲକାନଗିରି ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡରେ ପୋଲିସ ଓ ମାଓବାଦୀ ଗୁଳି ବିନିମୟ । ପୋଲିସ ଗୁଳିରେ ତିନି ଜଣ ମାଓବାଦୀର ମୃତ୍ୟୁ ହୋଇଥିବା ସୂଚନା । ନିହତ ୩ ମାଓବାଦୀଙ୍କ ମଧ୍ୟରୁ ୨ ଜଣ ମହିଳା ଓ ଜଣେ ପୁରୁଷ ରହିଥିବା ସୂଚନା ମିଳିଛି । ସେପଟେ ମାଓବାଦୀଙ୍କ ଗୁଳିରେ ଜଣେ ଏସ୍ ଓଜି