Odia News Portal
Browsing Tag

PANCHAYAT ELECTION

ପଞ୍ଚାୟତ ଫଳାଫଳ ଟ୍ରେଣ୍ଡରେ ବିଜେଡି

ରାଜ୍ୟରେ ଆଜିଠାରୁ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି । ବର୍ତ୍ତମାନ ସୁଦ୍ଧା ମିଳିଥିବା ଟ୍ରେଣ୍ଡ ଅନୁସାରେ ସମସ୍ତ ରାଜନୈତିକ ଦଳଠାରୁ ଆଗରେ ରହିଛି ବିଜୁ ଜନତା ଦଳ । ଆଜି ୩୧୫ ଜୋନରେ ଭୋଟ ଗଣତି ହେଉଛି । ତେବେ ଦିନ ୧୧ଟା ସୁଦ୍ଧା ୨୪୬ ଜିଲ୍ଲା ପରିଷଦ ଜୋନର…

ଆଜି ୪୫ଟି ବୁଥରେ ଚାଲିଛି ମତଦାନ

ଆଜି ରାଜ୍ୟରେ ବିଭିନ୍ନ ବୁଥରେ ହେଉଛି ସାନି ମତଦାନ । ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ ଯୋଗୁଁ ପ୍ରଥମ ଓ ଦ୍ୱିତୀୟ ପର୍ୟ୍ୟାୟରେ ସ୍ଥଗିତ ୪୫ଟି ବୁଥରେ ଆଜି ହେଉଛି ସାନି ମତଦାନ । ଯାଜପୁର, ଢ଼େଙ୍କାନାଳ, ପୁରୀ, ଭଦ୍ରକ, ବୌଦ୍ଧ, ବଲାଙ୍ଗିର, ଜଗତସିଂହପୁର, କେନ୍ଦୁଝର, ମୟୁରଭଞ୍ଜର ୪୫ଟି ବୁଥରେ…

ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର

ରାଜ୍ୟରେ ଜାରି ରହିଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ । ତିନୋଟି ପର୍ଯ୍ୟାୟରେ ପଞ୍ଚାୟତ ନିର୍ବାଚନ ସରିଥିବାବେଳେ ଆଜି ଜାରି ରହିଛି ପଞ୍ଚମ ପର୍ଯ୍ୟାୟ ନିର୍ବାଚନ । ସେପଟେ ଆଉ ଦିନକ ପରେ ରାଜ୍ୟରେ ପଞ୍ଚମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ୨୪ ତାରିଖରେ ପଞ୍ଚମ ପର୍ଯ୍ୟାୟରେ ନେତା ବାଛିବ…

ରାଜ୍ୟରେ ଦ୍ୱୀତୀୟ ପର୍ଯ୍ୟାୟ ଭୋଟ୍ ଶେଷ : ୭୧% ମତଦାନ,ଶୃଙ୍ଖଳାର ସହ ଭୋଟ ଗ୍ରହଣ

ରାଜ୍ୟରେ ମୋଟ ୭୧% ହୋଇଛି ମତଦାନ । ଏହି ପର୍ଯ୍ୟାୟରେ ମୋଟ ୨ ଲକ୍ଷ ୧୦ ହଜାରରୁ ଅଧିକ ଭୋଟର ରହିଥିଲେ । ରାଜ୍ୟରେ ପଞ୍ଚାୟତି ରାଜ ଅନୁଷ୍ଠାନ ଗୁଡିକର ସାଧାରଣ ନିର୍ବାଚନର ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ମୋଟ ୬୮ଟି ବ୍ଲକର ୧୫୧୪ ଟି ଗ୍ରାମ ପଞ୍ଚାୟତରେ ୧୮୬ ଜିଲ୍ଲା ପରିଷଦ ସଭ୍ୟ ପାଇଁ…

ପାଟକୁରାରେ ନିର୍ବାଚନୀ ହିଂସା ଭୋଟରକୁ ହତ୍ୟା ଧମକ

କେନ୍ଦ୍ରାପଡ଼ା: ପାଟକୁରାରେ ପୁଣି ନିର୍ବାଚନୀ ହିଂସା । ସରପଞ୍ଚ ପ୍ରାର୍ଥୀନୀଙ୍କ ଦିଅରଙ୍କ ନାଁ’ରେ ହତ୍ୟା ଧମକର ସଙ୍ଗୀନ ଅଭିଯୋଗ । ହତ୍ୟା ଧମକର ଅଭିଯୋଗ ହେବା ପରେ ପାଟକୁରା ଥାନାରେ ଏତଲା । ଆରମ୍ଭ ହୋଇଗଲାଣି ପଞ୍ଚାୟତ ନିର୍ବାଚନ, ଲାଗଛି ଆଚରଣ ବିଧି । ଆଚରଣ ବିଧିକୁ ଅବମାନନା କରି…

ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ

ଶେଷ ହେଲା ପ୍ରଥମ ପର୍ୟ୍ୟାୟ ପଞ୍ଚାୟତ ନିର୍ବାଚନ । ରାଜ୍ୟର ୩୦ ଜିଲ୍ଲାର ୭୧ ବ୍ଲକରେ ଶେଷ ହେଲା ମତଦାନ । ଦିନ ୧୧ଟା ସୁଦ୍ଧା ୩୦ ପ୍ରତିଶତରୁ ଅଧିକ ମତଦାନ ହୋଇଥିବା ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ କମିଶନର । ସବୁଠି ଶାନ୍ତି ଶୃଙ୍ଖଳାର ସହିତ ମତଦାନ ହୋଇଛି । ପ୍ରତି ବ୍ଲକ ହେଡକ୍ୱାଟରରେ…

ବରଗଡ଼ ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ହୃଦଘାତରେ ମୃତ୍ୟୁ

ବରଗଡ଼ ଜିଲ୍ଲାର ଗୋବିନ୍ଦପୁର ପଞ୍ଚାୟତର ସରପଞ୍ଚ ପ୍ରାର୍ଥୀ ବାଲ୍ମିକୀ ପ୍ରଧାନଙ୍କ ହୃଦଘାତରେ ମୃତ୍ୟୁ । ସେ ସୂର୍ୟ୍ୟ ଚିହ୍ନରେ ନିର୍ବାଚନ ଲଢ଼ୁଥିବା ବେଳେ ଆଜି ତାଙ୍କର ମୃତ୍ୟୁ ହୋଇଛି । ଯାହାଫଳରେ ଆଗାମୀ ୨୪ ତାରିଖରେ ହେବାକୁ ଥିବା ସରପଞ୍ଚ ନିର୍ବାଚନକୁ ସ୍ଥଗିତ ରଖାଯାଇଛି। ସୂଚନା…

ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ, ସକାଳ ୭ରୁ ଅପରାହ୍ମ ୧ଟା ପର୍ଯ୍ୟନ୍ତ ଚାଲିବ

ଆରମ୍ଭ ହେଲା ଗାଁ ଭୋଟର ଗଣପର୍ବ । ରାଜ୍ୟରେ ଆରମ୍ଭ ହୋଇଛି ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ସକାଳ ୭ଟାରୁ ୩୦ ଜିଲ୍ଲାର ୧ ହଜାର ୬୬୯ଟି ପଞ୍ଚାୟତରେ ଆରମ୍ଭ ହୋଇଛି ମତଦାନ । ୨୨ ହଜାର ୩୭୯ ବୁଥରେ ମତାଧିକାର ସାବ୍ୟସ୍ତ କରୁଛନ୍ତି ୬୭ ଲକ୍ଷ ୫୧ ହଜାରରୁ ଅଧିକ ଭୋଟର । ପ୍ରଥମ ପର୍ଯ୍ୟାୟରେ…

ନିର୍ବାଚନ ପୂର୍ବରୁ ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ

କଟକ: ସରପଞ୍ଚ ପ୍ରାର୍ଥୀଙ୍କ ସନ୍ଦେହ ଜନକ ମୃତ୍ୟୁ । କଟକ ସଦର ଯଶପଡା ଗ୍ରାମ ପଂଚାୟତର ସରପଞ୍ଚ ପ୍ରାର୍ଥୀ ମୃତ୍ୟୁ । ମୃତ୍ୟୁ ବରଣ କରିଥିବା ସରପଞ୍ଚ ପ୍ରାର୍ଥୀ ହେଉଛନ୍ତି ନମିତା ବେହେରା । ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ପରେ ନିର୍ବାଚନକୁ ସ୍ଥଗିତ ରଖାଯାଇଛି । ସୂଚନା ଅନୁସାରେ ନମିତା ଚଳିତ…

ଆସନ୍ତା କାଲି ରାଜ୍ୟରେ ପ୍ରଥମ ପର୍ଯ୍ୟୟ ନିର୍ବାଚନ

ଆସନ୍ତାକାଲି ରାଜ୍ୟରେ ପ୍ରଥମ ପର୍ୟ୍ୟାୟ ପଞ୍ଚାୟତ ନିର୍ବାଚନ । ୩୦ ଜିଲ୍ଲାର ୨ ଶହ ଜିଲ୍ଲା ପରିଷଦ ଜୋନ୍ ଓ ୧୬୬୯ ପଞ୍ଚାୟତରେ ଭୋଟଗ୍ରହଣ କରାଯିବ । ଏଥିପାଇଁ ୨୨ ହଜାର ୩୭୯ ବୁଥ ଖୋଲିଛି । ଗତକାଲି ୧୧ ଜିଲ୍ଲାର ବୁଥକୁ ପୋଲିଂ ପାର୍ଟି ଯାଇଥିବା ବେଳେ ଆଜି ୧୯ ଜିଲ୍ଲାର ବୁଥକୁ ଯିବେ ପୋଲିଂ…