Odia News Portal
Browsing Tag

orissa-high-court-grants-bail-to-sarathi-baba

ଜେଲରୁ ସାରଥିଙ୍କୁ ବେଲ

କଟକ()  ସାରଥି ବାବା ଓରଫ ସନ୍ତୋଷ ରାଉଳଙ୍କୁ ଆଜି ଗୋଟିଏ ମାମଲାରେ ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ତାଙ୍କ ବିରୋଧରେ ସମୁଦାୟ ୩ଟି ମାମଲା ଥିଲା। ଏହି ୩ଟି ମାମଲା ମଧ୍ୟରୁ ଇତିମଧ୍ୟରେ ସେ ଦୁଇଟି ମାମଲାରେ ଜାମିନ ପାଇସାରିଥିଲେ। ଏବେ ଶେଷ ମାମଲାରେ ମଧ୍ୟ ଜାମିନ ମିଳିବା…