Odia News Portal
Browsing Tag

Petrol diesel

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ କେଉଁଠି କେତେ ଅଛି ରେଟ୍

ନୂଆଦିଲ୍ଲୀ : ଦେଶରେ ମହଙ୍ଗାମାଡର ଶିକାର ହେଉଛନ୍ତି ଜନତା । ତୈଳ କମ୍ପାନୀ ପକ୍ଷରୁ ଆଜି ପୁଣି ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ଘଟିଛି । ପେଟ୍ରୋଲ ଦରରେ ୨୪ ରୁ ୨୫ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଥିବା ବେଳେ ଡିଜେଲ ଦରରେ ୩୦ ରୁ ୩୧ ପଇସା ପର୍ଯ୍ୟନ୍ତ ବୃଦ୍ଧି ହୋଇଛି । ଆଇଓସିଏଲ ର ସୂଚନା