ପେବୃଆରୀ ୧୬ରୁ ପଞ୍ଚାୟତ ନିର୍ବାଚନ ଆରମ୍ଭ
ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବାଜିଛି ବିଗୁଲ । ୫ଟି ପର୍ୟ୍ୟାୟରେ ହେବ ମତଦାନ । ଫ୍ରେବୁଆରୀ ୧୬, ୧୮, ୨୦, ୨୨, ୨୪ରେ ଭୋଟ ଗ୍ରହଣ । ଫ୍ରେବୁଆରୀ ୨୬,୨୭, ୨୮ରେ ହେବ ଭୋଟ ଗଣତି । ମିଥ୍ୟା ସତ୍ୟପାଠ ଦେଲେ ପ୍ରାର୍ଥୀଙ୍କୁ ଦଣ୍ଡିତ କରିବାକୁ ପ୍ରାବଧାନ ରହିଛି । ଭୋଟ ଗ୍ରହଣ ସରିଲେ!-->…
