Odia News Portal
Browsing Tag

political news odisha

ନବୀନ ମନ୍ତ୍ରିମଣ୍ଡଳରେ ତିନି ନୂଆ ସଦସ୍ୟ

ବିକ୍ରମ କେଶରୀ ଆରୁଖ, ସୁଦାମ ମାର୍ଣ୍ଡି ଓ ସାରଦା ନାୟକ ଆଜି ରାଜ୍ୟ ମନ୍ତ୍ରିମଣ୍ଡଳରେ ନୂଆ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତିନି ବିଧାୟକ ନିଜ ନିଜ ଅଞ୍ଚଳର ଟାଣୁଆ ଓ ପ୍ରଭାବଶାଳୀ ନେତା ଭାବେ ଜଣାଶୁଣା। ଗଞ୍ଜାମ ଜିଲ୍ଲାରୁ ପ୍ରତିନିଧିତ୍ଵ କରୁଥିବା ବିକ୍ରମ କେଶରୀ ଆରୁଖ ଲଗାତାର ୬ ଥର

୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେନେଇ ବୁଧବାର ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ସେବା ହୋଇଥିବାରୁ ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏ ଦର୍ଶନ ବନ୍ଦ ରହିବ। ଏହି ନୀତି

ଅଷ୍ଟ୍ରେଲିଆରେ ଅନୁଷ୍ଠିତ ହେବାକୁ ଥିବା କ୍ୱାର୍ଡ ବୈଠକକୁ ରଦ୍ଦ

ଅଷ୍ଟ୍ରେଲିଆରେ ମେ’୨୪ ତାରିଖରେ ଅନୁଷ୍ଠିତ ହେବାକୁ ଥିବା କ୍ୱାର୍ଡ ବୈଠକକୁ ରଦ୍ଦ କରିଦିଆଯାଇଛି। ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ ବୁଧବାର ଏନେଇ ସୂଚନା ଦେଇଛନ୍ତି। ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏହି ବୈଠକରେ ଯୋଗ ଦେଇପାରିବେନି ବୋଲି ଏଭଳି ନିଷ୍ପତ୍ତି ନିଆଯାିଥିବା ଜଣାପଡିଛି।

ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ପୂର୍ବତନ ସହକାରୀ ଯୋଗାଣ ଅଧିକାରୀଙ୍କ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରର ପୂର୍ବତନ ସହକାରୀ ଯୋଗାଣ ଅଧିକାରୀ ସଞ୍ଜୟ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ‌ହୋଇଛି। ଏହି ଚଢ଼ାଉରେ ଓଡ଼ିଶା ଭିଜିଲାନ୍ସର ୫ ଜଣ ଡିଏସ୍‌ପି, ୧୨ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀ ସାମିଲ୍‌ ରହିଛନ୍ତି।

କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ପ୍ରାଚୀନ ହାତୀ ମୂର୍ତ୍ତି।

ପୁରୀ ଜିଲା କଣାସ ବ୍ଲକ ଅନ୍ତର୍ଗତ ଗଡ଼ବଳଭଦ୍ରପୁର ଗ୍ରାମରୁ ମିଳିଛି ଏକ ପ୍ରାଚୀନ ହାତୀ ମୂର୍ତ୍ତି। ଐତିହ୍ୟ ଗବେଷଣା ସଂସ୍ଥା ଇଣ୍ଡିଆନ ନ୍ୟାଶନାଲ ଟ୍ରଷ୍ଟ ଫର୍‌ ଆର୍ଟ ଆଣ୍ଡ କଲଚରାଲ ହେରିଟେଜ (ଇନ୍‌ଟାକ)ର ପ୍ରତ୍ନତାତ୍ତ୍ୱିକ-ଐତିହ୍ୟ ସନ୍ଧାନକାରୀ ଦଳ ଏହି ପୁରାତନ ହାତୀ ମୂର୍ତ୍ତିକୁ ସନ୍ଧାନ

