Odia News Portal
Browsing Tag

pcc president

କଂଗ୍ରେସର ନବସଂକଳ୍ପ ଶିବିର

ନୂଆ ପିସିସି ସଭାପତି ଦାୟିତ୍ବ ନେବା ପରେ ଶରତ ପଟ୍ଟନାୟକ ଦଳକୁ ସଜାଡିବା କାମ ଆରମ୍ଭ କରିଛନ୍ତି । ଆସନ୍ତା ଜୁନ ପହିଲାରୁ ଦୁଇଦିନ ପାଇଁ କଂଗ୍ରେସ ନବ ସଂକଳ୍ପ ଶିବିର ଆୟୋଜନ କରିଛି । ଦଳ ଛାଡିଥିବା ନେତାଙ୍କୁ ଦଳକୁ ଫେରାଇ ଆଣିବା ପାଇଁ ଉଦ୍ୟମ କରାଯିବ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି ।…

ଜୋର୍ ଧରିଲା ପିସିସି ସଭାପତି ଚୟନ ପ୍ରକ୍ରିୟା

ଜୋର୍ ଧରିଲା କଂଗ୍ରେସର ପିସିସି ସଭାପତି ଚୟନ ପ୍ରକ୍ରିୟା। କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀରୁ ଆସିଲା ଡାକରା। ସମସ୍ତ ବିଧାୟକଙ୍କୁ ଆସନ୍ତା ୯ ତାରିଖରେ ଦିଲ୍ଲୀ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ରାହୁଲ ଗାନ୍ଧି ସବୁ ବିଧାୟକଙ୍କୁ ଭେଟି ଆଲୋଚନା କରିବେ। ଏନେଇ ବିଧାୟକ ସୁର ରାଉତରାୟ…

ବଦଳିପାରନ୍ତି ପିସିସି ସଭାପତି

ବଦଳିପାରନ୍ତି ପିସିସି ସଭାପତି । ପରବର୍ତ୍ତୀ ସଭାପତି ମନୋନୟନ ଲାଗି AICC ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହେବ । ପିସିସି ସଭାପତି ପଦରେ ନିରଞ୍ଜନ ପଟ୍ଟନାୟକଙ୍କ ସ୍ଥାନରେ ନୂତନ ସଭାପତି ନିଯୁକ୍ତି ପାଇଁ ହାଇକମାଣ୍ଡ ସ୍ଥିର କରିଥିବା ସୂଚନା ମିଳିଛି । ନୂତନ ନିଯୁକ୍ତି ନେଇ ଦଳୀୟ ସାଂସଦ, ବିଧାୟକ…

ପଞ୍ଜାବ ପିସିସି ସଭାପତି ପଦରୁ ନବଜୋତ ସିଂ ସିଦ୍ଧୁଙ୍କ ଇସ୍ତଫା

ପଞ୍ଜାବ ପିସିସି ସଭାପତି ପଦରୁ ନବଜୋତ ସିଂ ସିଦ୍ଧୁଙ୍କ ଇସ୍ତଫା । କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି ସିଦ୍ଧୁ । ଗତକାଲି ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ଗୋଆ ଓ ମଣିପୁରର କଂଗ୍ରେସ ସଭାପତିଙ୍କୁ ବହିଷ୍କାର କରିଥିଲେ କଂଗ୍ରେସ ଅଧ୍ୟକ୍ଷା ସୋନିଆ…

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ କରୋନା

ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କରୋନା ପଜିଟିଭ୍ । କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ଟ୍ୱିଟ୍ କରି ସୂଚନା ଦେଇଛନ୍ତି ନିରଞ୍ଜନ । ସଂକ୍ରମିତ ଚିହ୍ନଟ ହୋଇ ସେ ଏବେ ଚିକିତ୍ସିତ ହେଉଛନ୍ତି । ଗତ କିଛିଦିନରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି କରୋନା ପରୀକ୍ଷା କରିବା ସହିତ…