Odia News Portal
Browsing Tag

pmo india

ଆରବିଆଇ ରିଟେଲ ଡାଇରେକ୍ଟ ଏବଂ ସମନ୍ୱିତ ଲୋକପାଳ ଯୋଜନାର ଶୁଭାରମ୍ଭ

ନୂଆଦିଲ୍ଲୀ: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ରିଟେଲ ଡାଇରେକ୍ଟ ଯୋଜନା ଏବଂ ସମନ୍ୱିତ ଲୋକପାଳ ଯୋଜନା ଶୁକ୍ରବାର ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଛି । ଏହି ଦୁଇ ଗ୍ରାହକ କୈନ୍ଦ୍ରିକ ଯୋଜନାକୁ ପ୍ରଧାନମନ୍ତ୍ରୀ ଭର୍ଚୁଆଲ ପଦ୍ଧତିରେ ଶୁଭାରମ୍ଭ…

ଡିଜିଟାଲ ସ୍ୱାସ୍ଥ୍ୟ ମିଶନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜିଠାରୁ ସାରା ଦେଶରେ ଲାଗୁ ହୋଇଛି ଡିଜିଟାଲ ସ୍ୱାସ୍ଥ୍ୟ ମିଶନ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡ଼ିଓ କନଫରେନ୍ସିଂ ଜରିଆରେ ଏହାର ଶୁଭାରମ୍ଭ କରିଛନ୍ତି । ଏବେ ୬ଟି କେନ୍ଦ୍ରଶାସିତ ଅଞ୍ଚଳରେ ଏହା ପାଇଲଟ୍ ଭିତ୍ତିରେ କାର୍ୟ୍ୟକାରୀ ହେଉଛି । ପ୍ରଧାନମନ୍ତ୍ରୀଙ୍କ…

ଆଜି ଆମେରିକା ଉପରାଷ୍ଟ୍ରପତି କମଲା ହାରିସଙ୍କୁ ଭେଟିବେ ମୋଦୀ

ଓ୍ୱାଶିଂଟନ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତିନି ଦିନିଆ ଗସ୍ତରେ ଆମେରିକାରେ ପହଞ୍ଚିଛନ୍ତି। ଏହି ଗସ୍ତରେ ପ୍ରଧାନମନ୍ତ୍ରୀ ଅନେକ କାର୍ୟ୍ୟକ୍ରମରେ ଅଂଶଗ୍ରହଣ କରିବେ । ପ୍ରଧାନମନ୍ତ୍ରୀ ମୋଦି ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ସମେତ ଅନ୍ୟ ବିଶ୍ୱ ନେତାଙ୍କ ସହ ଆଲୋଚନା କରିବେ ଏବଂ…

ଆଫଗାନିସ୍ତାନ ହିନ୍ଦୁ ଶିଖ୍ ନାଗରିକଙ୍କୁ ଆଶ୍ରୟ ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ର୍ନିର୍ଦ୍ଦେଶ

ନୂଆଦିଲ୍ଲୀ: ଭାରତର ନାଗରିକତ୍ୱ ଗ୍ରହଣ କରିବାକୁ ଚାହୁଁଥିବା ଆଫଗାନିସ୍ତାନର ସଂଖ୍ୟା ଲଘୁଙ୍କୁ ଭାରତ ଆଶ୍ରୟ ଦେବ। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ଦ୍ଦେଶ ଦେଇଛନ୍ତି। ଆଫଗାନିସ୍ତାନକୁ ତାଲିବାନ ନିଜ ଦଖଲକୁ ନେଇଛି। ତେଣୁ ଆଫଗାନିସ୍ତାନରେ ରହୁଥିବା ସଂଖ୍ୟା ଲଘୁ ସଂଖ୍ୟା ଏବେ…

ଯାନବାହନ ସ୍କ୍ରାପେଜ ନୀତି ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଶୁଭାରମ୍ଭ

