Odia News Portal
Browsing Tag

odisha

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଦୋଳି ଖେଳୁଛି କରୋନା ସଂକ୍ରମଣ । କେତେବେଳେ ୫ଶହ ଉପରେ ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି ତ ଆଉ କେତେବେଳେ ୫ଶହ ତଳେ ରହୁଛି । ତେବେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୦୭ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସର ୭୪ ନୂଆ ରୋଗୀ ଚିହ୍ନଟ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଉପର ତଳକୁ ହେଉଛି ସଂକ୍ରମଣ ଗ୍ରାଫ୍। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଛି । ଅନ୍ୟପଟେ ମୃତ୍ୟୁ ସଂଖ୍ୟାରେ ଲାଗିଛି ବ୍ରେକ୍। ତେବେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୫୨୮ ଆକ୍ଟିଭ୍ କେସ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮

ଆଜି ରାଜ୍ୟରେ ୫ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ତଳ ଉପର ହେଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ତେବେ ପ୍ରତିଦିନ ଗଢ଼ୁଛି ମୁଣ୍ଡ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୫ ଜୀବନ ନେଇଛି ମହାମାରୀ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ

ଓଡ଼ିଆ ବାୟୁସେନା ଅଧିକାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ

ଭୁବନେଶ୍ବର: ଓଡ଼ିଆ ବାୟୁସେନା ଅଧିକାରୀ ଦିଲ୍ଲୀପ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ବ। ଇଷ୍ଟର୍ଣ୍ଣ ଏୟାର କମାଣ୍ଡର ଏୟାର ଅଫିସର କମାଣ୍ଡିଂ ଇନ ଚିଫ ନିଯୁକ୍ତ। ପ୍ରଥମ ଓଡ଼ିଆ ଭାବେ ଏହି ଦାୟିତ୍ବ ପାଇଲେ ଏୟାର ମାର୍ଶାଲ ଦିଲ୍ଲୀପ। ଆସନ୍ତାକାଲି ଦାୟିତ୍ବ ଗ୍ରହଣ କରିବେ ଏୟାର ମାର୍ଶାଲ ଦିଲ୍ଲୀପ।

ପୁଣିଥରେ ପ୍ରଦୀପ ମାଝୀଙ୍କ ଉପରେ ବର୍ଷିଲେ ସୁର

ଭୁବନେଶ୍ୱର: କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାୟ ପୁଣିଥରେ ପ୍ରଦୀପ ମାଝୀଙ୍କୁ ଝାଡିଛନ୍ତି । ପିପିଲିରେ କଂଗ୍ରେସର ଭୋଟ ମାଇନସ ଲାଗି ପ୍ରଦୀପ ଦାୟୀ । ସେ ବିଜେଡିରେ ସାମିଲ ହେବା ଖବର ପ୍ରଚାର ହେଉଥିବା କାରଣରୁ କଂଗ୍ରେସ ଭୋଟ ବିଜେଡିକୁ ଯାଇଛି । ଯଦି ସେ ଦଳ ଛାଡିବେ ଶ୍ରୀଘ୍ର

ପିପିଲିରେ ବିଜେଡି ଭୋଟର ପିଛା କେତେ ଟଙ୍କା ବାଣ୍ଟିଲେ, ସୁର ଦେଲେ ହିସାବ, ଦେଖନ୍ତୁ ପୁରା ଭିଡିଓ

ଭୁବନେଶ୍ୱର: ନିକଟରେ ସରିଛି ପିପିଲି ଉପନିର୍ବାଚନ । ଆସନ୍ତାକାଲି ପ୍ରକାଶ ପାଇବାକୁ ଯାଉଛି ଫଳାଫଳ । ତେବେ ଏହା ପୂର୍ବରୁ ରାଜ୍ୟ ରାଜନୀତିର ଚର୍ଚ୍ଚିତ ଚେହେରା ତଥା କଂଗ୍ରେସର ବରିଷ୍ଠ ନେତା ସୁର ରାଉତରାତ ବିଜେଡି ଉପରେ ବର୍ଷିଛନ୍ତି । ସେ କହିଛନ୍ତି କି, ପିପିଲିରେ ବିଜେଡି ପ୍ରବଳ ଟଙ୍କା

ରାଜ୍ୟରେ ପୁଣି ୭ ମୁଣ୍ଡ ନେଲା ମହାମାରୀ

ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ସଂକ୍ରମଣ । ତଥାପି ପ୍ରତିଦିନ ଗଢ଼ୁଛି ମୁଣ୍ଡ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରୁ ୨ ଜଣ ଆକ୍ରାନ୍ତଙ୍କର ପ୍ରାଣହାନି ଘଟିଥିବାବେଳେ ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା ଜିଲାରେ ଜଣେ

ଜାଣନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନାର ସ୍ଥିତି

ଭୁବନେଶ୍ୱର: ରାଜ୍ୟରେ ତଳ ଉପର ହେଉଛି କରୋନା ସଂକ୍ରମଣ । କେତେବେଳେ ୫ଶହ ଉପରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା ତ ଆଉ କେତେବେଳେ ତଳକୁ ଖସୁଛି ।ଏହାରି ଭିତରେ ଶୁକ୍ରବାର ସଂଧ୍ୟାସୁଦ୍ଧା ମୋଟ ୪୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୮୧ ଓ ସ୍ଥାନୀୟ

ବାପୁଙ୍କ ପାଇଁ ଦିନଟିଏ

ଭୁବନେଶ୍ୱର: ସେ ହେଉଛନ୍ତି ଜାତିର ପିତା । ତାଙ୍କର ନୀତି ଆଦର୍ଶରେ ସଭିଏଁ ଅନୁପ୍ରାଣିତ । ସେ ଥିଲେ ହିଂସାଠାରୁ ବହୁ ଦୂରରେ ଆଉ ଅନ୍ୟକୁ ଆଦରିବାର ତରିକା ଶିଖୁଥିଲେ ତାଙ୍କଠାରୁ ସଭିଏଁ । ତେବେ ସମସ୍ତଙ୍କ ପ୍ରିୟ ବାପୁବା ଭାରତ ସ୍ୱାଧିନ ହେବାର ମୁଖ୍ୟ ପୁରୋଧା ମହାତ୍ମା ଗାନ୍ଧୀଙ୍କଆଜି

ପାର୍ବଣକୁ ଦୃଷ୍ଟିରେ ରଖି ଏମିତି କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ପାର୍ବଣ ବେଳେ ଭିଡ ହେଲେ ସଂକ୍ରମଣର ଆଶଙ୍କା ରହିଛି। ଖୋର୍ଦ୍ଧା ଜିଲ୍ଲାରେ ସଂକ୍ରମଣ ହ୍ରାସ ହେଉଥିଲେ ମଧ୍ୟ ଭୟ ଯାଇନାହିଁ। ଅଧିକ ସମୟ ବାହାରେ ଏକାଠି ହେଲେ ସଂକ୍ରମଣ ବଢିବା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାର୍ବଣରେ ଘରୁ ବାହାରିବା ଉଚିତ ନୁହେଁ ବୋଲି ସ୍ୱାସ୍ଥ୍ୟ