Odia News Portal
Browsing Tag

odisha

ଜାଣନ୍ତୁ ଆଜି କେଉଁ ଜିଲ୍ଲାରୁ କେତେ ସଂକ୍ରମିତ ଚିହ୍ନଟ ହେଲେ

ଭୁବନେଶ୍ୱର: ରାଜ୍ୟରେ ଦିନକରେ ଚିହ୍ନଟ ହୋଇଛନ୍ତି ୫୨୬ କୋରୋନା ଆକ୍ରାନ୍ତ । ସଙ୍ଗରୋଧରୁ ୩୦୩ ଓ ସ୍ଥାନୀୟ ଅଂଚଳରୁ ୨୨୩ ରୋଗୀ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ୬୮ ଜଣ ଅଛନ୍ତି । ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୩୧ ହଜାର ୪୪କୁ ବୃଦ୍ଧି ପାଇଛି

ପିସିସି ସଭାପତି ପଦରୁ ଇସ୍ତଫା ଦେବା ନେଇ ଏମିତି କହିଲେ ନିରଞ୍ଜନ

ଭୁବନେଶ୍ୱର: କମୁନି କଂଗ୍ରେସ କଳି । ପିସିସି ସଭାପତି ପଦରୁ ନିରଞ୍ଜନଙ୍କୁ ହଟାଯିବା ନେଇ ଲାଗି ରହିଛି କନ୍ଦଳ । କଂଗ୍ରେସରେ ଏବେ ଦୁଇ ଗୋଷ୍ଠୀ ମଧ୍ୟରେ ତୁତୁ ମେଁ ମେଁ ଲାଗି ରହିଥିବା ନେଇ ସବୁଠି ଦେଖିବାକୁ ମିଳିଛି ଚର୍ଚ୍ଚା । ତେବେ ଏହାରି ଭିତରେ ମୁହଁ ଖେଳିଛନ୍ତି ପିସିସି ସଭାପତି

ବନ୍ଧାହେଲା ଏଲଆଇସି ଏଜେଣ୍ଟ, ମୃତ ବ୍ୟକ୍ତିଙ୍କ ନାଁରେ ବୀମା କରି ଉଠାଇଥିଲା କୋଟିଏରୁ ଅଧିକ ଟଙ୍କା

ଭୁବନେଶ୍ବର : ମୃତ ବ୍ୟକ୍ତିଙ୍କ ନାଁରେ ପଲିସି । ୪ ଜଣ ମୃତ ବ୍ୟକ୍ତିଙ୍କ ନାଁରେ ୨୩ଟି ବୀମା ପଲିସି କରି ୧କୋଟି ୧୮ ଲକ୍ଷ ଟଙ୍କା ଚଳୁ ଅଭିଯୋଗ । ଏହି ମାମଲାରେ ଜଣେ ଏଲଆଇସି ଏଜେଣ୍ଟକୁ ବାନ୍ଧିଛି କ୍ରାଇମବ୍ରାଞ୍ଚ ଅର୍ଥନୈତିକ ଅପରାଧ ଶାଖା । ଗିରଫ ଅଭିଯୁକ୍ତ ହେଲେ କଣାସ ଅଞ୍ଚଳର ଏଲଆଇସି

ନେତାଙ୍କ ଘରେ ଫାଟ, ବିଧାନସଭା ଆସିବାକୁ ପୁଅମାନେ ସଜବାଜ

ଭୁବନେଶ୍ୱର : ଓଡିଶା ବିଧାନସଭାକୁ ଜଣକ ପରେ ଜଣେ ବିଧାୟକଙ୍କ ପୁତ୍ର ପ୍ରବେଶ କରିବାପରେ ଆଉ କିଛି ବିଧାୟକ ଆଶାୟୀ ପୁତ୍ର ପିତା ମାନଙ୍କ ଉପରେ ଚାପ ପକାଇବାରେ ଲାଗିଛନ୍ତି । ଆସନ୍ତା ନିର୍ବାଚନରେ ଯେମିତି ହେଲେ ସେମାନଙ୍କୁ ବିଧାନସଭାକୁ ପଠାଇବାପାଇଁ ଜିଦ୍‍ ଧରିଲେଣି । ଏହାକୁ ନେଇ କେତେକ

