Odia News Portal
Browsing Tag

political news odisha

ମାଟ୍ରିକ ଓ ଯୁକ୍ତ୨ ପରୀକ୍ଷା ତାରିଖରେ ହେବନାହିଁ ପରିବର୍ତ୍ତନ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଘୁଞ୍ଚିବ ନାହିଁ ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ତାରିଖ । ଆଜି ସ୍କୁଲ୍ ଓ ଗଣ ଶିକ୍ଷାମନ୍ତ୍ରୀ ସମୀର ରଞ୍ଜନ ଦାଶ ଏନେଇ ସ୍ପଷ୍ଟ ସୂଚନା ପ୍ରଦାନ କରିଛନ୍ତି ।ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ପୂର୍ବରୁ ମାଟ୍ରିକ ଓ ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷ ଛାତ୍ରଛତ୍ରୀଙ୍କ ପାଇଁ ଧାର୍ଯ୍ୟ

ରାଜଧାନୀ ଦିଲ୍ଲୀରେ ସମସ୍ତ ସ୍କୁଲ-କଲେଜ୍ ବନ୍ଦ

ନୂଆଦିଲ୍ଲୀ: ସମଗ୍ର ଦେଶରେ କରୋନାର ଦ୍ଵିତୀୟ ଲହର ଆରମ୍ଭ ହୋଇଯାଇଛି | ଦୈନିକ ଲକ୍ଷାଧିକ ସଂଖ୍ୟାରେ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ତେବେ ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ପରିସ୍ଥିତିକୁ ଦୃଷ୍ଟିରେ ରଖି ଆଜି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ବଡ

‘ସମଲେଇ’ ଯୋଜନାରେ ମୁଖ୍ୟମନ୍ତ୍ରୀଙ୍କ ଆକର୍ଷଣୀୟ ପ୍ୟାକେଜ୍ ଘୋଷଣା

*ଥଇଥାନ ଓ ପୁନର୍ବାସ ପ୍ୟାକେଜ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ *ପୂଜାରୀଙ୍କ ପାଇଁ ଜମି ବଦଳରେ ଜମି ଓ ଘର ପାଇଁ ସହାୟତା *ପ୍ରକଳ୍ପ କୁ ଆଗେଇ ନେବା ପାଇଁ ସମସ୍ତ ଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ ।

ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ

ଭୁବନେଶ୍ୱର: ଆଜି ଅପରାହ୍ଣରେ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ତେବେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ଆଜି କି ବାର୍ତ୍ତା ଦେବେ ତା ଉପରେ ରହିଛି ସମସ୍ତଙ୍କ ନଜର । ରାଜ୍ୟରେ ଲଗାତାର ବଢାଚାଲିଛି କରୋନା ସଂକ୍ରମଣ । କରୋନା ସଂପର୍କରେ ମୁଖ୍ୟମନ୍ତ୍ରୀ

ସଂକ୍ରମଣ ବୃଦ୍ଧିକୁ ଦେଖି ଘରମୁହାଁ ପ୍ରବାସୀ ଶ୍ରମିକ

ଭୁବନେଶ୍ବର: ରାଜ୍ୟରେ ହୁ ହୁ ହୋଇ ବୃଦ୍ଧି ପାଇ ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଆଜି ଗୋଟିଏ ଦିନରେ ସଂକ୍ରମିତଙ୍କ ସଂଖ୍ୟା ୧୨୮୨ରେ ପହଞ୍ଚି ଥିବା ସମୟରେ ରାଜ୍ୟରେ ନାଇଟ କର୍ଫ୍ୟୁ ଓ ସାପ୍ତାହିକ ଲକ୍‌ଡାଉନ୍‌ ପରି କଟକଣା ଆରମ୍ଭ ହୋଇଯାଇଛି। ତେବେ ସଂକ୍ରମଣ ବୃଦ୍ଧିକୁ ନଜରରେ ରଖି ପ୍ରବାସୀ