Odia News Portal
Browsing Tag

odisha

ଝାଡ଼ଖଣ୍ଡ ଶିକ୍ଷାମନ୍ତ୍ରୀଙ୍କୁ ଚିଠି ଲେଖିଲେ ସମୀର ଦାସ

ଭୁବନେଶ୍ୱର: ଝାଡ଼ଖଣ୍ଡ ଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ। ପ୍ରାଥମିକ ଶିକ୍ଷା ତାଲିମ ବିଷୟ ବସ୍ତୁରେ ଓଡ଼ିଆ ଭାଷା ରଖିବାକୁ ଚିଠି ଲେଖିଛନ୍ତି ମନ୍ତ୍ରୀ ସମୀର ଦାସ। ପ୍ରାଥମିକ ଶିକ୍ଷକ ତାଲିମ ବିଷୟ ବସ୍ତୁରୁ ଓଡ଼ିଆ ଭାଷାକୁ ବାଦ ଦିଆଯାଇଛି । ପୁର୍ନବାର

ଅକ୍ଟୋବର ୪ରୁ ମିଳିବ ମାଟ୍ରିକ ସାର୍ଟିଫିକେଟ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଆସନ୍ତା ଅକ୍ଟୋବର ୪ ତାରିଖଠାରୁ ଚଳିତବର୍ଷ ମାଟ୍ରିକ ପାସ କରିଥିବା ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟ ପ୍ରଦାନ କରାଯିବ । ରାଜ୍ୟରେ ବୋର୍ଡ ପକ୍ଷରୁ ୩୦ଟି କେନ୍ଦ୍ର ନିର୍ଦ୍ଧାରଣ କରାଯାଇଛି। ସମସ୍ତ ସ୍କୁଲଗୁଡିକର ମୁଖ୍ୟମାନେ ଆବଶ୍ୟକୀୟ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ତଳ ଉପର ହେଉଛି କରୋନା ସଂକ୍ରମଣ ହାର । କିଛିଦିନ ହେବ ୫୦୦ ଉପରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଥିବାବେଳେ ଆଜି କିନ୍ତୁ ୫ଶହ ତଳେ ରହିଛି ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪୭୭ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏଥିସହିତ ୪ ଜଣ

ସୈନିକ ସ୍କୁଲ ପ୍ରବେଶିକା ପରୀକ୍ଷା, ଅନଲାଇନ ଆବେଦନ ଆରମ୍ଭ

ଅଖିଳ ଭାରତୀୟ ସୈନିକ ସ୍କୁଲ ପରୀକ୍ଷା ୨୦୨୨ ପାଇଁ ୨୭ ସେପ୍ଟେମ୍ବରରୁ ଅନଲାଇନ ଆବେଦନ ଆରମ୍ଭ ହୋଇଛି । ସୈନିକ ସ୍କୁଲ ଭୁବନେଶ୍ୱରରେ ଷଷ୍ଠ ଶ୍ରେଣୀ ପାଇଁ ଉଭୟ ବାଳକ ଓ ବାଳିକା ମାନଙ୍କ ଆଡମିଶନ ହେବ । ଆବେଦନ କରିବାର ଶେଷ ତାରିଖ ୨୬ ଅକ୍ଟୋବର ରହିଛି । ପ୍ରବେଶିକା ପରୀକ୍ଷା ୯ ଜାନୁଆରୀ

ବଙ୍ଗଳା ଥାନା ବିଷ୍ପୋରଣ ଘଟଣାରେ ଏସ୍ଆଇ ନିଲମ୍ବିତ

ପୁରୀ ଜିଲ୍ଲା ବଳଙ୍ଗା ଥାନାର ମାଲଖାନା ବିସ୍ଫୋରଣ ଘଟଣାରେ ବଳଙ୍ଗା ଥାନା ଏସ୍ଆଇ ତଅପୋଇ ନାୟକଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗ ପୁରୀ ଏସ୍‌ପି କନୱର ବିଶାଲ ସିଂ ତାଙ୍କୁ ନିଲମ୍ବନ କରିଥିବା ଜଣାଯାଇଛି। ବଳଙ୍ଗା ଥାନା ମାଲଖାନାରେ ଦାୟିତ୍ୱରେ ଏସ୍ଆ‌ଇ ତଅପୋଇ ନାୟକ ଥିଲେ।

ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ

ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଏହି ଲଘୁଚାପ ଫଳରେ ଆସନ୍ତା ୨୪ ଘଣ୍ଟାରେ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ବିଗବସ-୧୫ରେ ନଜର ଆସିବେ ରିୟା ଚକ୍ରବର୍ତ୍ତୀ

ବଲିଉଡ ଅଭିନେତ୍ରୀ ରିୟା ଚକବର୍ତ୍ତୀ ୨୦୨୦ରେ ଚର୍ଚ୍ଚାରେ ରହିଥିଲେ । ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍‌କ ମୃତ୍ୟୁ ପରେ ତାଙ୍କ ନାଁ ବିବାଦ ଘେରକୁ ଆସିଯାଇଥିଲା । ଏବେ ପୁଣି ଥରେ ରିୟାଙ୍କୁ ନେଇ ଚର୍ଚ୍ଚା ଜୋର ଧରିଛି । ଶୁଣିବାକୁ ମିଳୁଛି ଯେ ରିୟା କୁଆଡେ ବିଗ୍ ବସ୍ ୧୫ରେ ଭାଗ ନେବେ

ଡିଆରଡିଓ ମାମଲାରେ ଇଣ୍ଟରପୋଲର ସହାୟତା ନେବ କ୍ରାଇମବ୍ରାଞ୍ଚ

ଚାନ୍ଦିପୁର ଡିଆରଡିଓ ତଥ୍ୟ ଲିକ୍ ଘଟଣାରେ ୫ ଜମହ୍‌କୁ ଗିରଫ କରାଯାଇଥିବା ବେଳେ ଏବେ ବି ଖୋଳତାଢ ଜାରି ରହିଛି । ଏହି ମାମଲାରେ ରହସ୍ୟମୟୀଙ୍କ ଠିକଣା ଠାବ ପାଇଁ ଇଣ୍ଟରପୋଲର ସହାୟତା ନେବ କ୍ରାଇମବ୍ରାଞ୍ଚ । ବ୍ରିଟେନ ନମ୍ବରରେ କଥା ହେଉଥିବାରୁ ଇଣ୍ଟରପୋଲର ସହାୟତା ନିଆଯିବ । ବ୍ୟାଙ୍କ

ଭାରତୀୟ ମିଡିଆକୁ ପ୍ରଶଂସା କରିଥିଲେ ଜୋ ବାଇଡେନ

ନିକଟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ହ୍ୱାଇଟ ହାଉସରେ ଦେଖାସାକ୍ଷାତ କରିଥିଲେ । ଜୋ ବାଇଡେନ ଏହି ସମୟରେ ଭାରତୀୟ ଗଣମାଧ୍ୟମକୁ ବହୁ ପ୍ରଶଂସା କରିଥିଲେ ଏବଂ ଆମେରିକାର ରିପୋର୍ଟସଙ୍କ ଆଲୋଚନା କରି କହିଥିଲେ ଯେ, ଅନେକ ସମୟରେ ବିଦେଶୀ

ଆଜି ଠାରୁ ଆରମ୍ଭ ହେଉଛି ମା’ବିମଳାଙ୍କ ଷୋଳପୂଜା

ଆଜିଠରୁ ଆରମ୍ଭ ହେଉଛି ଷୋଳପୂଜା । ଏହି ଅବସରରେ ଶ୍ରୀମନ୍ଦିରର ଅଧିଷ୍ଠାତ୍ରୀ ଦେବୀ ମା’ ବିମଳାଙ୍କ ପୀଠରେ ଷୋଡଶ ଦିନାତ୍ମକ ପୂଜା ଆରମ୍ଭ ହେବ । ଏଥିପାଇଁ ଗଜପତିଙ୍କ ଶ୍ରୀନଅରରେ ଶ୍ରୋତୀୟ ବ୍ରାହ୍ମଣଙ୍କୁ ବରଣ କରାଯାଉଛି । ରାଜଗୁରୁ ପୁରୋହିତଙ୍କୁ ଗଜପତି ମହାରାଜଙ୍କ ଶ୍ରୀହସ୍ତ ଛୁଆଁ ଗୁଆ