Odia News Portal
Browsing Tag

passesaway

ପରଲୋକରେ ବର୍ଷିୟାନ ଅଭିନେତ୍ରୀ ସୁରେଖା ସିକ୍ରି

ମୁମ୍ବାଇ: ଏକ ଦୁଃଖଦ ଘଟଣାକ୍ରମରେ ବର୍ଷିଆନ ଅଭିନେତ୍ରୀ ସୁରେଖା ସିକ୍ରିଙ୍କର ପରଲୋକ ଘଟିଛି । ହୃଦଘାତରେ ତାଙ୍କର ବିୟୋଗ ଘଟିଥିବା ଜଣାଯାଇଛି । ତାଙ୍କୁ ୭୫ ବର୍ଷ ବୟସ ହୋଇଥିଲା । ସିକ୍ରିଙ୍କ ମ୍ୟାନେଜର ତାଙ୍କର ପରଲୋକ ଘଟିଥିବା ପ୍ରକାଶ କରିଛନ୍ତି । ‘ବାଳିକା ବଧୁ’ରେ କଲ୍ୟାଣୀ ଦେବୀ…

ପରଲୋକରେ ଦେବଦାସୀ ପରଶମଣୀ

ପୁରୀ: ଦେବଦାସୀ ପରଶମଣିଙ୍କର ପରୋଲୋକ ଘଟିଛି। ୯୪ ବର୍ଷ ବୟସରେ ଇହଧାମ ତ୍ୟାଗ କରିଛନ୍ତି। ଗତକାଲି ରାତିରେ ଶୋଇଥିବା ଅବସ୍ଥାରେ ତାଙ୍କର ଗଚ୍ଛକାଲି ନିକଟରେ ବାସସ୍ଥାନରେ ମୃତ୍ୟବରଣ କରିଛନ୍ତି। ଆଜି ତାଙ୍କର ଶେଷକୃତ୍ୟ ପୁରୀ ସ୍ବର୍ଗଦ୍ବାରରେ କରାଯାଇଥିଲା। ତାଙ୍କୁ ମୁଖାଗ୍ନୀ ପ୍ରସନ୍ନ…

ଦିଲ୍ଲୀପ କୁମାରଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ବର୍ଷିୟାନ ଅଭିନେତା ଦିଲ୍ଲୀପ କୁମାରଙ୍କ ପରଲୋକ ହୋଇଛି । ତାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନ୍ଖକ୍ସ ଟ୍ୱିଟର ହ୍ୟାଣ୍ଡେଲରେ ପୋଷ୍ଟ କରିଛନ୍ତି ନବୀନ । ସେପଟେ ଦିଲ୍ଲୀପ କୁମାରଙ୍କ ବିୟୋଗରେ ବହୁ ବରିଷ୍ଠ ବ୍ୟକ୍ତମାନେ ମଧ୍ୟ ଶୋକ ପ୍ରକାଶ…

ପ୍ରସିଦ୍ଧ ଗୁଜୁରାଟି ଅଭିନେତା ଅରବିନ୍ଦ ରାଠୋରଙ୍କ ପରଲୋକ

ଅହମ୍ମଦାବାଦ: ଗୁଜୁରାଟୀ ସିନେମାର ପ୍ରସିଦ୍ଧ ଅଭିନେତା ଅରବିନ୍ଦ ରାଠୌଡଙ୍କ ପରଲୋକ ହୋଇଛି । ଅରବିନ୍ଦ ଅନେକ ବଲିଉଡ୍ ଫିଲ୍ମରେ ମଧ୍ୟ କାମ କରିଥିଲେ । ୮୩ ବର୍ଷିୟ ଅଭିନେତା ଦୀର୍ଘଦିନ ଧରି ଅସୁସ୍ଥତା ସହ ସଂଘର୍ଷ କରିବା ପରେ ଗତ ଗୁରୁବାର ଦିନ ତାଙ୍କର ଦେହାନ୍ତ ହୋଇଛି । ସୂଚନା ଅନୁଯାୟୀ,…

