Odia News Portal
Browsing Tag

polic

ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର

କୁବେର ସରକାରୀ ବାବୁ ପ୍ରତାପ ସାମଲଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର । ଦୁର୍ନୀତି ବିରୋଧୀ ଅଭିଯାନ ଜରିଆରେ ସରକାର ଏପରି ଦୃଢ କାର୍ଯ୍ୟାନୁଷ୍ଠାନ ଗହଣ କରିଛନ୍ତି । ପ୍ରତାପ ଏବେ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଅଛନ୍ତି । ରାଜ୍ୟ ପୁଲିସ ହାଉସିଂ ନିଗମର ପୂର୍ବତନ ଡେପୁଟି…

ଭିଜିଲାନ୍ସ ଜାଲରେ ଫାଣ୍ଡି ଅଧିକାରୀ

ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲାର ମହାବିରୋଡ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲ । ୭ଟି ଘର ଓ ଫାର୍ମ ହାଉସରେ ଭିଜିଲାନ୍ସ ଚଢ଼ାଉ ଜାରି ରହିଛି । ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲାର ମହାବିରୋଡ ଫାଣ୍ଡି ଅଧିକାରୀ ସମରେନ୍ଦ୍ର ସାମଲ ।…

ଜିଲ୍ଲାରେ ପ୍ରତିଷ୍ଠା ହେବ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ

ରାଜ୍ୟରେ ୩୪ଟି ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟରେ ସମୁଦାୟ ୩୪ଟି ପୋଲିସ ଜିଲ୍ଲା ରହିଛି । ପ୍ରତ୍ୟେକ ପୋଲିସ ଜିଲ୍ଲାରେ ଗୋଟିଏ ଲେଖାଏଁ ଶିଶୁ ଅନୁକୂଳ ପୋଲିସ ଷ୍ଟେସନ ପ୍ରତିଷ୍ଠା କରିବା ପାଇଁ ମୁଖ୍ୟମନ୍ତ୍ରୀ…

ପୋଲିସ-ମାଓବାଦୀ ଗୁଳିବିନିମୟ, ଯବାନଙ୍କ ଗୁଳିରେ ମହିଳା ମାଓବାଦୀ ନିହତ

ମାଲକାନଗିରି ମାଥିଲି ଥାନା ଅନ୍ତର୍ଗତ ତୁଳସୀ ପାହାଡରେ ପୋଲିସ ଓ ମାଓବାଦୀ ଗୁଳି ବିନିମୟ । ପୋଲିସ ଗୁଳିରେ ତିନି ଜଣ ମାଓବାଦୀର ମୃତ୍ୟୁ ହୋଇଥିବା ସୂଚନା । ନିହତ ୩ ମାଓବାଦୀଙ୍କ ମଧ୍ୟରୁ ୨ ଜଣ ମହିଳା ଓ ଜଣେ ପୁରୁଷ ରହିଥିବା ସୂଚନା ମିଳିଛି । ସେପଟେ ମାଓବାଦୀଙ୍କ ଗୁଳିରେ ଜଣେ ଏସ୍ ଓଜି…

ମାନସ ଦାସଙ୍କ ଘରେ ପୋଲିସ ରେଡ

ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସଙ୍କ ଘରେ ରେଡ଼୍ କଲା ପୋଲିସ୍ । ନିଜକୁ ଗୁରୁଜୀ ଆଖ୍ୟା ଦେଇଥିବା ମାନସଦାସ ଙ୍କ ଭୁବନେଶ୍ୱର ଘରେ ଯାଞ୍ଚ କରୁଛି ଖୋର୍ଦ୍ଧା ପୋଲିସ୍ ।ଏନେଇ ସୁଚନା ଦେଇଛନ୍ତି ଖୋର୍ଦ୍ଧା ଏସଡ଼ିପିଓ ସୁଶିଲ ମିଶ୍ର । କେବଳ ଏତିକି ନୁହେଁ ଦୀର୍ଘ ଦିନରୁ ଚାଲି…

ପୋଲିସ ନିକଟରେ ଆତ୍ମସମର୍ପଣ କଲା ହାର୍ଡକୋର ମାଓବାଦୀ

ପୋଲିସ ପାଖରେ କେକେବିଏନ ଡିଭିଜନ ହାର୍ଡକୋର ମାଓବାଦୀ କଲା ଆତ୍ମସମର୍ପଣ । ସାମ୍ବାଦିକ ସମ୍ବିଳନୀ ରେ ସୂଚନା ଦେଲେ ଉତ୍ତରାଞ୍ଚଳ ଡ଼ିଆଇଜି। ବଲାଙ୍ଗୀର ସୀମାବର୍ତୀ ବୌଦ୍ଧ-କନ୍ଧମାଳ ସୀମାରୁ ଗତ ୧୬ତାରିଖରେ ଜଣେ ସନ୍ଦିଗ୍ଧ ହାର୍ଡକୋର ମାଓବାଦୀ ଗିରଫ ଘଟଣାର ଆଜି ସାମ୍ବାଦିକ ସମ୍ମିଳନୀରେ…