Odia News Portal
Browsing Tag

petrol rate

କଣ ପେଟ୍ରୋଲ ଓ ଡିଜେଲର ଦର ରେ ଲାଗିବ ଜିଏସଟି

ପେଟ୍ରୋଲ ଓ ଡିଜେଲର ଦର ଏବେ ଉଚ୍ଚରେ ରହିଛି । ତୈଳ ଦର ବୃଦ୍ଧିର ପ୍ରଭାବ ଅନ୍ୟାନ୍ୟ ନିତ୍ୟବ୍ୟବହାର୍ଯ୍ୟ ଜିନିଷ ଉପରେ ପଡ଼ୁଛି । ତେଣୁ ଏଥିରୁ ଜନସାଧାରଣଙ୍କୁ ମୁକ୍ତି ଦେବାକୁ କେନ୍ଦ୍ର ସରକାର ପେଟ୍ରୋଲ ଓ ଡିଜେଲ ମୂଲ୍ୟ ହ୍ରାସ ନେଇ ବିଚାର କରୁଛନ୍ତି । ଏଥିପାଇଁ ତୈଳ ଉପରେ ଦ୍ରବ୍ୟ ଓ ସେବା…

ପଞ୍ଜାବରେ କମିଲା ପେଟ୍ରୋଲ ଦର

ଚଣ୍ଡୀଗଡ଼: ୨୦୨୨ରେ ପଞ୍ଜାବରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି | ଆଉ ଏହା ପୂର୍ବରୁ ପେଟ୍ରୋଲ ଏବଂ ଡିଜେଲ ଉପରୁ ଭାଟ ହ୍ରାସ କରିଛନ୍ତି ଚନ୍ନି ସରକାର | ଆଜି ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂହ ଚନ୍ନି ଆଜି କହିଛନ୍ତି ଯେ ପେଟ୍ରୋଲ ଲିଟର ପିଛା ୧୦ ଟଙ୍କା ଶସ୍ତା ହେବ, ଡିଜେଲ ଉପରେ ୫…

ଜାଣନ୍ତୁ ଆଜି କେଉଁଠି କେତେ ଟଙ୍କା ରହିଛି ପେଟ୍ରୋଲ ଦର

ଭୁବନେଶ୍ୱର: ତେଲ ଦରରେ ଲାଗୁନି ବ୍ରେକ୍ । ଖାଉଟିଙ୍କ ଉପରେ ମହଙ୍ଗା ମାଡ଼ । ଲଗାତର ବଢି ଚାଲିଛି ପେଟ୍ରୋଲ ଓ ଡିଜେଲ ଦର । ଆଜି ପୁଣି ବଢିଲା ତେଲ ଦର । ପେଟ୍ରୋଲ ଓ ଡିଜେଲ ଦର ପୁଣି ବୃଦ୍ଧି ପାଇଛି । ପୁଣି ପେଟ୍ରୋଲ ଲିଟର ପିଛା ୩୭ ପଇସା ଓ ଡିଜେଲ ୪୦ ପଇସା ମହଙ୍ଗା ହୋଇଛି । । ଫଳରେ…

ଆଜି ପୁଣି ବଢ଼ିଲା ତୈଳ ଦର, ଜାଣନ୍ତୁ କେଉଁଠି କେତେ ଟଙ୍କା

ନୂଆଦିଲ୍ଲୀ: ଦେଶରେ ତୈଳଦର ବେଲଗାମ ହୋଇପଡିଛି। ଆଜି କ୍ରମାଗତ ଚତୁର୍ଥ ଦିନ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ଆଜି ବି ପେଟ୍ରୋଲ ଏବଂ ଡିଜେଲ ୩୫-୩୫ ପଇସା ମହଙ୍ଗା ହୋଇଛି। ଆଜି ଦିଲ୍ଲୀରେ ଗୋଟିଏ ଲିଟର ପେଟ୍ରୋଲ ମୂଲ୍ୟ ୧୦୮.୯୯ ଟଙ୍କାରେ ପହଞ୍ଚିଥିବା ବେଳେ ଡିଜେଲ ଲିଟର ପିଛା ମୂଲ୍ୟ…

ଆଜି ପୁଣି ବଢ଼ିଲା ପେଟ୍ରୋଲ୍ ଓ ଡିଜେଲ୍ ଦର

ଭୁବନେଶ୍ୱର: ଆଜି ପୁଣି ବଢ଼ିଲା ପେଟ୍ରୋଲ୍ ଓ ଡିଜେଲ୍ ଦର । ପେଟ୍ରୋଲ ଲିଟର ପିଛା ୩୬ ପଇସା ଓ ଡିଜେଲ୍ ଲିଟର ପିଛା ୩୮ ପଇସା ବୃଦ୍ଧି ପାଇଛି । ଫଳରେ ଭୁବନେଶ୍ୱରରେ ଆଜି ପେଟ୍ରୋଲ୍ ଲିଟର ପିଛା ୧୦୬ ଟଙ୍କା ୦୬ ପଇସା ଓ ଡିଜେଲ ଲିଟର ପିଛା ୧୦୨ ଟଙ୍କା ୪୦ ପଇସା ରହିଛି । ମାଲକାନଗିରିରେ…

