ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲା: ଚେନ୍ନାଇରୁ ଧରାହେଲା ମୁଖ୍ୟ ଅଭିଯୁକ୍ତ
ପଟ୍ଟାମୁଣ୍ଡାଇ ଛାତ୍ରୀ ମୃତ୍ୟୁ ମାମଲାର ମୁଖ୍ୟ ଅଭିଯୁକ୍ତକୁ ପୁଲିସ ଗିରଫ କରିବାରେ ସଫଳ ହୋଇଛି। ମୁଖ୍ୟ ଅଭିଯୁକ୍ତ ହେଲା ଗଣେଶ୍ବର ବେହେରାଙ୍କ ପୁଅ ପ୍ରମୋଦ ବେହେରା। ତାର ଘର ବିଲିକଣା ପଞ୍ଚାୟତ ତେରୋଇ ଗାଁରେ ବୋଲି ଜଣାଯାଇଛି। ତାକୁ ଚେନ୍ନାଇରୁ ଧରି କେନ୍ଦ୍ରାପଡ଼ା ଆଣୁଛି ପୁଲିସ୍।…