ଆସନ୍ତାକାଲି ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା,ଆସନ୍ତୁ ଜାଣିବା ପ୍ରଶାସନ ବ୍ୟବସ୍ଥା
ପୁରୀ (): ଆସନ୍ତାକାଲି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ଘୋଷଯାତ୍ରା । ଶ୍ରୀଗୁଣ୍ଡିଚା, ବାହୁଡ଼ା, ସୁନାବେଶ ଠାରୁ ଆରମ୍ଭ କରି ନିଳାଦ୍ରିବିଜେ ପାଇଁ ପୁଲିସ ପକ୍ଷରୁ ଟ୍ରାଫିକ୍ ନିୟନ୍ତ୍ରଣ ବ୍ୟବସ୍ଥା କରାଯାଇଛି । ଯାନବାହନ ଚଳାଚଳର ଗତିପଥ ସହ ୧୮ଟି ସ୍ଥାନରେ ପାର୍କିଂ ବ୍ୟବସ୍ଥା…