ବିଧାୟକଙ୍କ ନାଁରେ ୨ ହଜାର ଟଙ୍କା ଜରିମାନା

ପୁରୀ : ନିଷିଦ୍ଧାଞ୍ଚଳରେ ଗାଡି ଚଲାଇବା ଚାନ୍ଦବାଲି ବିଧାୟକ ବ୍ୟାମକେଶ ରାୟଙ୍କ ପାଇଁ ପଡ଼ିଛି ମହଙ୍ଗା । ଶ୍ରୀ ମନ୍ଦିର ସମ୍ମୁଖରେ ଗାଡି ଭର୍ତି କରିଥିବାରୁ ବିଧାୟକଙ୍କ ଠାରୁ ୨ ହଜାର ଟଙ୍କା ଜରିମାନା ଆଦାୟ କରାଯାଇଛି । ପୁରୀ ପୋଲିସ ବିଧାୟକଙ୍କ ଠାରୁ ଜରିମାନା ଆଦାୟ କରିଛି।ବିଧାୟକଙ୍କ

ରାଜ୍ୟରୁ ଆଉ ୫୮୨ ନୂଆ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପର ତଳ ହେଉଛି ସଂକ୍ରମଣ ହାର। ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୫୮୨ ନୂଆ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୨୪୫ ଜଣ ରହିଛନ୍ତି ।। ସେହିପରି ଚିହ୍ନଟ ହୋଇଥିବା

ଜାଣନ୍ତୁ ପ୍ରତିଦିନ ଅଣ୍ଡା ଖାଇଲେ କଣ ହୁଏ

ଭୁବନେଶ୍ୱର: ଶରୀର ପାଇଁ ପ୍ରୋଟିନର ସର୍ବୋତ୍ତମ ଉତ୍ସ ହେଉଛି ଅଣ୍ଡା । ଏହା ଏକ ସୁସ୍ଥ ଖାଦ୍ୟ । ଏହାକୁ ଆପଣ ସିଝାଇ ବା ପୋଚ କରି ଖାଇପାରିବେ । ଦିନକରେ ଦୁଇଟି ଅଣ୍ଡା ସେବନ କରିବା ଦ୍ୱାରା ଲାଲ ରକ୍ତ କଣିକା ସଂଖ୍ୟାରେ ଉନ୍ନତି ହୋଇପାରେ ଏବଂ ଏହା ଓଜନ ହ୍ରାସ କରିବାରେ ସହାୟକ ହୋଇଥାଏ ।

ଓଟିଡିସି ପକ୍ଷରୁ ‘ଆମ ଘର, ଆମ ହାଣ୍ଡିଶାଳ’-୨ ଲୋକାର୍ପିତ

ଭୁବନେଶ୍ବର: ‘ଆମ ଘର, ଆମ ହାଣ୍ଡିଶାଳ’ ଦ୍ୱିତୀୟ ସଂସ୍କରଣ ଲୋକାର୍ପିତ ହୋଇଛି । ଓଡିଶା ପର୍ଯ୍ୟଟନ ବିଭାଗ ସହଯୋଗରେ ଓଡିଶା ପର୍ଯ୍ୟଟନ ଉନ୍ନୟନ ନିଗମ-ଓଟିଡିସି ପକ୍ଷରୁ ପାରମ୍ପରିକ ଶୁଦ୍ଧ ଓଡିଆ ଖାଦ୍ୟ ପ୍ରତିଯୋଗିତା- ଆମ ଘର, ଆମ ହାଣ୍ଡିଶାଳର ଦ୍ୱିତୀୟ ସଂସ୍କରଣକୁ ଓଟିଡିସି ଅଧ୍ୟକ୍ଷା

ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆସୁଛି ପୂଜା । ତେବେ ପୂଜାରେ ଗାଇଡଲାଇନ ପୂଜା କରିବା ଲାଗି ସରକାର ଘୋଷଣା କରିଛନ୍ତି । ସେପଟେ କିନ୍ତୁ ଲଘୁଚାପ ଆସୁଥିବାରୁ ପୂଜାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସୁଛି ଆଉ ଏକ ଲଘୁଚାପ। ଚଳିତବର୍ଷ ପାର୍ବଣ ଫିକା ପଡ଼ିବ ଯାହା ଜଣାପଡୁଛି। ଅକ୍ଟୋବର ତୃତୀୟ ସପ୍ତାହରେ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