Odia News Portal
Browsing Tag

PM Modi

କୋଭାକ୍ସିନ ଟିକାର ଦ୍ୱିତୀୟ ଡୋଜ୍ ନେଲେ ପ୍ରଧାନମନ୍ତ୍ରୀ

ଭୁବନେଶ୍ବର: ଆଜି କରୋନା ଟିକା କୋଭାକ୍ସିନର ଦ୍ୱିତୀୟ ଡୋଜ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଦିଲ୍ଲୀ ଏମ୍ସରେ କୋଭାକ୍ସିନ ଟିକା ନେବା ସହ ଲୋକଙ୍କୁ ଭ୍ୟାକ୍ସିନ ନେବା ପାଇଁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ। କହିଛନ୍ତି ଭୂତାଣୁକୁ ହରାଇବା ପାଇଁ ଟିକାକରଣ ଆମ ପାଖରେ ଏକ…

କଲର ନୁହେଁ କଣ୍ଟେଣ୍ଟ ଉପରେ ହେଉ ଚର୍ଚ୍ଚା

ନୂଆଦିଲ୍ଲୀ: ଲୋକସଭାରେ କଂଗ୍ରେସକୁ ମୋଦିଙ୍କ ଟାର୍ଗେଟ | ନୂଆ କୃଷି ଆଇନ୍‌ ସମ୍ବନ୍ଧରେ କହିବା ସହ କଂଗ୍ରେସ ଉପରେ ବର୍ଷିଛନ୍ତି ପ୍ରଧାନମନ୍ତ୍ରୀ । ସେ କହିଛନ୍ତି, କରୋନା କାଳରେ ୩ କୃଷି ଆଇନ୍‌ ଆସିଛି। କୃଷି କ୍ଷେତ୍ରରେ ସୁଧାର ପାଇଁ ନୂଆ ଆଇନ୍‌ର ଆବଶ୍ୟକତା ରହିଛି। ଦୀର୍ଘ ବର୍ଷ ହେଲା…

ସହିଦଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ୭୨ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଜାତୀୟ ଯୁଦ୍ଧ ସ୍ମାରକୀ’ରେ ପୁଷ୍ପମାଲ୍ୟ ଅର୍ପଣ କରି ସହିଦ ଯବାନମାନଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଦେଶ ୭୨ତମ ସାଧାରଣତନ୍ତ୍ର ଦିବସ ପାଳନ କରୁଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଜପଥରେ ପହଞ୍ଚିବା ପରେ…

ମୋଦିଙ୍କ କାମରେ ଖୁସ୍ ଓଡ଼ିଶାବାସୀ

ଭୁବନେଶ୍ୱର: ମୋଦିଙ୍କ ଉପରେ ଖୁସି ଓଡ଼ିଶାବାସୀ | ଜାତୀୟ ଗଣମାଧ୍ୟମ ଆଇଏଏନଏସ ଓ ସି- ଭୋଟର ସର୍ଭେ ଏହି ରିପୋର୍ଟ ପ୍ରକାଶ କରିଛି । ଏହି ସର୍ଭେରେ ଦେଶର ସମସ୍ତ ୫୪୩ ଲୋକସଭା ଆସନରୁ ଲୋକମାନେ ଅଂଶଗ୍ରହଣ କରିଛନ୍ତି। ଏହି ସର୍ଭେରେ ୩୦ ହଜାରରୁ ଅଧିକ ଲୋକ ଜଡିତ ଅଛନ୍ତି । ଗତ ୧୨ ସପ୍ତାହ…

