ଓଡିଶାରେ ପ୍ରଥମ ଓମିକ୍ରନ ଆକ୍ରନ୍ତଙ୍କ ମୃତ୍ୟୁ
ଓଡିଶାରେ ପ୍ରଥମ ଓମିକ୍ରନ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବଲାଙ୍ଗୀରରେ ରାଜ୍ୟର ପ୍ରଥମ ଓମିକ୍ରନ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ରହିଛି । ମୃତକ ଜଣଙ୍କ ଆଗଲପୁର ବ୍ଲକ ଅଞ୍ଚଳର ୪୫ ବର୍ଷୀୟା ମହିଳା । ମହିଳାଙ୍କ ସମ୍ପର୍କରେ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଧୀକାରୀଙ୍କ ତରଫରୁ!-->…
