Odia News Portal
Browsing Tag

omicron in odisha

ଓଡିଶାରେ ଚିହ୍ନଟ ହେଲେ ଆଉ ୫ ଓମିକ୍ରନ ଆକ୍ରାନ୍ତ

ରାଜ୍ୟରେ ଓମିକ୍ରନ ଆତଙ୍କ ବଢି ବଢି ଚାଲିଛି । ଆଜି ଆଉ ପାଞ୍ଚଜଣ ଓମିକ୍ରନ ପଜିଟିଭ୍ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୪ରେ ପହଞ୍ଚିଛି । ଗତ ୨୧ ତାରିଖରେ ରାଜ୍ୟରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଓମିକ୍ରନ ଚିହ୍ନଟ ସଂପର୍କରେ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି ।…

ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରନ୍ତ ଚିହ୍ନଟ

ଓଡିଶାକୁ ଡରାଉଛି ଓମିକ୍ରନ ।ବଢୁଛି ସଂକ୍ରମିତଙ୍କ ସଂଖ୍ୟା । ରାଜ୍ୟରେ ଆଉ ଜଣେ ଓମିକ୍ରନ ଆକ୍ରନ୍ତ ଚିହ୍ନଟ । ମୋଟ ସଂକ୍ରମିତ ୯ କୁ ବୃଦ୍ଧି । ଆକ୍ରାନ୍ତ ଜଣକ ୟୁଏଇରୁ ଫେରିଥିଲେ । ତାଙ୍କ ବୟସ ୩୧ ବର୍ଷ ହେବ ବୋଲି କୁହାଯାଉଛି । ସେ ଦୁବାଇରୁ କୋଲକାତା ଆସିଥିଲେ । ସେଠାରୁ ଟ୍ରେନ ଯୋଗେ…

ଓଡିଶାରେ ଓମିକ୍ରନ ସଂଖ୍ୟା ୮ ରେ ପହଞ୍ଚଲା

ଦିନକୁ ଦିନ ବଢିବାରେ ଲାଗିଛି ଓମିକ୍ରନ ।ରାଜ୍ୟରେ ଆଉ ୪ ଜଣ ଓମିକ୍ରନ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତ ଆକ୍ରାନ୍ତ ବିଦେଶ ଫେରନ୍ତା । ୪ ଜଣଙ୍କ ମଧ୍ୟରୁ ୨ ଜଣ ନାଇଜେରିଆରୁ ଫେରିଥିଲେ । ଆଉ ଦୁଇ ଜଣ ୟୁଏଇ ଫେରନ୍ତା । ସମସ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇଛି । ସେଥିମଧ୍ୟରୁ ନାଇଜେରିଆ…

ଓଡିଶାରେ ଆଉ ୨ ଓମିକ୍ରନ ଆକ୍ରନ୍ତ ଚିହ୍ନଟ

ଓଡିଶାରେ ଆଉ ଦୁଇ ଓମିକ୍ରନ ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି ।ନେଇ ଆଇଏଲଏସ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରିଥିବା ସୂଚନା ରହିଛି । ପୂର୍ବରୁ ଆଉ ୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାକୁ ମିଶାଇ ଓଡିଶାରେ ବର୍ତ୍ତମାନ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି ।…

ଓଡିଶାରେ ଓମିକ୍ରନ ଆକ୍ରାନ୍ତ

ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଓମିକ୍ରନ ଆକ୍ରାନ୍ତ । ଦୁଇଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଭୁବନେଶ୍ୱର ସ୍ଥିତ ଆଇଏଲଏସ ପକ୍ଷରୁ ସୂଚନା ଦିଆଯାଇଛି । ଦୁଇ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ନାଇଜେରିଆ ଓ ଆଉ ଜଣେ କାତାରରୁ ଓଡିଶା ଫେରିଥିଲେ ।