ଆରମ୍ଭ ହେଲେ ସର୍ବଦଳୀୟ ବୈଠକ
ଭୁବନେଶ୍ବର() ପ୍ରଧାନମନ୍ତ୍ରୀ ଡାକିଥିବା ସର୍ବଦଳୀୟ ବୈଠକ ଆମ୍ଭ ହୋଇଯାଇଛି । ଏହି ବୈଠକ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧକ୍ଷତାରେ ଏହି ବୈଠକ ଡକାଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯୋଗ ଦେଇଛନ୍ତି ।…