ଇଡି ସ୍କାନରରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅ
ଭୁବନେଶ୍ୱର: ଗତକାଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହୋଇଥିଲେ ଆଇଏଫଏସ ଅଭୟକାନ୍ତ ପାଠକ । ଆଉ ଆଜି ତାଙ୍କ ଭାବି ବୋହୂ ଅଥବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଝିଅକୁ ନୋଟିସ କରିଛି ଇଡି । ଗତକାଲି ଆଇଏଏଫଏସ ଅଭୟକାନ୍ତ ପାଠକଙ୍କୁ ୮ କୋଟି ଟଙ୍କାର କାରବାର ନେଇ ଇଡି ଜେରା!-->…
