Sign in
Sign in
Recover your password.
A password will be e-mailed to you.
Browsing Tag
political news odisha
ନବୀନଙ୍କ ଆଶୀର୍ବାଦ ସହ ଟିକେଟ୍ ନେଲେ ରୁଦ୍ର
ପ୍ରାର୍ଥୀ ଘୋଷଣା ପରେ ଆଜି ପ୍ରଥମଥର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି ରୁଦ୍ର
ଆଲେନ ଇନଷ୍ଟିଚ୍ୟୁଟକୁ ସିଲ୍ କଲା ବିଏମସି
ଭୁବନେଶ୍ୱର: ଆଲେନ ଇନଷ୍ଟିଚ୍ୟୁଟକୁ ସିଲ୍ କଲା ବିଏମସି । କରୋନା ଟେଷ୍ଟିଂ ପରେ ଆଲେନ ଇନଷ୍ଟିଚ୍ୟୁଟରୁ ୨୦ରୁ ଅଧିକ ପଜିଟିଭ୍ ବାହାରିଥିବା ସୂଚନା ମିଳିଛି । ଏକାଧିକ ପଜିଟିଭ୍ ଚିହ୍ନଟ ହେବାପରେ ଏହି ପଦକ୍ଷେପ ନେଇଛି ବିଏମସି । ପଜିଟିଭ୍ ଚିହ୍ନଟ ହେବା ପରେ ଛାତ୍ରଛାତ୍ରୀ ଓ କର୍ମଚାରୀ!-->…
ଉପରମୁହାଁ କରୋନାଗ୍ରାଫ: ୨୪ ଘଣ୍ଟାରେ ୨୯୦ ପଜିଟିଭ୍
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭୧ଜଣ ପଜିଟିଭ୍ ଚିହ୍ନଟ
ଶ୍ରୀମନ୍ଦିରର ନୃସିଂହ ମନ୍ଦିରରୁ ମୂର୍ତ୍ତି ଖସି ସେବାୟତ ଆହତ
ପୁରୀ: ଶ୍ରୀମନ୍ଦିରର ନୃସିଂହ ମନ୍ଦିରରୁ ଖସିଲା ମୂର୍ତ୍ତି। ଶ୍ରୀମନ୍ଦିରର ନୃସିଂହ ମନ୍ଦିରରୁ ହିରଣ୍ୟକଶ୍ୟପଙ୍କ ମୁର୍ତ୍ତି ପଡି ସେବାୟତ ଗୁରୁତର ହୋଇଛନ୍ତି । ତେବେ ଶ୍ରୀମନ୍ଦିରର ପଶ୍ଚିମଦ୍ୱାର ନିକଟ ନୃସିଂହନାଥ ମନ୍ଦିରରୁ ହିରଣ୍ୟକଶ୍ୟପ ମୁର୍ତ୍ତି ଖସିପଡ଼ିଛି । ଏପରିକି ମୂର୍ତ୍ତି ଖସି!-->…
କରୋନା ଟିକା ଦରକୁ ଟପିଗଲାଣି ଡାକ୍ତରଙ୍କ ଫି
ରାଜ୍ୟରେ ଚାଲିଛି ଘୋଡା ଛଅ ଟଙ୍କା ଦାନା ନଅ ଟଙ୍କା ନୀତି
ହତ୍ୟା ନୁହେଁ ଆତ୍ମହତ୍ୟା କରିଛି ନାବାଳିକା,୬ ଗିରଫ
ଅନର କିଲିଂ ଆଶଙ୍କାକୁ ଖଣ୍ଡନ କରିଛନ୍ତି ପୁରୀ ଏସଡିପିଓ
ଟିକାଯୋଗାଣ ନେଇ ରାଜ୍ୟକୁ କେନ୍ଦ୍ରର ଜବାବ୍
ଭୁବନେଶ୍ଵର: ଟିକାଯୋଗାଣକୁ ନେଇ ପାତର ଅନ୍ତର ଅଭିଯୋଗ ପରେ କେନ୍ଦ୍ରର ଜବାବ୍ । ଗତକାଲି କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଜଣାଇଥିଲେ, ଟିକା ଯୋଗାଣରେ ରାଜ୍ୟ ରାଜ୍ୟ ଭିତରେ ପାତର ଅନ୍ତର କରାନଯାଉ । ରାଜ୍ୟକୁ ଯଥେଷ୍ଟ ପରିମାଣରେ ଟିକା ପ୍ରଦାନ କରାଯାଉ,!-->…
କୃଷି ଏବଂ ଖଣି କ୍ଷେତ୍ରରେ ସହଯୋଗ ନିମନ୍ତେ ବୁରୁଣ୍ଡି ରାଷ୍ଟ୍ରଦୂତଙ୍କ ଅନୁରୋଧ
ଭୁବନେଶ୍ଵର: ଭାରତରେ ଅବସ୍ଥାପିତ ରିପବ୍ଲିକ୍ ଅଫ୍ ବୁରୁଣ୍ଡିର ରାଷ୍ଟ୍ରଦୂତ ଶ୍ରୀମତି ଷ୍ଟେଲା ବୁଡିରିଗାନ୍ୟା ଭାରତ ଏବଂ ତାଙ୍କ ଦେଶ ମଧ୍ୟରେ ଖଣି, କୃଷି ଓ ଖାଦ୍ୟ ପ୍ରକ୍ରିୟା ମଧ୍ୟରେ ସହଯୋଗ ବୃଦ୍ଧି ନିମନ୍ତେ ଶନିବାର ଅନୁରୋଧ କରିଛନ୍ତି ।ଓଡ଼ିଶା ଗସ୍ତରେ ଆସିଥିବା ଶ୍ରୀମତି!-->…