Odia News Portal
Browsing Tag

omicron

ଓମିକ୍ରନ ପରେ ବ୍ରିଟେନରେ ଚିନ୍ତା ବଢ଼ାଇଲା ଆଉ ଏକ ନୂଆ ଭାଇରସ

ବ୍ରିଟେନରେ ଓମିକ୍ରନ ସଂକ୍ରମଣ କମୁଥିବା ବେଳେ ଚିନ୍ତା ବଢ଼ାଇଲା ଆଉ ଏକ ନୂଆ ଭାଇରସ । ମାରାତ୍ମକ ଲାସା ଜ୍ୱରକୁ ନେଇ ଉଦ୍ବେଗ । ବ୍ରିଟେନରେ ଭୂତାଣୁ ଜନିତ ଲାସା ଜ୍ୱରରେ ୩ ଜଣ ସଂକ୍ରମିତ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ଘଟିଛି । ପଶ୍ଚିମ ୟୁରୋପୀୟ ରାଷ୍ଟ୍ରରୁ ଆସୁଥିବା ଯାତ୍ରୀଙ୍କ ଦ୍ୱାରା…

ଓଡିଶାରେ ଓମିକ୍ରନ ଗୋଷ୍ଠୀ ସଂକ୍ରମଣ ମୁହାଁ

ଓଡିଶା ଓମିକ୍ରନ ଗୋଷ୍ଠୀ ସଂକ୍ରମଣ ମୁହାଁ । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏହା କହିଛନ୍ତି । ଗୋଷ୍ଠୀ ସଂକ୍ରମଣର ଅର୍ଥ ସ୍ଥାନୀୟ ଅଂଚଳରେ ଓମିକ୍ରମ ସଂଖ୍ୟାରେ ବୃଦ୍ଧି । ରାଜ୍ୟରେ କେତେ ପ୍ରତିଶତ ସଂକ୍ରମଣ ହେଲାଣି, ତାହା ଜାଣିବା ପାଇଁ ଆମକୁ ଅପେକ୍ଷା କରିବାକୁ ପଡିବ । କିଛି…

କରୋନାର ଶେଷ ନୁହେଁ ଓମିକ୍ରନ ଆଗକୁ ଆହୁରି ଆସିପାରେ: ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ

ସାରା ବିଶ୍ୱରେ ବଢ଼ୁଥିବା ଓମିକ୍ରନ ମାମଲାକୁ ଲକ୍ଷ୍ୟ କରି ଟିକାକରଣକୁ ଜୋରଦାର କରିବା ଏବଂ ମାସ୍କ ପିନ୍ଧିବାକୁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ପରାମର୍ଶ ଦିଆଯାଇଛି । ଏଥିସହିତ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ବୈଷୟିକ ବିଭାଗ ମୁଖ୍ୟ ମାରିଆ ଭ୍ୟାନ୍ କ୍ରେକୋଭେ କହିଛନ୍ତି ଯେ, ଓମିକ୍ରନ…

ଚିନ୍ତା ବଢାଉଛି ଓମିକ୍ରନର ସବ୍ ଭାରିଆଣ୍ଟ

ଦେଶରେ ଚିନ୍ତା ବଢାଇଲା ଓମିକ୍ରନର ସବ୍‌ -ଭାରିଆଣ୍ଟ BA. ୨ । ଭାରତରେ ବର୍ତ୍ତମାନ ସୁଦ୍ଧା ଏହି ଭାରିଆଣ୍ଟ ଜରିଆରେ ୫୩୦ ଲୋକ ସଂକ୍ରମିତ ହୋଇଥିବା ସୂଚନା ମିଳିଛି । କେବଳ ଭାରତ ନୁହେଁ ବିଶ୍ବର ୪୦ ଦେଶରେ BA.୨ ମାତିଲାଣି । ପ୍ରଥମେ ଗତ ଡିସେମ୍ବର ୬ରେ ଏହି ଭାରିଆଣ୍ଟର ସଂକ୍ରମଣ ସୂଚନା…

ତୃତୀୟ ଲହରୀରେ ଓଡିଶାରେ ୯୫ ପ୍ରତିଶତଙ୍କ ଠାରେ ସାମାନ୍ୟ ଲକ୍ଷଣ ଦେଖାଯାଉଛି

ଓମିକ୍ରନର ସଂକ୍ରମଣ ବଢି ବଢି ଯାଉଛି। କିନ୍ତୁ ଏହାର ପ୍ରଭାବ କମ୍ ରହିଛି । ପ୍ରଥମ ଓ ଦ୍ୱିତୀୟ ଲହରରେ ମୋଟ ୧୫ ପ୍ରତିଶତ ପିଲା କୋରୋନା ସଂକ୍ରମିତ ହୋଇଛନ୍ତି । ଏବେ ରାଜ୍ୟରେ ୧୦ରୁ ୨୦ ପ୍ରତିଶତ ପିଲା ସଂକ୍ରମିତ ହେଉଛନ୍ତି ବୋଲି ରାଜ୍ୟ ସରକାରଙ୍କ କୋରୋନା ପ୍ରେସମିଟରେ ସୂଚନା ଦେଇଛନ୍ତି…

