ଜାଣନ୍ତୁ ଆଜି ରାଜ୍ୟରେ କଣ ରହିଛି କରୋନାର ସ୍ଥିତି
ଭୁବନେଶ୍ୱର: ରାଜ୍ୟରେ ତଳ ଉପର ହେଉଛି କରୋନା ସଂକ୍ରମଣ । କେତେବେଳେ ୫ଶହ ଉପରେ ରହୁଛି ଆକ୍ରାନ୍ତଙ୍କ ସଂଖ୍ୟା ତ ଆଉ କେତେବେଳେ ତଳକୁ ଖସୁଛି ।ଏହାରି ଭିତରେ ଶୁକ୍ରବାର ସଂଧ୍ୟାସୁଦ୍ଧା ମୋଟ ୪୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଂଗରୋଧରୁ ୨୮୧ ଓ ସ୍ଥାନୀୟ!-->…
