ବିଧାନସଭା ଆରମ୍ଭରୁ ହଲ୍ଲାବୋଲ
ଭୁବନେଶ୍ୱର () ଶୀତ ଅଧିବେଶନ ପ୍ରଥମ ଦିନରୁ ହିଁ ସରଗରମ ହୋଇଛି ବିଧାନସଭା। ଦୁଇ ବିରୋଧୀ ଦଳ କଂଗ୍ରେସ ଓ ବିଜେପି ମିଳିତ ଭାବେ ଗୋଟିଏ ପ୍ରସଙ୍ଗରେ ଗୃହର ମଧ୍ୟଭାଗକୁ ଆସି ବିଜେଡି ସରକାର ବିରୋଧରେ ଗର୍ଜିଛନ୍ତି । ଆଜି କଂଗ୍ରେସ ସ୍ମିତାରାଣୀ ମୃତ୍ୟୁ ଘଟଣାରେ ମୁଲତବୀ ନୋଟିସ ଦେଇଥିବା ବେଳେ…
