NSDର ଅଧ୍ୟକ୍ଷ ହେଲେ ପରେଶ ରାୱଲ
ନୂଆଦିଲ୍ଲୀ() ପ୍ରସିଦ୍ଧ ଅଭିନେତା ବା ବିଜେପି ନେତା ପରେଶ ରାୱଲଙ୍କୁ ନ୍ୟାସନାଲ ସ୍କୁଲ ଅଫ ଡ୍ରାମା (ଏନଏସଡି)ର ଚେୟାରମ୍ୟାନ ଭାବେ ନିଯୁକ୍ତ କରାଯାଇଛି । ବିଜେପିର ପୂର୍ବ ଲୋକସଭା ସାଂସଦ ପରେଶ ଏଣିକି ଏନଏସଡିର ଦାୟିତ୍ୱ ସମ୍ଭାଳିବେ । ୨୦୧୭ ମସିହାରୁ ଏନଏସଡି ଅଧ୍ୟକ୍ଷ ପଦ ଖାଲିପଡିଥିଲା ।…