Odia News Portal
Browsing Tag

political news odisha

ସ୍ୱେଚ୍ଛାକୃତ ଅବସର ପରେ ପାଣ୍ଡିଆନ୍‌ଙ୍କୁ କ୍ୟାବିନେଟ ପାହ୍ୟା

5T ଅଧ୍ୟକ୍ଷ ହେଲେ ଭି.କେ ପାଣ୍ଡିଆନ । 5T ଓ ନବୀନ ଓଡ଼ିଶାର ଚେୟାରମ୍ୟାନ ହେଲେ । VRS ପରେ ପାଣ୍ଡିଆନଙ୍କୁ ଚେୟାରମ୍ୟାନ ନିଯୁକ୍ତି ଦିଆଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରିବେ ପାଣ୍ଡିଆନ୍‌ । ଗତକାଲି ତାଙ୍କୁ ସ୍ୱେଚ୍ଛାକୃତ ଅବସର ଦିଆଯାଇଥିଲା । ଗତ ୨୦ ତାରିଖରେ ସେ…

ଚାକିରିରୁ ଇସ୍ତଫା ନେଲେ 5-T ସଚିବ ଭିକେ ପାଣ୍ଡିଆନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ତଥା ଫାଇଭ ଟି ସଚିବ ଭିକେ କାର୍ତ୍ତିକେୟନ ପାଣ୍ଡିଆନ ପ୍ରଶାସନିକ ଚାକିରିରୁ ସ୍ଵେଚ୍ଛାକୃତ ଅବସର ନେଇଛନ୍ତି। ପାଣ୍ଡିଆନଙ୍କ ଭିଆରଏସକୁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ମଞ୍ଜୁର କରିଛନ୍ତି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ଏସିଏସଙ୍କୁ…

କଂଗ୍ରେସ ପରେ ଏବେ ବାଚସ୍ପତି ନିର୍ବାଚନକୁ ବର୍ଜନ କରିବ ବିଜେପି

ଆଗକୁ ହେବାକୁ ଥିବା ବାଚସ୍ପତି ନିର୍ବାଚନକୁ ଗତକାଲି କଂଗ୍ରେସ ବୟକଟ୍‌ କରିଥିବା ବେଳେ ଏହାକୁ ଏବେ ଭାରତୀୟ ଜନତା ପାର୍ଟି (ବିଜେପି) ମଧ୍ୟ ବର୍ଜନ କରିବ ବୋଲି ସୂଚନା ରହିଛି। ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ବିଧାୟକ ନାଉରୀ ନାୟକ ଏହି ସୂଚନା ଦେଇଛନ୍ତି। ସେ ତାଙ୍କ ମତ ରଖି…

ନିଲମ୍ବନ କରି ମୋତେ ଆଗକୁ ବଢିବାକୁ ସଙ୍କେତ ଦେଇଛନ୍ତି: ମନ୍ମଥ

କଂଗ୍ରେସରୁ ନିଲମ୍ବନକୁ ନେଇ ତାଚ୍ଛଲ୍ୟ କଲେ ସୁରଙ୍କ ପୁଅ ମନ୍ମଥ । ରାଜ୍ୟ କଂଗ୍ରେସ ଓ ବିଧାୟକ ସାଲୁଜାଙ୍କ ଉପରେ ଧୂମ୍ ବର୍ଷିଲେ ମନ୍ମଥ ରାଉତରାୟ । ମୁଁ ସନ୍ତୋଷ ସିଂ ସାଲୁଜାଙ୍କ ଜଣେ ବିଜ୍ଞ ବ୍ୟକ୍ତି ବୋଲି ଭାବୁଥିଲି । ମୋ ବ୍ୟାକ୍‌ଗ୍ରାଉଣ୍ଡ ନଜାଣି ମୋତେ ପିସିସି ସଦସ୍ୟ କରିଥିଲେ । …

