ଖାଇବା ତେଲ ଦର ଉପରେ ଲାଗିବ ବଡ଼ ରୋକ
ଗତ କିଛି ସପ୍ତାହରୁ ରିଫାଇଣ୍ଡ ଅଏଲର ଦର ବଢ଼ିବାରେ ଲାଗିଛି। ଏମିତିକି ପ୍ରତିଲିଟର ପିଛା ୨୫ ଟଙ୍କା ବଢ଼ିଥିବା ବେଳେ ବାଦାମ ତେଲ ଦର ୨୦ ରୁ ୩୦ ଟଙ୍କା ପ୍ରତି କିଲୋ ଦରରେ ବଢ଼ିବାକୁ ଲାଗିଛି। କୁହାଯାଉଛି ଯେ ଆଗକୁ ମଧ୍ୟ ଏହାର ଦର ଆହୁରି ବଢ଼ିପାରେ। ଲଗାତାର ଭାବେ ଖାଇବା ତେଲ ଦର ବଢ଼ିବା!-->…