ପରଲୋକରେ ପଦ୍ମଶ୍ରୀ ପ୍ରଫେସର ରାଧାମୋହନ

ଭୁବନେଶ୍ୱର: ପୁଣି କରେନାରେ ଆସିଲା ଦୁଃଖ ଖବର । ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ୭୮ ବର୍ଷ ବୟସରେ ପରଲୋକ ଘଟିଛି ବୋଲି ତାଙ୍କ ଝିଅ ସାବରମତୀ ସୂଚନା ଦେଇଛନ୍ତି । ଗତକାଲି ବିଳମ୍ବିତ ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। ୨୦୨୦ରେ ରାଧାମୋହନ ଓ ତାଙ୍କ ଝିଅଙ୍କୁ…

ପ୍ରସିଦ୍ଧ ବଙ୍ଗଳା ଚ୍ଚଳଚିତ୍ର ନିର୍ଦ୍ଦେଶକ ବୁଦ୍ଧଦେବ ଦାସଗୁପ୍ତାଙ୍କ ପରଲୋକ

କୋଲକାତା: ବରିଷ୍ଟ ବଙ୍ଗଳା ଚ୍ଚଳଚିତ୍ର ନିଦ୍ଦେର୍ଶକ ତଥା ନିର୍ମାତା ବୁଦ୍ଧଦେବ ଦାସଗୁପ୍ତଙ୍କ ପରଲୋକ ହୋଇଛି । ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ, ରାଷ୍ଟ୍ରପତି ରାମନାଥ କୋବିନ୍ଦ ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି । …

ଭାରତୀୟ ବକ୍ସର ଡିଙ୍କୋ ସିଂହଙ୍କ ପରଲୋକ

ନୂଆଦିଲ୍ଲୀ: ବ୍ୟାଙ୍ଗ୍କକ୍ରେ ଅନୁଷ୍ଠିତ ୧୯୯୮ ସଂସ୍କରଣ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣପଦକ ହାସଲ କରିଥିବା ‘ବ୍ୟାଣ୍ଟମ୍ୱେଟ୍’ ମୁଷ୍ଟିଯୋଦ୍ଧା ଗାଙ୍ଗୋମ ଡିଙ୍କୋ ସିଂହଙ୍କର ଗୁରୁବାର ଦିନ ଦେହାନ୍ତ ହୋଇଯାଇଛି। ୨୦୧୭ରୁ ଯକୃତ କର୍କଟରେ ପୀଡିତ ହୋଇ ସେ ଚିକିତ୍ସିତ ହେଉଥିଲେ । ସେହିବର୍ଷ…

ମାହାଙ୍ଗାର ପୂର୍ବତନ ବିଧାୟକ ବିକ୍ରମ କେଶରୀ ବର୍ମାଙ୍କ ବିୟୋଗ

ଭୁବନେଶ୍ୱର: ମାହାଙ୍ଗାର ପୂର୍ବତନ ବିଧାୟକ ତଥା ଶିକ୍ଷକ ନେତା ବିକ୍ରମ କେଶରୀ ବର୍ମାଙ୍କ ପରଲୋକ ହୋଇଥିବା ସୂଚନା ଦେଇଛନ୍ତି ତାଙ୍କ ଝିଅ କ୍ରିଷ୍ଣା କୁମାରୀ ବର୍ମା । ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଆଜି ତାଙ୍କର ମୃତ୍ୟୁ ହୋଇଛି । ୨୦୦୪ରୁ ୨୦୦୯ ପର୍ଯ୍ୟନ୍ତ…

ଆରପାରିରେ ‘ଶଲାବୁଢ଼ା’

ଭୁବନେଶ୍ୱର: ପରପାରିରେ ଜାତୀୟ ପୁରସ୍କାର ପ୍ରାପ୍ତ ଓଡ଼ିଆ ଚଳଚିତ୍ର ‘ଶଲାବୁଢ଼ା’ର ମୁଖ୍ୟ ଅଭିନେତା ଅଟ୍ଟଳ ବିହାରୀ ପଣ୍ଡା । ୯୨ ବର୍ଷ ବୟସରଙ୍କ ତାଙ୍କର ପରଲୋକ ହୋଇଛି । ବିଳମ୍ବିତ ରାତି ୩ଟା ୪୫ରେ ତାଙ୍କର ପରଲୋକ ହୋଇଛି । ବୁର୍ଲା ଭୀମସାର ମେଡିକାଲରେ ତାଙ୍କର ପରଲୋକ ହୋଇଛି । ମୃତ୍ୟୁ ଖବର…