ମହିଳା ହୋମଗାର୍ଡଙ୍କ ଆତ୍ମହତ୍ୟା ଉଦ୍ୟମ ମାମଲା; NHRCଙ୍କୁ ଭେଟି ଫେରାଦ ହେଲା ରାଜ୍ୟ ବିଜେପି

ନିର୍ଯାତିତା ମହିଳା ହୋମଗାର୍ଡଙ୍କ ଆତ୍ମହତ୍ୟା ଉଦ୍ୟମ ମାମଲା ନୂଆ ମୋଡ଼ ନେଇଛି । NHRCଙ୍କୁ ଭେଟି ଲିଖିତ ଫେରାଦ ହେଲା ରାଜ୍ୟ ବିଜେପି । ଲେଖାଶ୍ରୀ ସାମନ୍ତସିଂହାର, ଗୋଲକ ମହାପାତ୍ର ପ୍ରମୁଖ ଭେଟି NHRCଙ୍କୁ ଭେଟି ଲିଖିତ ଫେରାଦ ହୋଇଛନ୍ତି । ଘଟଣାର ତଦନ୍ତ କରାଯିବ ବୋଲି NHRC…

ନବୀନ ମନ୍ତ୍ରିମଣ୍ଡଳରେ ତିନି ନୂଆ ସଦସ୍ୟ

ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ସାରଦା ନାୟକ ଆଜି ରାଜ୍ୟ ମନ୍ତ୍ରିମଣ୍ଡଳରେ ନୂଆ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତିନି ବିଧାୟକ ନିଜ ନିଜ ଅଞ୍ଚଳର ଟାଣୁଆ ଓ ପ୍ରଭାବଶାଳୀ ନେତା ଭାବେ ଜଣାଶୁଣା। ଗଞ୍ଜାମ ଜିଲ୍ଲାରୁ ପ୍ରତିନିଧିତ୍ଵ କରୁଥିବା ବିକ୍ରମ କେଶରୀ ଆରୁଖ ଲଗାତାର ୬ ଥର…

୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେନେଇ ବୁଧବାର ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ସେବା ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ଦର୍ଶନ ବନ୍ଦ ରହିବ। ଏହି ନୀତି…

ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା କ୍ୱାର୍ଡ ବୈଠକକୁ ରଦ୍ଦ

ଅଷ୍ଟ୍ରେଲିଆରେ ମେ’୨୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା କ୍ୱାର୍ଡ ବୈଠକକୁ ରଦ୍ଦ କରିଦିଆଯାଇଛି। ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ ବୁଧବାର ଏନେଇ ସୂଚନା ଦେଇଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏହି ବୈଠକରେ ଯୋଗ ଦେଇପାରିବେନି ବୋଲି ଏଭଳି ନିଷ୍ପତ୍ତି ନିଆଯାିଥିବା ଜଣାପଡିଛି। …

ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ସହକାରୀ ଯୋଗାଣ ଅଧିକାରୀଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ପୂର୍ବତନ ସହକାରୀ ଯୋଗାଣ ଅଧିକାରୀ ସଞ୍ଜୟ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ‌ହୋଇଛି। ଏହି ଚଢ଼ାଉରେ ଓଡ଼ିଶା ଭିଜିଲାନ୍ସର ୫ ଜଣ ଡିଏସ୍‌ପି, ୧୨ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ୍‌ ରହିଛନ୍ତି।…

କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ପ୍ରାଚୀନ ହାତୀ ମୂର୍ତ୍ତି।

ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ଏକ ପ୍ରାଚୀନ ହାତୀ ମୂର୍ତ୍ତି। ଐତିହ୍ୟ ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍‌ ଆର୍ଟ ଆଣ୍ଡ କଲଚରାଲ ହେରିଟେଜ (ଇନ୍‌ଟାକ)ର ପ୍ରତ୍ନତାତ୍ତ୍ୱିକ-ଐତିହ୍ୟ ସନ୍ଧାନକାରୀ ଦଳ ଏହି ପୁରାତନ ହାତୀ ମୂର୍ତ୍ତିକୁ ସନ୍ଧାନ…