ନୂଆଦିଲ୍ଲୀ: ଦେଶରେ ଯାନବାହନ ସ୍କ୍ରାପେଜ ନୀତିକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପ୍ରଚଳନ କରିଛନ୍ତି। ଏହାଦ୍ୱାରା ଅଯୋଗ୍ୟ ହୋଇପଡିଥିବା ଏବଂ ପ୍ରଦୂଷଣକାରୀ ଯାନବାହନଗୁଡିକୁ ରାସ୍ତାରୁ ପର୍ଯ୍ୟାୟକ୍ରମେ ହଟାଇ ଦିଆଯାଇ ତାହାକୁ ପରିବେଶ ଉପଯୋଗୀ ପଦ୍ଧତିରେ ଭାଙ୍ଗି ଦିଆଯିବ।…

ଆଜି ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ ବୈଠକକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦ ବୈଠକକୁ ସମ୍ବୋଧିତ କରିବେ । ଭାରତ ପାଇଁ ସୁରକ୍ଷା ପରିଷଦର କୌଣସି ବୈଠକର ଅଧ୍ୟକ୍ଷତା କରିବାର ଏହା ହେଉଛି ପ୍ରଥମ ସୁଯୋଗ । ସଂଯୁକ୍ତ ରାଷ୍ଟ୍ର ସୁରକ୍ଷା ପରିଷଦରେ ସମୁଦ୍ରୀ ସୁରକ୍ଷା ରେ ଏକ…

ପଢ଼ନ୍ତୁ ମନ୍ କି ବାତ କାର୍ଯ୍ୟକ୍ରମରେ କଣ କହିଲେ ମୋଦି

ନୂଆଦିଲ୍ଲୀ: ମନ୍ କି ବାତ୍ ର ୭୮ତମ କାର୍ଯ୍ୟକ୍ରମ ପ୍ରଧାନମନ୍ତ୍ରୀ କରୋନା ଟିକାକରଣ ଅଭିଯାନ, ନୂଆ ଡ଼େଲଟା ପ୍ଲସ ଭେରିଆଣ୍ଟ ସମେତ ବିଭିନ୍ନ ତଥ୍ୟ ଉପରେ ଦେଶବାସୀଙ୍କୁ ସମ୍ବୋଧିତ କରୁଛନ୍ତି। ଆଜି ମନ୍ କି ବାତ୍ ରେ ପ୍ରଧାନମନ୍ତ୍ରୀ ପ୍ରଥମେ ଟୋକିଓ ଅଲିମ୍ପିକ୍ସ ପାଇଁ ଖେଳାଳିଙ୍କୁ ଶୁଭେଚ୍ଛା…

ଆଜି ସଦ୍ଧ୍ୟା ୫ଟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଆଜି ସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ନିଜ ଟ୍ୱିଟର ଆକାଉଣ୍ଟରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ତେବେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ କହ କହିବେ ତାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ମୋଦୀ ଶେଷ ଥର…

ମିଲଖା ସିଂହଙ୍କ ସହ କଥାହେଲେ ମୋଦି

ନୂଆଦିଲ୍ଲୀ: ଭାରତୀୟ ଖେଳ ଜଗତର ଚର୍ଚ୍ଚିତ ଚେହେରା ମିଲଖା ସିଂହଂ । ଉଡ଼ନ୍ତା ଶିଖ୍ ଭାବେ ପରିଚିତ ମିଲ୍ଖା ଏବେ ମଧ୍ୟ ସମ୍ପୂର୍ଣ୍ଣ ସୁସ୍ଥ ହୋଇନାହାନ୍ତି। ଦୌଡରେ ରେକର୍ଡ କରିଥିବା ଏହି କିମ୍ବଦନ୍ତ୍ରୀ ଖେଳାଳୀ ଏବେ କରୋନା କବଳରେ କବଳିତ । ତେବେ ଏପରି ସ୍ଥଳେ ମିଲଖାଙ୍କ ସହ କଥା ହୋଇଛନ୍ତି…