Odia News Portal
Browsing Tag

PM Modi

ଆଜି ବାତ୍ୟା ପ୍ରଭାବିତ ଅଞ୍ଚଳର ଏରିୟାଲ ସର୍ଭେ କରିବେ ମୋଦୀ

ଭୁବନେଶ୍ୱର: ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାତ୍ୟା ପ୍ରଭାବିତ ଅଞ୍ଚଳର ଏରିୟାଲ ସର୍ଭେ କରିବା ସହ ସ୍ଥିତିର ସମୀକ୍ଷା କରିବେ ମୋଦୀ । ସକାଳ ୮ଟା ୫୦ରେ ନୂଆଦିଲ୍ଲୀରୁ ବାହାରି ୧୦ଟା ୫୦ରେ ଭୁବନେଶ୍ୱର ବିମାନବନ୍ଦରରେ ପ୍ରଧାନମନ୍ତ୍ରୀ ପହଁଚିବାର ସମୟ ଧାର୍ଯ୍ୟ…

ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ

ଭୁବନେଶ୍ୱର: ଆସନ୍ତାକାଲି ଓଡ଼ିଶା ଆସି ବାତ୍ୟା ୟାସର କ୍ଷୟକ୍ଷତି ସମୀକ୍ଷା କରିବେ ପ୍ରଧାନମନ୍ତ୍ରୀ । ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତାକାଲି ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାକୁ ଆକାଶମାର୍ଗରୁ ବୁଲି ଦେଖିବା ସହିତ ବାତ୍ୟା ସ୍ଥିତି ସମୀକ୍ଷା କରିବେ । ଏହାପରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସି…

କରୋନା ବିରୋଧୀ ଲଢେଇରେ ଜିଲ୍ଲାପାଳମାନେ ସାଜିବେ କମାଣ୍ଡର

ଭୁବନେଶ୍ୱର: ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଥିବା ସମୟରେ ମଙ୍ଗଳବାର ଦିନ ଏକ ଭିଡିଓ କନଫେରେନ୍ସିଂ ମାଧ୍ୟମରେ କିଛି ଜିଲ୍ଲାପାଳଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି । ଏହା ବ୍ୟତୀତ କରୋନା ବିରୋଧୀ ଲଢେଇରେ ଜିଲ୍ଲାପାଳ ମାନେ ସ୍ଥାନୀୟ ନିୟନ୍ତ୍ରଣ କ୍ଷେତ୍ର, ଟେଷ୍ଟିଂ ସଂଖ୍ୟା ବୃଦ୍ଧି…

ତଉକତେ ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

ନୂଆଦିଲ୍ଲୀ : ଆରବ ସାଗରରେ ସୃଷ୍ଟି ସାମୁଦ୍ରିକ ଝଡ଼ ତଉକତେର ମୁକାବିଲା ପାଇଁ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରସ୍ତୁତି ନେଇ ବିଭାଗୀୟ ମନ୍ତ୍ରୀ ଓ ଅଧିକାରୀଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ । ବୈଠକରେ ଜାତୀୟ ବିପର୍ଯ୍ୟୟ ପରିଚାଳନା…

ମନ୍ କି ବାତ୍: ଧୈର୍ଯ୍ୟ ଓ ସହନଶୀଳତାର ପରୀକ୍ଷା ନେଉଛି କରୋନା

ନୂଆଦିଲ୍ଲୀ: ଆଜି ମାସିକ ରେଡ଼ିଓ କାର୍ଯ୍ୟକ୍ରମ ‘ମନ୍ କି ବାତ୍’ର ୭୬ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, କୋଭିଡ୍‌-୧୯ର ପ୍ରଥମ ପ୍ରବାହକୁ ସଫଳତାର ସହ ମୁକାବିଲା କରିବା ପରେ ଦେଶର ମନୋବଳ ସୁଦୃଢ଼ ହୋଇଥିଲା କିନ୍ତୁ, ଏଥରର କରୋନା ‘ତୋଫାନ୍’ ଦେଶକୁ ବିପର୍ଯ୍ୟସ୍ତ କରି…

ମୋଦିଙ୍କ ଫୋକସରେ ଗ୍ରାମୀଣ ଭାରତର ବିକାଶ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ପଞ୍ଚାୟତରାଜ ଦିବସରେ ଭିଡିଓ କନଫରେନ୍ସିଂ ଜରିଆରେ ସ୍ଵାମୀତ୍ୱ ଯୋଜନା ଅନ୍ତର୍ଗତ ଇ-ସମ୍ପତ୍ତି କାର୍ଡ ବଣ୍ଟନ ଆରମ୍ଭ କରିଛନ୍ତି। ଏହି ଅବସରରେ ୪.୯ ଲକ୍ଷ ସମ୍ପତ୍ତି ମାଲିକଙ୍କୁ ସେମାନଙ୍କର ଇ-ପ୍ରପର୍ଟି କାର୍ଡ ଦିଆଯାଇଥିଲା,…

କରୋନା ସ୍ଥିତି ନେଇ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ସାଙ୍ଘାତିକ ହେଉଥିବା ସମୟରେ ହସ୍ପିଟାଲରେ ବେଡ୍ ଅଭାବ, ଆକ୍ରାନ୍ତଙ୍କୁ ଚିକିତ୍ସାରେ ଅବହେଳା ଓ ଅକ୍ସିଜେନର ଅଭାବ ଭଳି ସମସ୍ୟା ସାମ୍ନାକୁ ଆସିବାରେ ଲାଗିଛି । ତେଣୁ ଦେଶରେ କରୋନା ସ୍ଥିତି ଓ ଏହାର ମୁକାବିଲା ପାଇଁ ସ୍ୱାସ୍ଥ୍ୟ ଭିତିଭୂମିର ସମୀକ୍ଷା…

ଲକଡାଉନ୍ ହେଉ ଅନ୍ତିମ ବିକଳ୍ପ : ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଦେଶରେ କରୋନାର ଦ୍ୱିତୀୟ ଲହର ଦେଶରେ ହାହାକାର ସୃଷ୍ଟି କଲାଣି । ଦେଶରେ ଅଧିକାଂଶ ରାଜ୍ୟ ଲକଡାଉନ୍, ସଟଡାଉନ୍ ପନ୍ଥା ଆପଣାଇଲେଣି । ଦେଶରେ ସ୍ଥିତି ବିଗିଡିଗଲାଣି । ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟ ଲହର ସ୍ଥିତିରେ ପ୍ରଥମ ଥର ପାଇଁ…

ଭାରତ ଗସ୍ତ ବାତିଲ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦେଖି ଭାରତ ଗସ୍ତ ବାତିଲ କରିଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ। ଏପ୍ରିଲ ୨୫ରେ ସେ ଭାରତ ଆସିବାର ଯୋଜନା ରହିଥିଲା। କିନ୍ତୁ କରୋନା ସ୍ଥିତିକୁ ଦେଖି ଏବେ ଭାରତ ଗସ୍ତ ବାତିଲ କରିଛନ୍ତି ବୋରିସ ଜନସନ ।…