ଝାରସୁଗୁଡ଼ା ଉପନିର୍ବାଚନ: ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ

ଝାରସୁଗୁଡ଼ା ଉପନିର୍ବାଚନରେ ବିଜୟୀ ହେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ। ଏଠାରେ ରେକର୍ଡ ସଂଖ୍ୟକ ଭୋଟରେ ବିଜେଡି ଜିତିଛି। ଦୀପାଳି ଦାସ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ବିଜେପି ପ୍ରାର୍ଥୀ ଟଙ୍କଧର ତ୍ରିପାଠୀଙ୍କଠାରୁ ୪୮ହଜାର ୨୩୭ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି। ଦୀପାଳି

ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଆଲିଆ ଭଟ୍ଟ

ଅନ୍ତଃରାଷ୍ଟ୍ରୀୟ ଅଳଙ୍କାର ପ୍ରତିଷ୍ଠାନ ମାଲାବାର ଗୋଲ୍ଡ ଆଣ୍ଡ ଡାଇମଣ୍ଡ୍ସର ନ୍ୟୁ ବ୍ରାଣ୍ଡ୍‌ ଆମ୍ବାସାଡର ଭାବେ ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ନିଯୁକ୍ତ୍‌ ହୋଇଛନ୍ତି। ୨୦୧୨ରେ ବଲିଉଡ୍‌ରେ ପାଦ ଦେଇଥିବା ଆଲିଆ ଖୁବ୍‌ କମ୍‌ ଦିନ ମଧ୍ୟରେ ବେଶ୍‌ ଲୋକପ୍ରିୟ ଓ ସଫଳ ଭାରତୀୟ ଅଭିନେତ୍ରୀ

ସମଲିଙ୍ଗୀ ବିବାହ ମାନ୍ୟତା

ଭାରତରେ ସମଲିଙ୍ଗୀ ବିବାହକୁ ନେଇ ଆଇନଗତ ଲଢେଇ ଜାରି ରହିଥିବା ବେଳେ ବିଶ୍ୱରେ ଏମିତି ଅନେକ ଦେଶ ରହିଛି ଯେଉଁଠି ଏହାକୁ ମାନ୍ୟତା ମିଳିଛି। ସେହି ଦେଶଗୁଡିକ ହେଉଛି କ୍ୟୁବା, ଆଣ୍ଡୋରା, ସ୍ଳୋଭେନିଆ, ଚିଲି, ସୁଇଜରଲାଣ୍ଡ, କୋଷ୍ଟାରିକା, ଅଷ୍ଟ୍ରିଆ, ତାଇଓ୍ବାନ, ଇକ୍ୱେଡର, ବେଲଜିୟମ, ବ୍ରିଟେନ,

୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ,ମହାନଦୀ ଜଳବିବାଦ

ମହାନଦୀ ଜଳବିବାଦ ଟ୍ରିବ୍ୟୁନାଲ୍‌ ମଙ୍ଗଳବାରଠାରୁ ଛତିଶଗଡ଼ରେ ୫ ଦିନିଆ କ୍ଷେତ୍ର ସର୍ଭେ ଆରମ୍ଭ କରିଛି। ନଦୀ ତଳମୁଣ୍ଡକୁ କେତେ ଜଳ ପ୍ରବାହିତ ହେଉଛି ଏବଂ ଅଣମୌସୁମୀ ଋତୁରେ ନଦୀରେ କେତେ ଜଳ ଉପଲବ୍ଧ ରହୁଛି ଓ ବ୍ୟବହୃତ ହେଉଛି, ତାହା ଟ୍ରିବ୍ୟୁନାଲ ଆକଳନ କରିବେ। ୩ ଜଣିଆ ଟ୍ରିବ୍ୟୁନାଲଙ୍କୁ

୨ ଦିନ ସ୍କୁଲ ଛୁଟି

ରାଜ୍ୟରେ ପୁଣି ୨ ଦିନ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ରାଜ୍ୟସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି। ବୁଧବାର ଓ ଗୁରୁବାର ୨ ଦିନ ସ୍କୁଲ ଛୁଟି ରହିବ। ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସରକାରୀ ବେସରକାରୀ ସ୍କୁଲ ସହ ଅଙ୍ଗନଓ୍ବାଡ଼ି କେନ୍ଦ୍ର ୨ ଦିନ ବନ୍ଦ