Odia News Portal
Browsing Tag

odisha

ରାଜ୍ୟରେ ପୁଣି ୫ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ କରୋନା କୋପ ଜାରି ରହିଛି । ପୂର୍ବପେକ୍ଷା ଏବେ ମୃତ୍ୟୁ ସଂଖ୍ୟାରେ ହ୍ରାସ ପାଉଛି । ଯାହାଫଳରେ ଦୈନିକ ମୃତ୍ୟୁସଂଖ୍ୟା ସିଧାସଳଖ ୧୦ ତଳକୁ ଖସିଛି । ସେହିଅନୁଯାୟୀ ଗୋଟେଦିନରେ ରାଜ୍ୟରୁ କରୋନାରେ ୫ ଜଣଙ୍କ ଜୀବନ ଯାଇଛି । ଏହାପରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା

ଆଜି ରାଜ୍ୟରେ ୪୪୪ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ଆଜି ପୁଣି ୫ଶହ ତଳକୁ ଖସିଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ଆଉ ୪୪୪ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସ୍ଥାନୀୟ ୧୮୬, ସଙ୍ଗରୋଧରୁ ୨୫୮ ଓ ଶୂନ୍ୟରୁ ୧୮ ବର୍ଷ ମଧ୍ୟରେ ୫୯ ଜଣ। ୨୩ ଜିଲା ଓ ଷ୍ଟେଟ ପୁଲରୁ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୁଳରୁ ୮,

ଜାଣନ୍ତୁ ଭଦ୍ରକରେ କେମିତି ରହିଛି ଭାରତ ବନ୍ଦର ପ୍ରଭାବ

ଭଦ୍ରକ: କୃଷି ଆଇନ ଓ ବିଦ୍ୟୁତ ଆଇନ ପ୍ରତ୍ୟାହାର ଦାବିରେ ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆଜି ୧୦ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି । ଏହ କ୍ରମରେ ଭଦ୍ରକରେ ବିଭିନ୍ନ କୃଷକ ସଂଗଠନ ପକ୍ଷରୁ ବନ୍ଦ ପାଳନ କରାଯାଉଛି । ଯାହାର ପ୍ରଭାବ ଜିଲ୍ଲାରେ ପରିଲକ୍ଷିତ ହୋଇଛି । ଜିଲ୍ଲାର

ବାତ୍ୟା ‘ଗୁଲାବ’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ଵର : ବାତ୍ୟା ଗୁଲାବର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ମଧ୍ୟରାତ୍ର ପର୍ୟ୍ୟନ୍ତ ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରୀ ରହିବ । ଏହାର ବିଶେଷ ପ୍ରଭାବ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପଡିବ ବୋଲି ଆଇଏମ୍ଡି ପକ୍ଷରୁ ସୂଚନା ଦେଇଛନ୍ତି। ସନ୍ଧ୍ୟା ୬ଟାରୁ ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ

ବାତ୍ୟା ପରିସ୍ଥିତି ନେଇ ଏମିତି କହିଲେ ଏସଆରସି

ଭୁବନେଶ୍ୱର: ଆସୁଛି ବାତ୍ୟା ‘ଗୁଲାବ’ । ଆଜି ରାତିରେ କରିବ ଲ୍ୟାଣ୍ଡଫଲ । ଜିରୋ କାଜୁଆଲିଟି ଲାଗି ରାଜ୍ୟ ସରକାର ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି । ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି । ଏହାରି ଭିତରେ ବାତ୍ୟା ପରିସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି

ବାତ୍ୟା ପଛେ ପଛେ ଆସୁଛି ଆଉ ଏକ ଲଘୁଚାପ

ଭୁବନେଶ୍ୱର: ଆଜି ରାତିରେ ଲ୍ୟାଣ୍ଡଫଲ କରିବ ସାମୁଦ୍ରିକ ବାତ୍ୟା ‘ଗୁଲାବ’ । ବାତ୍ୟାର ପ୍ରଭାବ କଣ ହେବ । କେତେ କ୍ଷୟକ୍ଷତି ହେବ ତାକୁ ନେଇ ସମସ୍ତଙ୍କ ମୁଣ୍ଡରେ ଏବେ ଚିନ୍ତା । ଯଦିଓ ସରକାର ଏବଂ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ହୋଇଛି ତଥାପି ସମସ୍ତଙ୍କ ମନରେ ରହିଛି ସଙ୍କା । କଣ

ନଜର ପକାନ୍ତୁ ରାଜ୍ୟର କରୋନା ଅପଡେଟ୍ ଉପରେ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୮୫ ନୂଆ କୋଭିଡ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସଂଗରୋଧରୁ ୩୪୨ ଓ ସ୍ଥାନୀୟ ସଂକ୍ରମିତ ୨୪୩ ଜଣ ରହିଛନ୍ତି। ଚିହ୍ନଟ ନୂଆ ସଂକ୍ରମିତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୬ ଜଣ ଶିଶୁ ଓ କିଶୋର ରହିଛନ୍ତି। ରାଜ୍ୟର ଅନୁଗୁଳ

ଜାଣନ୍ତୁ ବାତ୍ୟାକୁ ନେଇ କଣ କହିଲେ ଆଇଏମଡି ଡିଜି

ନୂଆଦିଲ୍ଲୀ: ବାତ୍ୟାକୁ ନେଇ ସବୁଠି ଚର୍ଚ୍ଚା । କଣ ହେବ, କେତେବେଳେ ଲ୍ୟାଣ୍ଡଫଲ କରିବ ଏଭଳି ଅନେକ କଥାକୁ ନେଇ ଆରମ୍ଭ ହୋଇଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଗଭୀର ଅବପାତରେ ପରିଣତ ହେବାପରେ ଆଉ ମାତ୍ର କିଛି ଘଣ୍ଟା ମଧ୍ୟରେ ଏହା ଘନିଭୂତ ହୋଇ ବାତ୍ୟାର ରୂପ

ବାତ୍ୟା ‘ଗୁଲାବ’ ପ୍ରଭାବରେ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଭୁବନେଶ୍ୱର: ଗଭୀର ଅବପାତରେ ପରିଣତ ହେଲା ଲଘୁଚାପ । ଯାହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ବାତ୍ୟାର ରୂପ ନେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ଆଗାମୀ ୩ ଘଣ୍ଟା ମଧ୍ୟରେ ୭ଟି ଜିଲ୍ଲାରେ ବର୍ଷା ଓ ଘଡଘଡି ନେଇ ସତର୍କ ସୂଚନା ଜାରି କରିଛି ପାଣିପାଗ

ବାତ୍ୟା ପରିସ୍ଥିତି ନେଇ ଏମିତି କହିଲେ ଏସଆରସି

ଭୁବନେଶ୍ୱର: ଆସୁଛି ବାତ୍ୟା । ସବୁଠି ଚର୍ଚ୍ଚା । ସମ୍ଭାବ୍ୟ ବାତ୍ୟା ନେଇ ଏସଆରସି ପ୍ରଦୀପ ଜେନା ପ୍ରେସ ମିଟ୍ କରି ସୂଚନା ଦେଇଛନ୍ତି ଯେ, ଆଗାମୀ ୬ ଘଣ୍ଟାରେ ବାତ୍ୟାରେ ପରିଣତ ହେବ ଗଭୀର ଅବପାତ । କାଲି ସଂଧ୍ୟାରେ ଗୋପାଳପୁର-ବିଶାଖାପାଟଣା ମଧ୍ୟରେ ଥିବା କଳିଙ୍ଗପାଟନମରେ ସ୍ଥଳଭାଗ