ଶୋଏବ ମଲ୍ଲିକଙ୍କ କାର୍ ଦୁର୍ଘଟଣାଗ୍ରସ୍ତ
ଲାହୋର: ଟେନିସ୍ ତାରକା ସାନିଆ ମିର୍ଜାଙ୍କ ସ୍ୱାମୀ ଶୋଏବ ମଲ୍ଲିକଙ୍କ କାର୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ରବିବାର ସନ୍ଧ୍ୟାରେ ଲାହୋରରେ ସୋଏବଙ୍କ ସ୍ପୋର୍ଟସ୍ କାର୍ ରାସ୍ତାରେ ଛିଡା ହୋଇଥିବା ଏକ ଟ୍ରକ୍କୁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଛି। ତେବେ ଦୁର୍ଘଟଣା ଏତେ ଭୟଙ୍କର ଥିଲା!-->…