Odia News Portal
Browsing Tag

PANCHAYAT ELECTION

ପଞ୍ଚାୟତ ରାଜନୀତିରେ ସଫ୍ଟୱେର ଇଞ୍ଜିନିୟର

ବିଦେଶ ଫେରନ୍ତା ସଫ୍ଟୱେର ଇଞ୍ଜିନିୟର ହୋଇଛନ୍ତି ଜିଲ୍ଲା ପରିଷଦ ପ୍ରାର୍ଥୀ । ନବରଙ୍ଗପୁର ରାଜନୀତି ରେ ଶିକ୍ଷିତ ଯୁବକଙ୍କ ପ୍ରାର୍ଥୀପତ୍ର ଦାଖଲ ହୋଇଛି । ଡକ୍ତରଙ୍କ ପରେ ବିଦେଶ ଫେରନ୍ତା ସଫ୍ଟୱେର ଇଞ୍ଜିନିୟର ଜିଲ୍ଲା ପରିଷଦ ପ୍ରାର୍ଥୀ ହୋଇଛନ୍ତି। ନାମୀଦାମୀ କମ୍ପାନୀରେ ଚାକିରି କରି…

ଚାଲିଛି ପଞ୍ଚାୟତ ନିର୍ବାଚନ ର ନାମାଙ୍କନ ପ୍ରକ୍ରିୟା

ଆଜି ହେଉଛି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ନାମାଙ୍କନ ଦାଖଲ ପ୍ରକ୍ରିୟାର ତୃତୀୟ ଦିନ। ଦ୍ୱିତୀୟ ଦିନରେ ୪୨ ଜିଲ୍ଲା ପରିଷଦ ପ୍ରାର୍ଥୀ, ୧୦୩୪ ସମିତି ସଭ୍ୟ ପ୍ରାର୍ଥୀ, ୧୫୪୬ ସରପଞ୍ଚ ପ୍ରାର୍ଥୀ ଓ ୧୦ ହଜାର ୭୩୪ ୱାର୍ଡମେମ୍ବର ପ୍ରାର୍ଥୀ ପ୍ରାର୍ଥିପତ୍ର ଦାଖଲ କରିଥିଲେ। ଦୁଇ ଦିନରେ ଜିଲ୍ଲା…

ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ଜିଲ୍ଲାର ଅଧିକାରୀମାନେ ଜାରି କରିଛନ୍ତି ବିଜ୍ଞପ୍ତି । ଗ୍ରାମ ପଞ୍ଚାୟତ କାର୍ୟ୍ୟାଳୟରେ ସରପଞ୍ଚ ଓ ସମିତି ସଭ୍ୟ ପାଇଁ ଜିଲ୍ଲା ଓ ବ୍ଲକ କାର୍ୟ୍ୟାଳୟରେ ବିଜ୍ଞପ୍ତି ପ୍ରକାଶ ପାଇଛି ।…

ପଞ୍ଚାୟତ ନିର୍ବାଚନ ପାଇଁ ଆଜି ଘୋଷଣା ହୋଇପାରେ ତାରିଖ

ଆଜି ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହୋଇପାରେ ତାରିଖ । ରାଜ୍ୟ ନିର୍ବାଚନ କମିଶନ ଯେକୌଣସି ମୁହୂର୍ତ୍ତରେ ତାରିଖ ଘୋଷଣା କରିପାରନ୍ତି । ଗତକାଲି ପଞ୍ଚାୟତ ନିର୍ବାଚନ ପାଇଁ ରାଜନୈତିକ ଦଳଗୁଡ଼ିକ ଠାରୁ ମତାମତ ନେଇଥିଲେ କମିଶନ । କରୋନା ଯୋଗୁ ପଞ୍ଚାୟତ ନିର୍ବାଚନକୁ ଘୁଞ୍ଚାଇବାକୁ କିଛି…

୩ ମାସ ସ୍ଥଗିତ କରାଯାଉ ପଞ୍ଚାୟତ ନିର୍ବାଚନ

ପଞ୍ଚାୟତ ନିର୍ବାଚନ ପାଇଁ ଗାଇଡଲାଇନ୍ ପ୍ରସ୍ତୁତ କରୁଛୁ ବୋଲି ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢୀ କହିବା ପରେ ପଞ୍ଚାୟତ ନିର୍ବାଚନକୁ ୩ ମାସ ସ୍ଥଗିତ ରଖିବାକୁ ବିଜେପି, କଂଗ୍ରେସ ଓ ସିପିଏମ୍ ଭଳି ବିରୋଧୀ ଦଳ ପକ୍ଷରୁ ଦାବି କରାଯାଇଛି। ଆଜି ନିର୍ବାଚନ କମିସନଙ୍କ ସର୍ବଦଳୀୟ…

