Odia News Portal
Browsing Tag

pari murder case

ପରୀ ମୃତ୍ୟୁ ମାମଲାରେ ସତ ଜାଣିଥିଲେ ସରୋଜର ପରିବାର ଲୋକ!

ନୟାଗଡ଼ ପରୀ ମୃତ୍ୟୁ ମାମଲାରେ ସାମ୍ନାକୁ ଆସୁଛି ନୂଆ ନୂଆ ତଥ୍ୟ । ଅଭିଯୁକ୍ତ ସରୋଜ ସେଠୀକୁ ଏସଆଇଟି ଗିରଫ କରିବା ପରେ ସାମ୍ନାକୁ ଆସୁଛି ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ତଥ୍ୟ । ଏହାରି ଭିତରେ ପୁଣି ନୂଆ ସୂଚନା ଦେଇଛନ୍ତି ଏସଆଇଟି ମୁଖ୍ୟ ଅରୁଣ ବୋଥ୍ରା । ଏସଆଇଟିର ସୂଚନା ଅନୁସାରେ…

ପରୀ ଦୁଷ୍କର୍ମ ଓ ହତ୍ୟା ମାମଲାରେ ତୁରନ୍ତ ଚାର୍ଜସିଟ୍ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ପରୀ ମାମଲାରେ ତୁରନ୍ତ ଚାର୍ଜସିଟ୍ ଦାଖଲ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ଘଟଣାର ତଦନ୍ତ କରୁଥିବା ଏସଆଇଟିକୁ ଚାର୍ଜସିଟ୍ ଦାଖଲ କରିବା ଲାଗି ଦେଲେ ନିର୍ଦ୍ଦେଶ। ସୂଚନା ଅନୁସାରେ, ଆବେଦନକାରୀ ପଦ୍ମାଳୟା ମହାପାତ୍ରଙ୍କ ପକ୍ଷରୁ ଦାଖଲ ହୋଇଥିଲା ସତ୍ୟପାଠ।ପରୀ ହତ୍ୟା ଓ ଦୁଷ୍କର୍ମ…

ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ବିରୋଧରେ ଥାନାରେ ଏତଲା

ପରୀ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତ ବିରୋଧରେ ଯଥେଷ୍ଟ ପ୍ରମାଣ ଅଛି ବୋଲି ତଦନ୍ତ କରୁଥିବା ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରା କହୁଥିବାବେଳେ ଏବେ ବୋଥ୍ରାଙ୍କ ବିରୋଧରେ ଅଭିଯୋଗ ଆଣିଛନ୍ତି ଅଭିଯୁକ୍ତଙ୍କ ପରିବାର ଲୋକେ। ଗତକାଲି ପରୀ ହତ୍ୟା ମାମଲାର ତଦନ୍ତ କରୁଥିବା ଏସ୍ଆଇଟି ଟିମ୍ ସରୋଜ…

ପରୀ ହତ୍ୟା ମାମଲାରେ ଅଭିଯୁକ୍ତକୁ ୩ ଦିନିଆ ରିମାଣ୍ଡରେ ନେବ ଏସ୍ଆଇଟି

ପରୀ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତକୁ ଆଜିଠୁ ୩ ଦିନିଆ ରିମାଣ୍ଡରେ ନେବ ଏସ୍ଆଇଟି। ଅଭିଯୁକ୍ତକୁ ଅଧିକ ପଚରାଉଚରା ପାଇଁ ତିନିଦିନିଆ ରିମାଣ୍ଡ ଲାଗି କୋର୍ଟ ମଧ୍ୟ ଗତକାଲି ଅନୁମତି ପ୍ରଦାନ କରିଥିଲା। ଗତକାଲିର କାର୍ଯ୍ୟାନୁଷ୍ଠାନ ପରେ ଆଜି ରିମାଣ୍ଡର ପ୍ରଥମ ଦିନରେ ଅଭିଯୁକ୍ତକୁ ଜେରା…

