Odia News Portal
Browsing Tag

police dg abhaya

କୋରାପୁଟ ଗସ୍ତରେ ପୋଲିସ ଡ଼ିଜି

କୋରାପୁଟ : କୋରାପୁଟ ଗସ୍ତରେ ପୋଲିସ ଡ଼ିଜି ଅଭୟ । ଆଇନ ଶୃଙ୍ଖଳା ଓ ମାଓ ମୁକାବିଲା ନେଇ କୋରାପୁଟ ଡିଆଇଜିଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରିଛନ୍ତି ପୋଲିସ ଡ଼ିଜି । ଅତିରିକ୍ତ ଡ଼ିଜି ଯଶୋବନ୍ତ ଜେଟୁଆ ଏବଂ ୬ଟି ଜିଲ୍ଲାର ଏସପିଙ୍କ ବରିଷ୍ଠ ପୋଲିସ ଅଧିକାରୀମାନେ ଏହି ବୈଠକରେ ଉପସ୍ଥିତ ଥିଲେ ।…

ଟିକା ନେଲେ ପୋଲିସ ଡିଜି ଅଭୟ

କଟକ: ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ କରୋନା ଟିକାକରଣ । ଦ୍ୱିତୀୟ ପର୍ଯ୍ୟାୟରେ ମୋଟ ୧୬ହଜାର ସମ୍ମୁଖ ଯୋଦ୍ଧା ଟିକା ନେବାକୁ ପଞ୍ଜିକୃତ ହୋଇଛନ୍ତି। ପ୍ରଥମ ପର୍ଯ୍ୟାୟ ଟିକାକରଣରେ ସ୍ୱାସ୍ଥ୍ୟକର୍ମୀଙ୍କୁ ଟିକା ଦିଆଯାଇ ଥିବା ବେଳେ ଦ୍ୱିତୀୟ ପର୍ଯ୍ୟାୟରେ ଗୃହ ଓ ନଗର ଉନ୍ନୟନ ଏବଂ ରାଜସ୍ୱ ବିଭାଗ…

ତୃତୀୟ ସ୍ଥାନରେ ଓଡ଼ିଶା ପୋଲିସ

ଭୁବନେଶ୍ୱର: ପୋଲିସ ରାକିଂରେ ଓଡ଼ିଶା ପୋଲିସକୁ ବଡ଼ ସଫଳତା । ପୋଲିସ ରାକିଂରେ ୩ୟ ସ୍ଥାନରେ ଓଡ଼ିଶା ପୋଲିସ । ୧୮ଟି ବଡ଼ ଏବଂ ମଧ୍ୟମ ରାଜ୍ୟ ମଧ୍ୟରେ ଓଡ଼ିଶା ପୋଲିସ ତୃତୀୟ ସ୍ଥାନରେ ରହିଛି । ଏ ନେଇ ଟୁଇଟ କରି ଖୁସି ବ୍ୟକ୍ତ କଲେ ପୋଲିସ ଡିଜି । ଇଣ୍ଡିଆ ଜଷ୍ଟିସ ରିପୋର୍ଟ…

ରାଜ୍ୟରେ କମିଛି ଅପରାଧ: ଡିଜିପି

ଭୁବନେଶ୍ୱର: ୬୨ତମ ବରିଷ୍ଠ ପୋଲିସ୍ ଅଧିକାରୀଙ୍କ ସମ୍ମିଳନୀକୁ ପୋଲିସ ଡିଜି ଅଭୟ ଗତକାଲି ଉଦଘାଟନ କରିଥିଲେ । ଏହି ଅବସରରେ ସମ୍ମିଳନୀକୁ ସମ୍ବୋଧନ କରି ସେ କହିଛନ୍ତି ଯେ, ୨୦୨୦ରେ ପୋଲିସ ବାହିନୀ ଭଲ ଭାବେ କରୋନା ମୁକାବିଲା କରିଛି। କରୋନା ସହ ଲଢ଼େଇରେ ୪୭ ଜଣ କର୍ମଚାରୀ ପ୍ରାଣ ହରାଇଛନ୍ତି…

ପୋଲିସ ଡିଜି ଭାବେ ଦାୟିତ୍ୱ ନେଲେ ଅଭୟ

କଟକ() ପୋଲିସ ଡିଜି ଭାବେ ଦାୟିତ୍ୱ ଗ୍ରହଣ କଲେ ୧୯୮୬ ବ୍ୟାଚର ଆଇପିଏସ ଅଫିସର ଅଭୟ ।କଟକ ପୋଲିସ ମୁଖ୍ୟାଳୟ ଠାରେ ଅଭୟଙ୍କୁ ଦିଆଯାଇଛି ଅଭିବାଦନ । ପୂର୍ବରୁ ସେ ଜାତୀୟ ପୋଲିସ ଏକାଡେମୀର ନିର୍ଦ୍ଦେଶକ ଥିଲେ । ତେବେ ଅଗ୍ନି ନିରାପତ୍ତା ସାର୍ଟିଫିକେଟ୍ ଦେବାରେ ଅନିୟମିତତା ଅଭିଯୋଗରେ…