Odia News Portal
Browsing Tag

PCC President Niranjan Patnaik

ଡିସିପି ଅଫିସ ସାମ୍ନାରେ ଘେରିଲା କଂଗ୍ରେସ୍

ମମିତା ମେହେର ହତ୍ୟାକାଣ୍ଡରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ପ୍ରଦର୍ଶନ ବେଳେ କଂଗ୍ରେସ ଭବନ ଭିତରେ ପଶି ଛାତ୍ର କଂଗ୍ରେସ କର୍ମୀମାନଙ୍କୁ ପୁଲିସ ଗୋଡ଼ାଇ ପିଟିବା ଘଟଣାର ପ୍ରତିବାଦରେ ଆଜି ଭୁବନେଶ୍ବର ଓ କଟକ ଡିସିପି କାର‌୍ୟ୍ୟାଳୟ ସମ୍ମୁଖରେ କଂଗ୍ରେସ ପକ୍ଷରୁ…

ତଦନ୍ତ ପରେ ବିହିତ କାର୍ଯ୍ୟାନୁଷ୍ଠାନ: ପିସିସି ସଭାପତି

ଭୁବନେଶ୍ୱର: ଆଜି କଂଗ୍ରେସ ଭବନରେ ଦୁଇଗୋଷ୍ଠୀ ମୁହାଁମୁହିଁ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ।ସେ କହିଛନ୍ତି ପୁଙ୍ଖାନୁପୁଙ୍ଖ ତଦନ୍ତ ପରେ ବିଶୃଙ୍ଖଳାକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ | କଂଗ୍ରେସ ଭବନରେ ଆଜି ଦିନ ୧୧ଟାବେଳେ ଓବିସି…

କଂଗ୍ରେସ କଳି: ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ

ଭୁବନେଶ୍ବର: ପୁଣି ଦାଣ୍ଡରେ ପଡି ହାଟରେ ଗଡିଲା କଂଗ୍ରେସ କଳି । କଂଗ୍ରେସ ଭବନର ପାର୍ଟି ଅଫିସରେ ୨ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ । କଂଗ୍ରେସ ଭବନ ପରିସରରେ ହେବାକୁ ଥିବା ଓବିସି ସେଲ୍‌ ବୈଠକ ପୂର୍ବରୁ ଏଭଳି ଅପ୍ରିତିକର ପରିସ୍ଥିତି ସୃଷ୍ଟି ହୋଇଛି । ସୂଚନା ଅନୁଯାୟୀ, ଆଜି କଂଗ୍ରେସ…

ଆକ୍ରମଣ ଘଟଣାରେ ଆଉ ୩ ଗିରଫ

କେନ୍ଦୁଝର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଗାଡି ଆକ୍ରମଣ ମାମଲାରେ ସାମିଲ ୩ ଅଭିଯୁକ୍ତ ଗିରଫ । ଆଜି ଆକ୍ରମଣ ଘଟଣାରେ ସାମିଲ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି କେନ୍ଦୁଝର ପୋଲିସ । ଆକ୍ରମଣରେ ଗିରଫଦାରୀ ସଂଖ୍ୟା ୪କୁ ବୃଦ୍ଧି | ଏଥିସହ ଆକ୍ରମଣ ସମୟରେ ବ୍ୟବହାର ହୋଇଥିବା ବୋଲେରୋ…

ଭଦ୍ରକ ଜିଲ୍ଲା କଂଗ୍ରେସର ବିକ୍ଷୋଭ ପ୍ରଦର୍ଶନ

ଭଦ୍ରକ: ରାଜ୍ୟରେ ଆଇନ ଶୃଙ୍ଖଳା ସମ୍ପୂର୍ଣ୍ଣ ଭୁଷୁଡ଼ି ପଡ଼ିଛି, ମହିଳା ଓ ଶିଶୁ ଆଜି ଅସୁରକ୍ଷିତ, ରାଜ୍ୟରେ ଏବେ ଶାସକ ଦଳର ଚାଲିଛି ଦମନ ଲୀଳା , ଯେଉଁଠି ରାଜ୍ୟର ପିସିସି ସଭାପତି ଉପରେ ମରଣାନ୍ତକ ଆକ୍ରମଣ ହେଉଛି ସେଠି ସାଧାରଣ ଜନତା କେତେ ସୁରକ୍ଷିତ ବୋଲି ପ୍ରଶ୍ନ କରିଛି କଂଗ୍ରେସ | …

ବିଜେପିକୁ ପିସିସି ସଭାପତିଙ୍କ ଟାର୍ଗେଟ

କେନ୍ଦୁଝର: ଗାଡି ଉପରେ ଆକ୍ରମଣ ଘଟଣାକୁ ନେଇ ବିଜେପିକୁ ଟାର୍ଗେଟ କଲେ ପିସିସି ସଭାପତି । ଆକ୍ରମଣ ପଛରେ ବିଜେପି ଯୁବ ମୋର୍ଚ୍ଚାର ହାତ ଥିବା ନିରଞ୍ଜନ ଅଭିଯୋଗ କରିଛନ୍ତି । ଏନେଇ ନିରଞ୍ଜନ ଟୁଇଟ ମଧ୍ୟ କରିଛନ୍ତି । ରାଜନୈତିକ ଉଦ୍ଦେଶ୍ୟ ରଖି ଏଭଳି ଆକ୍ରମଣ କରାଯାଇଥିବା ପିସିସି ସଭାପତି…

ନିରଞ୍ଜନଙ୍କୁ ଆକ୍ରମଣ ଉଦ୍ୟମ: ଜଣେ ଅଟକ

କେନ୍ଦୁଝର: ପିସିସି ସଭାପତିଙ୍କୁ ଆକ୍ରମଣ ଘଟଣାରେ ଜଣେ ଅଟକ । ଜଣକୁ ଅଟକ ରଖି ପଚରାଉଚରା କରୁଛି ପୋଲିସ୍ । ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ମହାନ୍ତିଙ୍କୁ ଅଟକ ରଖିଛି ଟାଉନ ଥାନା ପୋଲିସ୍ | ଅନ୍ୟମାନଙ୍କୁ ଧରିବାକୁ ବିଭିନ୍ନ ସ୍ଥାନରେ ପୋଲିସ ଚଢାଉ ଜାରି ରଖିଛି । ତେବେ ନିରଞ୍ଜନଙ୍କ ସୁରକ୍ଷା…

ପିସିସି ସଭାପତିଙ୍କୁ ଆକ୍ରମଣ ଉଦ୍ୟମ

ଭୁବନେଶ୍ବର: ରାଜ୍ୟ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ ଡଦ୍ୟମ ହୋଇଥିବା ଜଣାପଡ଼ିଛି। ନିରଞ୍ଜନଙ୍କ ଗାଡ଼ି ଅଟକାଇ ୪ ଦୁର୍ବୃତ୍ତ ଆକ୍ରମଣ କରିବାକୁ ଉଦ୍ୟମ କରିଥିଲେ। କେନ୍ଦୁଝରର କାଶୀପୁରରେ ଏହି ଆକ୍ରମଣ ଉଦ୍ୟମ ହୋଇଛି। ତେବେ ଏନେଇ ନିରଞ୍ଜନଙ୍କ ପିଏସଓ ଓ ଡ୍ରାଇଭର ଟାଉନ୍‌…