ଅନୁସୂଚିତ ଜାତି ଓ ଜନଜାତି ସଂସଦୀୟ କମିଟିର ଜାତୀୟ ସମ୍ମିଳନୀର ଉଦ୍ଘାଟନ କଲେ ଲୋକସଭାର ବାଚସ୍ପତି ଓମ୍ ବିର୍ଲା
ଭୁବନେଶ୍ୱରଠାରେ ସଂସଦ ଏବଂ ରାଜ୍ୟ ବିଧାନସଭାର ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ଉପରେ ଗଠିତ ସମିତିର ଅଧ୍ୟକ୍ଷମାନଙ୍କ ଜାତୀୟ ସମ୍ମିଳନୀକୁ ଉଦଘାଟନ କରିଛନ୍ତି ଲୋକସଭାର ବାଚସ୍ପତି ଓମ୍ ବିର୍ଲା। ଅଗଷ୍ଟ ୨୯ ଏବଂ ୩୦ରେ ଏହି ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହେବ। ୧୯୯୪ ପରେ ପ୍ରଥମ ଥର ପାଇଁ…