Odia News Portal
Browsing Tag

pipili election

ଲକଡାଉନରୁ ବାଦ୍ ପଡ଼ିଲା ପିପିଲି ଉପନିର୍ବାଚନ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଲକ୍ ଡାଉନ୍ ଘୋଷଣା ହୋଇଛି । ଚଳିତ ମେ ମାସ ୫ତାରିଖ ବୁଧବାର ସକାଳ ଠାରୁ ୧୯ତାରିଖ ବୁଧବାର ସକାଳ ପର୍ଯ୍ୟନ୍ତ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଘରଠାରୁ ୫୦୦ମିଟର ଦୂରତା ମଧ୍ୟରେ ସକାଳ ୬ରୁ ମଧ୍ୟାହ୍ନ ୧୨ଟା ଭିତରେ ଅତ୍ୟାବଶ୍ୟକ…

ପ୍ରାର୍ଥୀପତ୍ର ଦାଖଲ କଲେ କଂଗ୍ରେସ ଯୋଦ୍ଧା ବିଶ୍ୱ କେଶନ

ପିପିଲି: ପିପିଲି ଉପ-ନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ବିଶ୍ୱ କେଶନ ହରିଚନ୍ଦନ ମହାପାତ୍ର । ମଙ୍ଗଳପୁର ସ୍ଥିତ ବ୍ଲକ୍ କଂଗ୍ରେସ କାର୍ଯ୍ୟାଳୟରୁ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ବାହାରିଥିଲେ ବିଶ୍ୱକେଶନ । ପୁରୀ ଏଡିଏମଙ୍କ କାର୍ଯ୍ୟାଳୟରେ ପହଞ୍ଚି…

ମେ’୧୬ରେ ପିପିଲି ଭୋଟ୍, ୧୯ରେ ରେଜଲ୍ଟ

ଭୁବନେଶ୍ୱର: ପୁଣି ଆଉଥରେ ଘୁଞ୍ଚିଲା ପିପିଲି ଉପ-ନିର୍ବାଚନ ତାରିଖ । ଆସନ୍ତା ମେ’ ୧୬ରେ ହେବ ପିପିଲି ଉପ-ନିର୍ବାଚନ ।ସେହିଭଳି ମେ’ ୧୩ ତାରିଖ ସନ୍ଧ୍ୟାରୁ ହିଁ ପିପିଲି ପ୍ରଚାର ବନ୍ଦ ହେବ ବୋଲି ନିର୍ଵାଚନ କମିଶନଙ୍କ ନିର୍ଦ୍ଦେଶ | ପୂର୍ବରୁ ମେ’ ୧୩ରେ ନିର୍ବାଚନ ହେବା ନେଇ ତାରିଖ ସ୍ଥିର…

ପିପିଲି ଉପନିର୍ବାଚନ ପାଇଁ ରାଲି କରିବନି ବିଜେଡି

ଭୁବନେଶ୍ୱର: ରାଜ୍ୟରେ କରୋନାର ସଂକ୍ରମଣ ବଢିବାରେ ଲାଗିଛି। ସ୍ଥିତି ଦିନକୁ ଦିନ ସଙ୍ଗୀନ ହେବାରେ ଲାଗିଛି। ତେବେ ଏହାକୁ ନଜରରେ ରଖି ପିପିଲି ଉପନିର୍ବାଚନ ପାଇଁ ବିଜେଡି କରିବନି ରାଲି ଓ କ୍ୟାମ୍ପେନ । ଏନେଇ ଟ୍ୱିଟ କରି ସୂଚନା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ମହାମାରୀ…

ମନ୍ତ୍ରୀଙ୍କ ଗାଡ଼ି ଭଙ୍ଗାରୁଜା କଲେ ବିଜେପି କର୍ମୀ

ପିପିଲି: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ପିପିଲିରେ ଭର୍ଚୁଆଲ୍ ରାଲି କରିବେ । ଏହାପୂର୍ବରୁ ଆଜି ପିପିଲିରେ ରାଜନୈତିକ ପାଣିପାଗ ସରଗରମ ହୋଇଛି । କିଛି ସ୍ଥାନରେ ବିଜେଡି ଓ ବିଜେପି ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହେବା ଖବର ଆସିଛି । ଉଭୟ ଦଳ ଆକ୍ଷେପ ପ୍ରତିଆକ୍ଷେପ କରିଛନ୍ତି । ପିପିଲି…