Odia News Portal
Browsing Tag

pandiyan

ଗଜପତି ପରେ ଗଞ୍ଜାମରେ ମୁଖ୍ୟ ସଚିବ ଓ 5T ସଚିବ, ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ କରୁଛନ୍ତି ସମୀକ୍ଷା

ଗଜପତିରେ ମୁଖ୍ୟ ସଚିବ ଓ 5T ସଚିବ। କେତେବାଟ ଆଗେଇଛି ଗଜପତି ଜିଲ୍ଲା ଛେଳିଗଡ଼ ଜଳ ବିଦ୍ୟୁତ୍‌ ପ୍ରକଳ୍ପ। ଗଜପତି ଜିଲ୍ଲା ଗସ୍ତରେ ଯାଇ ପ୍ରକଳ୍ପ ଅଗ୍ରଗତିର ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ ଓ 5T ସଚିବ। ନିର୍ମାଣସ୍ଥଳକୁ ଯାଇ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ଅଧିକାରୀଙ୍କ ସହ ଆଲୋଚନା…

ନୀଳମାଧବ ପୀଠ ପରିଦର୍ଶନ କଲେ ୫ଟି ସଚିବ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନର୍ଦେଶ କ୍ରମେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଭି କେ ପାଣ୍ଡିଆନ ଆଜି କଣ୍ଟିଲୋ ନୀଳମାଧଵ ପୀଠ ପରିଦର୍ଶନରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ପୀଠର ଉନ୍ନତି ସମ୍ପର୍କରେ…

ପୁରୀରେ ୫ ଟି ସଚିବ ଭି.କେ ପାଣ୍ଡିଆନ

ଆଜି ପୁରୀ ଆସି ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ। ସପରିବାର ସେ ଆଜି ସକାଳୁ ପୁରୀ ପହଂଚି ଶ୍ରୀମନ୍ଦିରକୁ ଯାଇଥିଲେ। ଶ୍ରୀମନ୍ଦିରରେ ସେ ୪୫ ମିନିଟ ରହିବା ସହ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ। ଶ୍ରୀମନ୍ଦିର ଭିତରେ ବେଡ଼ା ପରିକ୍ରମା କରିବା ସହ ଦର୍ଶନ ସାରି…