ନାଇଟ୍ କର୍ଫ୍ୟୁ ସମୟରେ ଜାରି ରହିବ ଏହି ସବୁ ସେବା
ଭୁବନେଶ୍ୱର: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡ଼ିଶାର ୧୦ଟି ଜିଲ୍ଲାରେ ଲାଗୁ ହୋଇଛି ନାଇଟ୍ କର୍ଫ୍ୟୁ । କରୋନା ସଂକ୍ରମଣ ଦିନକୁ ଦିନ ପୁଣି ବଢୁଥିବା ବେଳେ ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ କଟକଣା ଜାରି କରିଛନ୍ତି ରାଜ୍ୟ ସରକାର । ତେବେ ଏହି ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ସୁନ୍ଦରଗଡ଼,!-->…