ଦେଶରେ ଟିକାକରଣର ଶୁଭାରମ୍ଭ

ନୂଆଦିଲ୍ଲୀ: ସାରା ଦେଶରେ ଆରମ୍ଭ ହେଲା କରୋନା ଟିକାକରଣର ମହାସମର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକକଲ୍ୟାଣ ମାର୍ଗରୁ ଟିକା ଅଭିଯାନର ଶୁଭାରମ୍ଭ କରିଛନ୍ତି । ପ୍ରଥମ ପର୍ଯ୍ୟାୟରେ ଦେଶରେ କୋଭିଡ୍ ଯୋଦ୍ଧା ଓ ଫ୍ରଣ୍ଟଲାଇନ୍ କର୍ମଚାରୀଙ୍କୁ ଟିକା ଦିଆଯାଉଛି । ଦେଶର ସମୁଦାୟ ୩୦୦୦…

ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ : କୋଭିଡ୍ ଟିକାକୁ ନେଇ ଅପେକ୍ଷାର ହେଲା ଅନ୍ତ | ଏଥର ଦେଶବାସୀଙ୍କୁ ମିଳିବ ପ୍ରଥମ ସ୍ୱଦେଶୀ କରୋନା ଟିକା । କୋଭାକ୍ସିନକୁ ଜରୁରିକାଳୀନ ପ୍ରୟୋଗ ପାଇଁ ଅନୁମତି ମିଳିଛି । ଏନେଇ ଭାରତ ବୈୟୋଟିକକୁ ଅଭିନନ୍ଦନ ଜଣାଇଛନ୍ତି ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି |କୋଭିଡ ମୁକ୍ତ ଦେଶ…

ଦେଶବାସୀଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ମୋଦୀ ଚଳିତ ବର୍ଷ ଶେଷ ମନ୍ କୀ ବାତ୍‌ରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ସେ ଆତ୍ମନିର୍ଭର ଭାରତ ଉପରେ ଫୋକସ କରିଛନ୍ତି । ମୋଦୀ କହିଛନ୍ତି ଯେ, ଦେଶରେ ନୂଆ ସାମର୍ଥ୍ୟ ସୃଷ୍ଟି ହେଉଛି । ଏହା ହେଉଛି ଆତ୍ମନିର୍ଭରତା । ଦେଶରେ ଉତ୍ପାଦିତ…

ଜମ୍ମୁ-କାଶ୍ମୀରରେ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କଲେ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦୀ ଜମ୍ମୁ-କାଶ୍ମୀରରେ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଯୋଜନାର ଶୁଭାରମ୍ଭ କରିଛନ୍ତି । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଭିଡିଓ କନଫରେନ୍ସିଂରେ ଯୋଗ ଦେଇଥିଲେ । ଏହାସହ ଉପରାଜ୍ୟପାଳ ମନୋଜ ସିହ୍ନା ମଧ୍ୟ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ…

ଚାଷୀଙ୍କ ପାଇଁ ରାଷ୍ଟ୍ରପତିଙ୍କୁ ଭେଟିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ

ଦେଶରେ ଚାଲିଥିବା କୃଷି ଆନ୍ଦୋଳନକୁ ନେଇ ରାଜନୀତି ସରଗରମ ରହିଛି । ଗୁରୁବାର ଦିନ କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ୨ କୋଟି ଲୋକଙ୍କ ଦସ୍ତଖତ ସହିତ ସ୍ମାରକପତ୍ର ହସ୍ତାନ୍ତର କରିଛନ୍ତି। ଅପରପକ୍ଷରେ ପ୍ରିୟଙ୍କା ଗାନ୍ଧୀଙ୍କୁ ପୋଲିସ ନିଜ ହେପାଜତକୁ ନେଇଛି।…

ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମେରିକାର ସବୁଠାରୁ ବଡ଼ ସମ୍ମାନ

ଭାରତ ଓ ଆମେରିକା ମଧ୍ୟରେ ଥିବା ସମ୍ପର୍କକୁ ଆହୁରି ମଜବୁତ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମେରିକାର ପ୍ରତିଷ୍ଠିତ ‘ଲିଜନ୍ ଅଫ୍ ମେରିଟ୍’ ଆଓ୍ୱାର୍ଡ ସମ୍ମାନରେ ସମ୍ମାନିତ କରାଯାଇଛି । ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମୋଦୀଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି ।…