ପୁଣି ବଢ଼ିଲା ପେଟ୍ରୋଲ ଦର

ନୂଆଦିଲ୍ଲୀ: କେବେ କମିବ ପେଟ୍ରୋଲ? ଲୋକଙ୍କୁ ମିଳିବ ତ୍ରାହି । ଏଭଳି ଚର୍ଚ୍ଚା ଏବେ ସବୁଠି ଲାଗି ରହିଛି । ଦେଶରେ ମହଙ୍ଗାମାଡର ଶିକାର ହେଉଛନ୍ତି ଜନତା । ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ହେଉଥିବା ବେଳେ ତୈଳ କମ୍ପାନୀ ପକ୍ଷରୁ ଆଜି ପୁଣି ପେଟ୍ରୋଲ ଦରରେ ନିଆଁ ଲାଗିଛି ଅର୍ଥାତ…

ପେଟ୍ରୋଲ ଦରବୃଦ୍ଧିକୁ ନେଇ ବିକ୍ଷୋଭ କରିବ କଂଗ୍ରେସ, ୭ରୁ ୧୭ ବିକ୍ଷୋଭ ପ୍ରତିବାଦ

ଭୁବନେଶ୍ୱର: ସାରା ଦେଶରେ ଅହେତୁକ ଭାବରେ ବଢ଼ିବାରେ ଲାଗିଛି ପେଟ୍ରୋଲ ଓ ଡିଜେଲ ଦର । ଯାହାକୁ ବିରୋଧ କରିଛି କଂଗ୍ରେସ । କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଛି କଂଗ୍ରେସ । ଆଜି ଭୁବନେଶ୍ୱର କଂଗ୍ରେସ କାର୍ଯ୍ୟାଳୟରେ ଏକ ପ୍ରେସମିଟ୍ କରାଯାଇଛି । ପ୍ରତିବାଦ କରାଯିବା ନେଇ ଗଣମାଧ୍ୟମକୁ ସୂଚନା…

ଡରାଇଲାଣି ତେଳ ଦର

ଭୁବନେଶ୍ୱର: ଦିନକୁ ଦିନ ବଢ଼ିବାରେ ଲାଗିଛି ତେଳ ଦର । ସେ ପେଟ୍ରୋଲ ଡିଜେଲ ହେଉ ବା ଖାଇବା ତେଲ । ସବୁଦର ଏବେ ମହଙ୍ଗା ହେବାରେ ଲାଗିଛି । ଯାହାକି ସିଧା ସଳଖ ମଧ୍ୟବିତ୍ତଙ୍କ ମୁଣ୍ଡରେ ଚଢ଼କ ପଡିଛି । ପେଟ୍ରୋଲ ଦର ରାଜ୍ୟରେ ୧୦୦ ପାର କରି ସାରିଲାଣି । ଲକଡାଉନ ସମୟରେ ଲୋକେ କାମ ଧନ୍ଦା ନପାଇ…

ରାଜଧାନୀରେ ଶହେ ପାର ହେଲା ପେଟ୍ରୋଲ ଦର

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଶହେ ପାରକଲା ପେଟ୍ରୋଲ ଦର । କରୋନା ସମୟରେ ବଢ଼ି ଚାଲିଛି ପେଟ୍ରୋଲ ଦର । ଫଳରେ ଏହାକୁ ନେଇ ଜନସାଧାରଣଙ୍କ ଚିନ୍ତା ବଢ଼ି ଯାଇଛି । ଗୋଟିଏ ପଟେ କରୋନା ସମସ୍ତଙ୍କର ଜୀବିନ ଜୀବିକା ଛଡ଼ାଇ ନେଇଥିବା ବେଳେ ଏହି ସମୟରେ ପୁଣି ତୈଳ ଦର ବୃଦ୍ଧି ଜନତାଙ୍କ ଉପରେ…

ନୟାଗଡ଼ରେ ୧୦୦ ଛୁଇଁଲା ପେଟ୍ରୋଲ ଦର

ନୟାଗଡ଼: ରାଜ୍ୟରେ ବଢ଼ିଚାଲିଛି ପେଟ୍ରୋଲ ଓ ଡିଜେଲ ଦର । ଦେଶର ଅନେକ ରାଜ୍ୟରେ ୧୧୦ ପାର କଲାଣି ପେଟ୍ରୋଲ ଦର । ତେବେ ଓଡ଼ିଶାରେ ମଧ୍ୟ ପେଟ୍ରୋଲ ଦର ୧୦୦ ଉପରେ ଅତିକ୍ରମ କରିସାରିଲାଣି । ଆଜି ନୟାଗଡ଼ରେ ୧୦୦ ଛୁଇଁଛି ପେଟ୍ରୋଲ ଦର । ସେପଟେ ଡିଜେଲ ଦର ୯୭ ଟଙ୍କା ୫୮ ପଇସା ରହିଛି । ବାଲେଶ୍ୱର…