ଅଭିଯୁକ୍ତ ବିରୋଧରେ ଅଛି ଯଥେଷ୍ଟ ପ୍ରମାଣ :ଅରୁଣ ବୋଥ୍ରା

ପରୀ ମୃତ୍ୟୁ ମାମଲାରେ ମୁଖ୍ୟ ଅଭିଯୁକ୍ତକୁ ଗିରଫ କରିଛି ଏସ୍ଆଇଟି। ଗତକାଲି ନୟାଗଡ଼ ଯଦୁପୁରରୁ ଅଭିଯୁକ୍ତକୁ ଉଠାଇ ନେଇଥିଲା ଏସଆଇଟି। ସୋମବାର ନୟାଗଡ଼ ପୋକ୍ସୋ କୋର୍ଟରେ ଅଭିଯୁକ୍ତକୁ ହାଜର କରାଯାଇଛି । ଅନ୍ୟପଟେ ପରୀ ହତ୍ୟା ମାମଲାର ତଦନ୍ତ ଦାୟିତ୍ୱ ନେଇଥିବା ଏସଆଇଟିର ମୁଖ୍ୟ ଅରୁଣ ବୋଥ୍ରା…

ପରୀ ମୃତ୍ୟୁ ମାମଲାର ଅଧିକ ଯାଞ୍ଚ ପାଇଁ ପୋଖରୀ ଶୁଖାଇବ ପୋଲିସ

ଯଦୁପୁରରେ କ୍ରାଇମ ବ୍ରାଞ୍ଚ ଏସଆଇଟି ଟିମ୍ । ନୟାଗଡ଼ ଯଦୁପୁର ପରୀ ମୃତ୍ୟୁ ମାମଲାରେ ଏସଆଇଟି ଛାନଭିନ ଚଳାଇଥିବା ବେଳେ ଆଜି ଯଦୁପୁରରେ ପହଁଚି ଅଭିଯୁକ୍ତ ମାଙ୍କ ସହ ଆଲୋଚନା ଜାରି ରଖିଛି । ନୟାଗଡର ନାବାଳିକା ପରୀ ହତ୍ୟା ମାମଲାରେ ଗତକାଲି ହୋଇଥିଲା ପ୍ରଥମ ଗିରଫଦାରୀ । ସେପଟେ ପରୀ ପାଇଁ…

ପରୀ ହତ୍ୟା ମାମଲାରେ ଫିଟୁଛି ଗୁମର,ହତ୍ୟାକାଣ୍ଡର ଅଭିଯୁକ୍ତ ଚିହ୍ନଟ

ନୟାଗଡ଼ର କୁନି ଝିଅ ପରୀ ହତ୍ୟା ମାମଲାରେ ସାମ୍ନାକୁ ଆସୁଛି ଗୋଟିଏ ପରେ ଗୋଟିଏ ଚାଞ୍ଚଲ୍ୟକର ତଥ୍ୟ। ଆଜି କ୍ରାଇମବ୍ରାଞ୍ଚ ଏସଆଇଟି ପକ୍ଷରୁ ହାଇକୋର୍ଟରେ ରିପୋର୍ଟ ଦାଖଲ ହେବ ପରେ ଫିଟୁଛି ପରି ହତ୍ୟାକାଣ୍ଡର ଗୁମର। ହତ୍ୟାକାଣ୍ଡ ଘଟଣାର ୪ ମାସ ପରେ ଏସ୍‌ଆଇଟି ହାତରେ ଲାଗିଛି ଠୋସ୍ ସୁରାକ୍।…

‘ପରୀ’ ହତ୍ୟା ମାମଲାରେ ହାଇକୋର୍ଟରେ ଷ୍ଟାଟସ ରିପୋର୍ଟ ଦାଖଲ

ନୟାଗଡର କୁନିଝିଅ ପରୀ ହତ୍ୟା ମାମାଲାରେ ହାଇକୋର୍ଟରେ ଆଜି ଶୁଣାଣି ହୋଇଛି । ଘଟଣାର ତଦନ୍ତ କରୁଥିବା କ୍ରାଇମବ୍ରାଞ୍ଚ ଏସଆଇଟି ଆଜି ହାଇକୋର୍ଟରେ ପରୀ ମୃତ୍ୟୁ ମାମଲାର ତଦନ୍ତ କେତେ ବାଟ ଆଗେଇଛି ସେ ନେଇ ଏକ ଷ୍ଟାଟସ୍ ରିପୋର୍ଟ ଦାଖଲ କରିଛି। ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୪ ତାରିଖରେ…