Odia News Portal
Browsing Tag

PM Modi

ସଂସଦୀୟ ଦଳ ବୈଠକରେ ଜବାବ ମାଗିପାରନ୍ତି ପ୍ରଧାନମନ୍ତ୍ରୀ

ଚେତାବନି ପରେ ବି ସଂସଦରେ ଅନୁପସ୍ଥିତ ରହିଲେ ସାଂସଦ ।ସଂସଦର ଶୀତକାଳିନ ଅଧିବେଶନ ଶେଷ ହେବା ପୂର୍ବରୁ ବିଜେପି ସଂସଦୀୟ ଦଳ ବୈଠକ ଅନୁଷ୍ଠିତ ହେଉଛି । ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ଅନ୍ୟ ବରିଷ୍ଠ ନେତା ସାମିଲ ହେବାର ସମ୍ଭାବନା ରହିଛି । କିଛି ମିଡିଆ ରିପୋର୍ଟ…

ମୁମ୍ବାଇ କାନ୍ଥ ଭୁଷୁଡ଼ି ମୃତ୍ୟୁ ଘଟଣା, ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ମୁମ୍ବାଇରେ ପ୍ରବଳ ବର୍ଷା ହେତୁ ଦୁଇଟି ଭିନ୍ନ ସ୍ଥାନରେ ଘର ଭୁଶୁଡ଼ି ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି ପାଇଛି। ମୃତକ ପରିବାରକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମବେଦନା ଜଣାଇବା ସହ ୨ ଲକ୍ଷ ଲେଖାଏ ଅନୁକମ୍ପାମୂଳକ ରାଶି ଘୋଷଣା କରିଛନ୍ତି। କାନ୍ଥ ଭୁଶୁଡି ୧୯ ଜଣଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ଶରଦ ପାୱାର

ନୂଆଦିଲ୍ଲୀ: ଜାତୀୟ ରାଜନୀତିରେ ପୁଣି ଚର୍ଚ୍ଚାକୁ ଆସିଛନ୍ତି ଏନସିପି ନେତା ଶରଦ ପାୱାର । ଶରଦ ପାୱାର ଆଗାମୀ ରାଷ୍ଟ୍ରପତି ହେବା ନେଇ ଚର୍ଚ୍ଚା ଚାଲିଥିବା ବେଳେ ଆଜି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ଏଭଳି ଚର୍ଚ୍ଚାକୁ ବଢାଇଛନ୍ତି । ସେ ଆଜି ପ୍ରଧାନମନ୍ତ୍ରୀଙ୍କ ବାସଭବନରେ…

ଛାତ୍ରଛାତ୍ରୀଙ୍କ ସପକ୍ଷରେ କେନ୍ଦ୍ର: ରଦ୍ଦ ହେଲା ସିବିଏସଇ ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ: ଦେଶରେ ବୃଦ୍ଧି ପାଉଛି ସଂକ୍ରମଣ । ତେବେ କରୋନା ସଂକ୍ରମଣ ଏବଂ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି ।ଆଜି କେନ୍ଦ୍ର ସରକାର ସିବିଏସଇ ଦ୍ୱାଦଶ ଶ୍ରେଣୀ ପରୀକ୍ଷାକୁ ରଦ୍ଦ କରିଛନ୍ତି । ପ୍ରଧାନମନ୍ତ୍ରୀଙ୍କ ସହ ସିବିଏସଇର…

କରୋନାରେ ଅନାଥ ହୋଇଥିବା ପିଲାଙ୍କୁ ମିଳିବ ୧୦ ଲକ୍ଷ

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହର ବର୍ତ୍ତମାନ ଧିମା ପଡିଛି ସଂକ୍ରମଣର ମାତ୍ରା ଧିରେ ଧିରେ କମିବାରେ ଲାଗିଛି। ଲଗାତାର ତୃତୀୟ ଦିନରେ କରୋନାର ଦୈନିକ ସଂକ୍ରମଣ ଦୁଇ ଲକ୍ଷରୁ କମ୍ ଆସିଛି। କରୋନାର ଦ୍ୱିତୀୟ ଲହରରେ ମୃତ୍ୟୁ ସଂଖ୍ୟା ତିନି ହଜାରରୁ ଅଧିକ ରହିଛି| କରୋନା ସହିତ ବ୍ଲାକ…

ମମତାଙ୍କ ଗଡ଼ରେ ମୋଦୀଙ୍କ ଅଧଘଣ୍ଟା ଅପେକ୍ଷା

କୋଲକାତା: ପଶ୍ଚିମବଙ୍ଗରେ ବାତ୍ୟା ୟାସ୍‌ରେ ଘଟିଥିବା କ୍ଷୟକ୍ଷତି ଉପରେ ସମୀକ୍ଷା କରିଛନ୍ତିି ପ୍ରଧାନମନ୍ତ୍ରୀ ।ତେବେ ଏହି ବୈଠକକୁ ମମତା ବାନାର୍ଜୀ ୩୦ ମିନିଟ୍‌ ବିଳମ୍ବରେ ପହଞ୍ଚିଥିଲେ।ତେବେ କେବଳ ମୁଖ୍ୟମନ୍ତ୍ରୀ ନୁହେଁ ରାଜ୍ୟର ମୁଖ୍ୟ ସଚିବ ମଧ୍ୟ ବିଳମ୍ବରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ…

ଓଡିଶାକୁ ୫୦୦ କୋଟିର ସହାୟତା ଘୋଷଣା

.ବାତ୍ୟା ୟାସ୍‌ ପାଇଁ ମୋଟ୍‌ ହଜାରେ କୋଟି ଟଙ୍କା ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ .ମୃତକଙ୍କ ପରିବାରକୁ ମିଳିବ ୨ ଲକ୍ଷ ଟଙ୍କା . ମୁଖ୍ୟମନ୍ତ୍ରୀ ୨ଟି ଦୀର୍ଘସୂତ୍ରୀ ବ୍ୟବସ୍ଥା ଦାବି କଲେ

ସ୍ଥାୟୀ ବାତ୍ୟା ନିରୋଧୀ ଭିତ୍ତିଭୂମି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଦାବି

ଭୁବନେଶ୍ୱର: ପ୍ରଧାମନ୍ତ୍ରୀଙ୍କର ବାତ୍ୟା ସମୀକ୍ଷା ବୈଠକରେ ଓଡ଼ିଶାରେ ସ୍ଥାୟୀ ଦୀର୍ଘ ମିଆଦି ବ୍ୟବସ୍ଥା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇ ଗୁରୁତ୍ୱପୂର୍ଣ୍ଣ ଦାବି ରଖିଛନ୍ତି।ଓଡ଼ିଶା ବାରମ୍ବାର ବାତ୍ୟା ଦ୍ୱାରା ପ୍ରଭାବିତ ହେଉଥିବାରୁ ଏକ ଦୀର୍ଘ ମିଆଦି ବ୍ୟବସ୍ଥା କରିବା ପାଇଁ…

ଭୁବନେଶ୍ୱର ପହଞ୍ଚିଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର: ଓଡ଼ିଶା ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଓଡ଼ିଶାର ବାତ୍ୟା ପ୍ରଭାବିତ ଅଞ୍ଚଳର ଏରିୟାଲ ସର୍ଭେ କରିବା ସହ ସ୍ଥିତିର ସମୀକ୍ଷା କରିବେ ମୋଦୀ । ତେବେ ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ ନିମନ୍ତେ ବହୁ ବିଶିଷ୍ଟ ମାନ୍ୟଗଣ୍ୟ ବ୍ୟକ୍ତି ଯଥା…