Odia News Portal
Browsing Tag

political news odisha

ଅଞ୍ଜନାଙ୍କ ସହ ସିବିଆଇ ଟିମ୍ ଆଲୋଚନା

ଭୁବନେଶ୍ୱର: ଅଞ୍ଜନା ମିଶ୍ରଙ୍କ ଘରେ ସିବିଆଇ ଟିମ୍ | ବହୁ ଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ଗିରଫ କରିଥିଲା କମିଶନରେଟ୍‌ ପୁଲିସ। ତେବେ ଏହି ମାମଲାରେ ତଦନ୍ତ କରିବା ପାଇଁ ୨ ଜଣିଆ ସିବିଆଇ ଟିମ୍‌ ଆଜି ଅଞ୍ଜନା ମିଶ୍ରଙ୍କ ଘରେ ଆସି

ପର୍ବପର୍ବାଣୀ ପାଳନ ଉପରେ ଜାରି ହେଲା କଟକଣା

ଭୁବନେଶ୍ୱର: ପର୍ବପର୍ବାଣୀ ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । କରୋନା ସଂକ୍ରମଣକୁ ରୋକିବା ପାଇଁ ଗାଇଡଲାଇନ୍ ଜାରି କଲେ ସ୍ୱତନ୍ତ୍ର ରିଲିଫ କମିଶନର । ଖାସକରି ଗୁଡ଼୍‌ ଫ୍ରାଇଡେ, ଇଷ୍ଟର, ପଣା ସଂକ୍ରାନ୍ତି, ଝାମୁ ଯାତ୍ରା, ଦଣ୍ଡ ଯାତ୍ରା, ରାମ ନବମୀ ଆଦି ଉପରେ କଟକଣା ଜାରି କରାଯାଇଛି

ବଢୁଛି ସଂକ୍ରମିତଙ୍କ ସଂଖ୍ୟା: ୨୩୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୯୬୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