କଇଁଛଙ୍କ ମିଳନ ଆରମ୍ଭ
ଗଞ୍ଜାମ () ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ମୁହାଣରେ ଅଲିଭ ରିଡ୍ଲେ କଇଁଛଙ୍କ ମିଳନ ପର୍ବ ଆରମ୍ଭ ହୋଇଛି। ପୂର୍ବବର୍ଷ ଅପେକ୍ଷା ଚଳିତ ବର୍ଷ ଏହି ପ୍ରକ୍ରିୟା ଶୀଘ୍ର ଆରମ୍ଭ ହୋଇଥିବା ପରିବେଶବିତ୍ମାନେ କହିଛନ୍ତି। ଚଳିତମାସ ଶେଷ ଏବଂ ଡିସେମ୍ବରରେ ଦଳ…