ଜାଣନ୍ତୁ ଓମିକ୍ରନର ପ୍ରାଥମିକ ଲକ୍ଷଣ

ଦେଶରେ କରୋନା ଭାଇରସ ଯୋଗୁ ଆତଙ୍କ ବଢି ବଢି ଲାଗିଛି । ପ୍ରତିଦିନ କରୋନାର ନୂଆ ମାମଲା ଦେଖିବାକୁ ମିଳୁଛି । କରୋନାର ନୂଆ ଭାରିଏଣ୍ଟ ଓମିକ୍ରନ ସଂକ୍ରମଣ ମଧ୍ୟ ଦେଶରେ ଦ୍ରୁତ ଗତିରେ ବଢ଼ିଚାଲିଛି । ତେବେ ଆପଣ ଓମିକ୍ରନ ସଂକ୍ରମଣରେ ଅଛନ୍ତି କି ନାହିଁ ଜାଣି ପାରିବେ ଏହି ଲକ୍ଷଣରୁ କରୋନା…

ଭୟଙ୍କର ନୁହେଁ ଓମିକ୍ରନ,ଡାକ୍ତର କହିଲେ ଏହାର ଲକ୍ଷଣ

ବଢୁଥିବା ସଂକ୍ରମଣକୁ ନଜରରେ ରଖି ସରକାରଙ୍କ ତରଫରୁ ଆରମ୍ଭ ହୋଇଛି ଜନସଚେତନତା କାର୍ୟ୍ୟକ୍ରମ । ଆଲୋଚନା ମାଧ୍ୟମରେ ଲୋକଙ୍କୁ ସଚେତନ କରିଛନ୍ତି ବରିଷ୍ଠ ଡାକ୍ତର ଅମରେନ୍ଦ୍ର ମହାନ୍ତି ଓ ଜୟନ୍ତ ପଣ୍ଡା । ରାଜ୍ୟରେ ତୃତୀୟ ପର୍ୟ୍ୟାୟ ଆରମ୍ଭ ହୋଇସାରିଛି । ଓମିକ୍ରନ ଭାବେ ଆରମ୍ଭ କରିଛି ।…

ରାଜ୍ୟରୁ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଓଡିଶାରେ ପୁଣି ବୃଦ୍ଧି ପାଇଲା ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । ଓଡିଶାରୁ ଆଉ ୩୨ ଓମିକ୍ରନ୍ ପଜିଟିଭ୍ ଚିହ୍ନଟ ହେବା ସହ ରାଜ୍ୟରେ ମୋଟ ଓମିକ୍ରନ୍ ସଂକ୍ରମିତଙ୍କ ସଂଖ୍ୟା ୨୦୨କୁ ବୃଦ୍ଧି ପାଇଛି । ଏନେଇ ଆଇଏଲଏସ ପକ୍ଷରୁ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦିଆଯାଇଛି ।

ଦିଲ୍ଲୀରେ ଓମିକ୍ରନର ଗୋଷ୍ଠୀ ସଂକ୍ରମଣ

ଦିଲ୍ଲୀରେ ଓମିକ୍ରନର ଆରମ୍ଭ ହୋଇଯାଇଛି ବୋଲି ସୂଚନା ମିଳିଛି । ଗୋଷ୍ଠୀ ସଙ୍କ୍ରମଣକୁ ନେଇ ମିଳିଲା କ୍ଲିନିକାଲ ପ୍ରମାଣ । ଦିଲ୍ଲୀ ଆଇଏଲବିଏସ କ୍ଲିନିକାଲ ଭାଇରୋଲୋଜି ବିଭାଗର ସୂଚନା ।

ରାଜ୍ୟରେ ଆଉ ୬୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଆତଙ୍କ ବଢାଉଛି ଓମିକ୍ରନ । ରାଜ୍ୟରେ ବଢୁଛି ଓମିକ୍ରନ୍ କେସ୍ । ଆଉ ୬୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ କେହି ବିଦେଶ ଫେରନ୍ତା ନାହାନ୍ତି । ଜିନ୍ମ ସିକ୍ୱେଏନ୍ସିଂ ପରେ ଓମିକ୍ରନ ଚିହ୍ନଟ ନେଇ ଆଇଏଲଏସ ପକ୍ଷରୁ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗକୁ ଅବଗତ କରାଯାଇଛି।…