ଇନ୍ସପେକ୍ଟର-ଏସଆଇଙ୍କ କ୍ଷମତା ବଢ଼ିଲା
ରାଜ୍ୟରେ ଇନ୍ସପେକ୍ଟର ଏବଂ ଏସଆଇଙ୍କ କ୍ଷମତାକୁ ବଢ଼ାଯାଇଛି। ଏଣିକି ସେମାନେ ଏସସି/ଏସଟି ମାମଲାର ତଦନ୍ତ କରିପାରିବେ। ତଦନ୍ତ ସହ ଗିରଫ ଓ ସ୍ବତନ୍ତ୍ର ଅଦାଲତରେ ମାମଲା ଦାଖଲ ମଧ୍ୟ କରିପାରିବେ। ପୂର୍ବରୁ ଡିସିପି ପାହ୍ୟାର ଅଧିକାରୀଙ୍କୁ ଏହି କ୍ଷମତା ମିଳିଥିଲା। ଏନେଇ ଗୃହ ବିଭାଗ…