ପଞ୍ଚାୟତ ନିର୍ବାଚନକୁ ନେଇ ବସିବ ସର୍ବଦଳୀୟ ବୈଠକ

ପଞ୍ଚାୟତ ନିର୍ବାଚନକୁ ନେଇ ଆଜି ବସୁଛି ସର୍ବଦଳୀୟ ବୈଠକ । କୋଭିଡ୍ ସମୟରେ ନିର୍ବାଚନ ହେଲେ, କଣ ରହିବ କଟକଣା । କେମିତି ହେବ ନିର୍ବାଚନ । ଏସବୁକୁ ଏହାକୁ ନେଇ ନେଇ ରାଜନୈତିକ ଦଳଙ୍କଠାରୁ ମତାମତ ଲୋଡିବେ ରାଜ୍ୟ ନିର୍ବାଚନ କମିଶନର । ଏଥିରେ ଅଂଶଗ୍ରହଣ କରିବାକୁ ଥିବା ରାଜ୍ୟର ପ୍ରମୁଖ…

ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ତାଲିକା ପ୍ରସ୍ତୁତ

ଜିଲ୍ଲା ପରିଷଦ ଅଧକ୍ଷ ପାଇଁ ତାଲିକା ପ୍ରସ୍ତୁତ । କେବଳ ମହିଳା ମାନଙ୍କ ପାଇଁ ୮ଟି ଜିଲ୍ଲା ସଂରକ୍ଷିତ ଥିବା ବେଳେ ୫୦ ପ୍ରତିଶତ ଅର୍ଥାତ ୧୫ଟି ଜିଲ୍ଲାରେ ମହିଳାମାନେ ସଭାପତି ପଦରେ ବସିବେ । ୧୦ଟି ଜିଲ୍ଲାରେ ଅଣସଂରକ୍ଷିତ ରହିଛି ଆସନ । ୭ଟି ଜିଲ୍ଲା ଅନୁସୂଚିତ ଜାତି ଓ ଜନଜାତି ପାଇଁ…

ପଞ୍ଚାୟତ ନିର୍ବାଚନ ପାଇଁ ଆସିଲା ପାର୍ଥୀଙ୍କ ଚିହ୍ନ

ରାଜ୍ୟରେ ପଞ୍ଜାୟତ ନିର୍ବାଚନ ଲାଗି ଜାରି ହେଲା ପ୍ରାର୍ଥୀଙ୍କ ଚିହ୍ନ । ପଞ୍ଚାୟତ ନିର୍ବାଚନରେ ଲଢିବାକୁ ଥିବା ପ୍ରାର୍ଥୀଙ୍କ ଲାଗି ବିଭିନ୍ନ ପ୍ରକାର ଚିହ୍ନ ଜାରି କରିଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ । ପଞ୍ଚାୟତ ନିର୍ବାଚନରେ ଲଢୁଥିବା ସରପଞ୍ଚ ପ୍ରାର୍ଥୀଙ୍କ ଲାଗି ୩୨ ପ୍ରକାର ଚିହ୍ନ ।…

ମାର୍ଚ୍ଚ ୮ ସୁଦ୍ଧା ଶେଷ ହେବ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା

ପ୍ରତ୍ୟାହାର ହେବ ପଞ୍ଚାୟତ ନିର୍ବାଚନ ବିଜ୍ଞପ୍ତି । ରାଜ୍ୟ ସରକାର ପ୍ରତ୍ୟାହର କରିବେ ଏହି ବିଜ୍ଞପ୍ତି । ମାର୍ଚ୍ଚ ୮ ତାରିଖ ସୁଦ୍ଧା ନିର୍ବାଚନ ପ୍ରକ୍ରିୟା ଶେଷ କରାଯିବ । ଏନେଇ ହାଇକୋର୍ଟଙ୍କୁ ରାଜ୍ୟ ସରକାର ଜଣାଇଛନ୍ତି । ଜାନୁଆରୀ ୩ ତାରିଖ ସୁଦ୍ଧା ସଂରକ୍ଷଣ ତାଲିକା ନେଇ ଆପତ୍ତି ଗ୍ରହଣ…

ଡିସେମ୍ବର ଶେଷ ସୁଦ୍ଧା ଘୋଷଣା କରାଯିବ ପଞ୍ଚୟତ ନିର୍ବାଚନର ତାରିଖ ।

ପଞ୍ଚାୟତ ନିର୍ବାଚନ ପାଇଁ ଚୂଡ଼ାନ୍ତ ଭୋଟର ତାଲିକା ଏଇ ତିନି ଦିନ ଭିତରେ ପ୍ରକାଶ ପାଇବ। ନିର୍ବାଚନ ପାଇଁ ଆବଶ୍ୟକ ବାଲାଟ ବାକ୍ସ ସଂଗ୍ରହ କରାଯାଉଛି ବୋଲି ରାଜ୍ୟ ନିର୍ବାଚନ କମିସନଙ୍କ କାର୍ୟ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଚଳିତ ବର୍ଷ ଡିସେମ୍ବର ଶେଷ ସୁଦ୍ଧା ତାରିଖ ଘୋଷଣା ହେବାର…