ରାମ ବିଳାଶ ପାସଓ୍ଵାନଙ୍କ ପରଲୋକ
ନୂଆଦିଲ୍ଲୀ() କେନ୍ଦ୍ର ଖାଦ୍ୟମନ୍ତ୍ରୀ ତଥା ଲୋକଜନ ଶକ୍ତି ପାର୍ଟି ନେତା ରାମ ବିଳାଶ ପାସଓ୍ଵାନଙ୍କ ପରଲୋକ ହୋଇଛି । ମୃତ୍ୟୁବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା । କିଛିଦିନ ତଳେ ଦିଲ୍ଲୀର ଏକ ହସପିଟାଲରେ ତାଙ୍କର ହାର୍ଟ ସର୍ଜରୀ ହୋଇଥିଲା । ଦୀର୍ଘ ଦିନ ହେଲାଣି ସେ ଅସୁସ୍ଥ ହୋଇ ହସ୍ପିଟାଲରେ…
